Posted inଜାତୀୟ

ହିଂସା ପରେ ପ୍ରଥମ ଥର ବସିବ ବିଧାନସଭା ଅଧିବେଶନ, କୁକି ସମ୍ପ୍ରଦାୟର ବିଧାୟକ ଅଧିବେଶନକୁ କଲେ ବର୍ଜନ

ଇମ୍ଫାଲ,୨୯।୮: ମଣିପୁର ହିଂସା ପରେ ପ୍ରଥମ ଥର ପାଇଁ ରାଜ୍ୟର ବିଧାନସଭା ଅଧିବେଶନ ଆରମ୍ଭ ହେବ। ଏହାପୂର୍ବରୁ ଫେବୃୟାରୀ ଏବଂ ମାର୍ଚ୍ଚରେ ବିଧାନସଭାର ବଜେଟ ଅଧିବେଶନ ଅନୁଷ୍ଠିତ ହୋଇଥିଲା। ମଣିପୁର ବିଧାନସଭା ବାଚସ୍ପତି ଥୋକଚୋମ ସତ୍ୟବ୍ରତ ସିଂ କହିଛନ୍ତି ଯେ, ଏକ ଦିନିଆ ବିଧାନସଭା ଅଧିବେଶନରେ ରାଜ୍ୟର ସାମ୍ପ୍ରତିକ ପରିସ୍ଥିତି ଉପରେ ଆଲୋଚନା ହେବ। ଏହି ସମୟ ମଧ୍ୟରେ କୌଣସି ପ୍ରଶ୍ନକାଳ କିମ୍ବା ବ୍ୟକ୍ତିଗତ ସଦସ୍ୟଙ୍କ ପ୍ରସ୍ତାବ ଅଣାଯିବ ନାହିଁ।

ଅଧିବେଶନ ସମ୍ପର୍କରେ କଂଗ୍ରେସ ଦଳ କହିଛି ଯେ, ଏହି ଅଧିବେଶନ ଜନସାଧାରଣଙ୍କ ସ୍ବାର୍ଥ ପାଇଁ ନୁହେଁ। ସୂଚନାଯୋଗ୍ୟ, କୁକି-ଜୋମି ଆଦିବାସୀ ସଂଗଠନ ଗୋଟିଏ ଦିନିଆ ଅଧିବେଶନକୁ ପ୍ରତ୍ୟାହାର କରିଛନ୍ତି ଏବଂ କୁକି-ଜୋମି ସମ୍ପ୍ରଦାୟର ୧୦ ବିଧାୟକ ବିଧାନସଭା ଅଧିବେଶନରେ ସାମିଲ ହେବେ ନାହିଁ। ତେବେ ନାଗା ବିଧାୟକଙ୍କ ଅଧିବେଶନରେ ଯୋଗଦେବାର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଯୋଜନାରେ ଚାଷୀଙ୍କୁ ମିଳିବ ୩ ହଜାର ଟଙ୍କା ପେନସନ: କେବଳ କରିବାକୁ ପଡ଼ିବ ଏହି ଗୋଟିଏ କାମ

ନୂଆଦିଲ୍ଲୀ,୭।୪: ସାରା ଦେଶରେ ଚାଷୀମାନଙ୍କୁ ଆର୍ଥିକ ଭାବରେ ସଶକ୍ତ କରିବା ପାଇଁ, କେନ୍ଦ୍ର ଏବଂ ରାଜ୍ୟ ସରକାର ସେମାନଙ୍କୁ ଆର୍ଥିକ ସୁରକ୍ଷା ପ୍ରଦାନ କରିବା ପାଇଁ ବିଭିନ୍ନ…

ଯାଜପୁରରେ ଯୁବକଙ୍କୁ ଗୁଳିମାଡ଼, ଚିକିତ୍ସାଧୀନ ଅବସ୍ଥାରେ ଚାଲିଗଲା ଜୀବନ

ଯାଜପୁର ସଦର,୭।୪(ସମର ବିଜୟ ଶରଣ ): ଯାଜପୁର ଥାନା ଅନ୍ତର୍ଗତ କାଳୀମେଘା ନିକଟର ଫୁଟିଲା ଗୁଳି । ଏହି ଗୁଳିକାଣ୍ଡରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି ।…

ଏମିତି ଖେଳ ଖେଳିଲା ଇରାନ, ପବନରେ ଉଡ଼ିଯିବ ଟ୍ରମ୍ପଙ୍କ ମଙ୍ଗଳବାର ବାଲା ଧମକ

ତେହରାନ,୭।୪: ସମ୍ଭାବ୍ୟ ଆମେରିକୀୟ ଆକ୍ରମଣ ବିରୁଦ୍ଧରେ ଇରାନ ତାର ଶକ୍ତି କେନ୍ଦ୍ରଗୁଡ଼ିକୁ ସୁରକ୍ଷିତ ରଖିବା ପାଇଁ ଏକ ନୂତନ ରଣନୀତି ପ୍ରସ୍ତୁତ କରିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ…

ଗୋରୁ ବ୍ୟବସାୟୀଙ୍କ ଘରେ ଚଢାଉ: ଲକ୍ଷ ଲକ୍ଷ ଟଙ୍କା ସହ ଅଳଙ୍କାର ଜବତ

ଖଇରା,୭।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ବାହାନଗା ଅଞ୍ଚଳର ଜଣେ ଗୋରକ୍ଷକ କୃପାସିନ୍ଧୁ ବେହେରା ଗୋରୁ ବ୍ୟବସାୟୀଙ୍କ ଆକ୍ରମଣରେ ମୃତ୍ୟୁବରଣ କରିବା ପରେ ବାଲେଶ୍ବର ଏସପିଙ୍କ ଆକ୍ସନ ମୋଡ୍‌…

ମଧ୍ୟପ୍ରାଚ୍ୟ ସଙ୍କଟ ମଧ୍ୟରେ କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି : ୫ କିଲୋଗ୍ରାମ ସିଲିଣ୍ଡରର ଯୋଗାଣକୁ କଲେ ଦ୍ୱିଗୁଣିତ

ନୂଆଦିଲ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ହେବାର ଏକ ମାସରୁ ଅଧିକ ସମୟ ବିତିଗଲାଣି। ଏହାର ପ୍ରଭାବ ଏସୀୟ ଦେଶଗୁଡ଼ିକରେ ଏଲପିଜି ଏବଂ ପେଟ୍ରୋଲ-ଡିଜେଲର ଯୋଗାଣ ଉପରେ ଦେଖାଯାଉଛି। ତଥାପି,…

ଗୋ’ ମାଫିଆଙ୍କ ଘରେ ରେଡ୍‌: ମିଳିଲା ପୁଳାପୁଳା ଟଙ୍କା-ସୁନା, ମାରଣାସ୍ତ୍ର

ଭଦ୍ରକ, ୭।୪(ସନାତନ ରାଉତ): ପୂର୍ବାଞ୍ଚଳ ଡିଆଇଜିଙ୍କ ନିଦ୍ଦେର୍ର୍ଶକ୍ରମେ ବାଲେଶ୍ୱର, ଭଦ୍ରକ ଓ ମୟୁରଭଞ୍ଜ ଜିଲାରେ ପୋଲିସ ପକ୍ଷରୁ ଗୋ’ ମାଫିଆଙ୍କ ଘରେ ରେଡ କରାଯାଇଛି l ଭଦ୍ରକର…

ନିର୍ବାଚନ ପୂର୍ବରୁ କଂଗ୍ରେସକୁ ବଡ଼ ଝଟକା, ନୂଆ ଦଳ ଗଠନ କଲେ ସିଦ୍ଧୁ! ଦଳରୁ ଅଲଗା ହେବା ପରେ…

ଚଣ୍ଡିଗଡ଼,୭।୪: ୨୦୨୭ ପଞ୍ଜାବ ବିଧାନସଭା ନିର୍ବାଚନ ପୂର୍ବରୁ, ରାଜ୍ୟର ରାଜନୈତିକ ଦୃଶ୍ୟପଟରେ ଏକ ଗୁରୁତ୍ୱପୂର୍ଣ୍ଣ ଘଟଣା ଘଟିଛି। ନବଜୋତ ସିଂହ ସିଦ୍ଧୁଙ୍କ ପତ୍ନୀ ଡକ୍ଟର ନବଜୋତ କୌର…

ମୋରଡାରୁ ପଶ୍ଚିମବଙ୍ଗ ହେଉଥିଲା ଗୋ ଚାଲାଣ, ୧୩ ଗୋରୁ ଜବତ କଲା ପୋଲିସ

ମୋରଡା,୭/୪(ସ୍ମାରକ ମାଜୀ)- ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବେଆଇନ ଭାବେ ଗୋ ଚାଲାଣ ବୃଦ୍ଧି ପାଉଥିବାର ଦେଖାଯାଇଛି । ଅନେକ ସ୍ଥାନରେ ପୋଲିସର ଚଢ଼ାଉ ଜାରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri