Posted inଜାତୀୟ

ପୁଣି ପ୍ରଧାନମନ୍ତ୍ରୀଙ୍କୁ କଂଗ୍ରେସର ଟାର୍ଗେଟ: ‘୫୬ ଇଞ୍ଚର ଛାତି ଥିଲେ ଗୃହରେ ଆସି ଜବାବ ଦିଅନ୍ତୁ’

ଇମ୍ଫାଲ,୨୨।୭: ମଣିପୁରରେ ଦୁଇ ଆଦିବାସୀ ମହିଳାଙ୍କୁ ଉଲଗ୍ନ କରି ବୁଲାଇବା ମାମଲା ପୁରା ଦେଶକୁ ସ୍ତବ୍ଧ କରି ଦେଇଛି। ସୁପ୍ରିମକୋର୍ଟଙ୍କଠାରୁ ଆରମ୍ଭ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପର୍ଯ୍ୟନ୍ତ ଘଟଣାକୁ ନେଇ ଅସନ୍ତୋଷ ପ୍ରକାଶ କରିଛନ୍ତି। ବିରୋଧୀ ଦଳ ଏହି ମାମଲା ସଂସଦରେ ଉଠାଇବା ସହ ପ୍ରଧାନମନ୍ତ୍ରୀ ଜବାବ ରଖନ୍ତୁ ବୋଲି ଦାବି ରଖୁଛନ୍ତି। ଏହି କ୍ରମରେ ପୁଣିଥରେ ପ୍ରଧାନମନ୍ତ୍ରୀଙ୍କୁ ଟାର୍ଗେଟ କରିଛି କଂଗ୍ରେସ।

ଦଳର ଏମ୍‌ପି ରଞ୍ଜିତ ରଞ୍ଜନ କେନ୍ଦ୍ର ସରକାର ବିରୋଧୀଙ୍କ ପ୍ରଶ୍ନକୁ ଡରନ୍ତି। ଏମିତିରେ ନିଜ ମନ୍ତ୍ରୀମାନଙ୍କୁ ଆଗକୁ ଆଣି ବଞ୍ଚି ଯିବାକୁ ଚାହାନ୍ତି ବୋଲି କହିଛନ୍ତି। ଆମେ ସାଧାରଣ ଦାବି ରଖିଛି। ପ୍ରଧାନମନ୍ତ୍ରୀ ଗୃହକୁ ଆସି ବୟାନ ଦିଅନ୍ତୁ। ମଣିପୁର ହିଂସା ଉପରେ ଚର୍ଚ୍ଚା ହେଉ। ଏହି ମାମଲାରେ ରାଜ୍ୟ ସଭା ନିୟମ ୨୬୭ ଏବଂ ଲୋକ ସଭାରେ ସ୍ଥଗିତ ପ୍ରସ୍ତାବ ସହ ବିଚାର କରାଯାଉ। ପ୍ରଧାନମନ୍ତ୍ରୀ କ’ଣ ଏହି ଘଟଣା ବିରୋଧରେ ଅଜ୍ଞ ଥିଲେ। ରାଜ୍ୟରେ ଅନେକ ସେଭଳି ଘଟଣା ହୋଇଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି। ଯେଉଁଠାରେ ହିଂସା ହେଉଛି ତାହା ଅନ୍ତର୍ଜାତୀୟ ସୀମା ସଂଲଗ୍ନ ଅଞ୍ଚଳ। ସରକାରଙ୍କୁ କ’ଣ ଏହାର ଜବାବ ରଖିବା ଅନୁଚିତ? ତେବେ ଯଦି ସରକାରଙ୍କ ସାହସ ଅଛି ଏବଂ ପ୍ରଧାନମନ୍ତ୍ରୀଙ୍କ ୫୬ ଇଞ୍ଚର ଛାତି ଅଛି ତେବେ ସେ ଗୃହରେ ଯବା ରଖନ୍ତୁ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ବଳ ହେଲା ଅବପାତ; ରାଜ୍ୟରେ ୧୮ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୪।୮ (ବନ୍ଦନା ସେଠୀ)- ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଅବପାତ ସକ୍ରିୟ ରହିଛି। ଶୁକ୍ରବାର ପୂର୍ବାହ୍ନ ୧୧ଟା ୩୦ରେ ଏହା ଝାଡ଼ଖଣ୍ଡ ଉପରେ…

ମହିଳାଙ୍କୁ ମାରପିଟ, ଗାଳି ଗୁଲଜ ମାମଲାରେ ୮ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ, ଜେଲ ଦଣ୍ଡ

ଗୁଣପୁର,୧୪/୮(ସୁଜାତା ପାଢ଼ୀ):ମହିଳାଙ୍କୁ ମାରପିଟ,ଗାଳି ଗୁଲଜ ଏବଂ ଅସ ଅସଦାଚାରଣ କରିବା ଘଟଣାକୁ ନେଇ ରାୟଗଡା ଜିଲା ଗୁଣପୁର ଏସଡିଜେଏମଙ୍କ କୋର୍ଟରେ ଶୁକ୍ରବାର ରାୟ ପ୍ରକାଶ ପାଇଛି। ଅଭିଯୁକ୍ତ…

ଗମ୍ଭୀର-ଅଗରକରଙ୍କ BOSS ହେବେ VVS ଲକ୍ଷ୍ମଣ! ପ୍ରଥମ ଥର ଭାରତୀୟ କ୍ରିକେଟରେ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୧୪।୮ : ଆଗାମୀ ଦିନରେ ଭାରତୀୟ କ୍ରିକେଟ୍‌ରେ ଏକ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିବ। ଏଯାବତ୍‌ ବୋର୍ଡର କ୍ରିକେଟ୍‌ ସମ୍ବନ୍ଧୀୟ ସମସ୍ତ ବଡ଼ ନିଷ୍ପତ୍ତି ସଭାପତି ଏବଂ…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ , ମନ୍ଦିର ପରିବେଶ ସଫା କାହିଁକି କଲ ନାହିଁ ବୋଲି ଗାଳି କରି…

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ଗ୍ରାମର ଶିବରାମ ସାହୁ ତାଙ୍କ ଗ୍ରାମର ବିଦେଶୀ ସାହୁଙ୍କୁ ମରଣାନ୍ତକ ଆକ୍ରମଣ କରି ହତ୍ୟା ଉଦ୍ୟମ…

ନଅ ଫୁଟ୍‌ ଲମ୍ବର ଅଜଗର ଉଦ୍ଧାର:ଚାଷ କାମ କରୁଥିବା ସମୟରେ…

କେସିଙ୍ଗା, ୧୪।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ପଥର୍ଲା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବାହାଦୁରପଦର ଗାଁ ନିକଟ ତେଲନଦୀ ପାର୍ଶ୍ୱରୁ ଶୁକ୍ରବାର ଅପରାହ୍ନ…

ବିଭାଜନ ବିଭୀଷିକା ସ୍ମୃତି ସଭାରେ ଯୋଗଦେଲେ ଆଇନ ମନ୍ତ୍ରୀ

ଛତ୍ରପୁର, ୧୪।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ୧୯୪୭ ମସିହାରେ ଭାରତ ସ୍ୱାଧୀନତା ପାଇବା ପୂର୍ବରୁ ଦେଶ ବିଭାଜନ ସମୟରେ ଘଟିଥିବା ବିଭୀଷିକା ଓ ଦୁଃଖଦ ଘଟଣାଗୁଡ଼ିକର ସ୍ମୃତିରେ…

ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକଙ୍କୁ ଆକ୍ରମଣ ଅଭିଯୋଗ

ଛତ୍ରପୁର, ୧୪ା୮ (ଦିଲ୍ଲୀପ ସାମଲ): ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକ ଚକ୍ରପାଣି ପୋଲାଇଙ୍କୁ ଆକ୍ରମଣର ଧମକ ମିଳିଥିବା ଅଭିଯୋଗ ହୋଇଛି। ଏନେଇ ଚକ୍ରମଣିଙ୍କ କହିବା ଅନୁସାରେ,…

ନିଜ ଝିଅ ବୟସର ଯୁବତୀଙ୍କୁ ଧରି ବୁଲୁଛନ୍ତି ଗୋବିନ୍ଦା, ସ୍ତ୍ରୀ କହିଲେ-ଲଜ୍ଜା ଲାଗିବା କଥା

ମୁମ୍ବାଇ: ଦିନ ଥିଲା ବଲିଉଡ ଅଭିନେତା ଗୋବିନ୍ଦା ନିଜର ଫିଲ୍ମକୁ ନେଇ ବେଶ ଚର୍ଚ୍ଚାରେ ରହୁଥିଲେ। ହେଲେ ଆଜିକାଲି ସିନେମାକୁ ନେଇ କମ୍‌ ହେଲେ ବ୍ୟକ୍ତିଗତ ଜୀବନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri