Posted inଖେଳ

ଗଛ ଲଗାଉଛନ୍ତି ମଣିପୁର ଫୁଟବଲର

ନୂଆଦିଲ୍ଲୀ,୨୩।୭(ପି.ଟି.): କୋଭିଡ୍‌ ମହାମାରୀ କାରଣରୁ ଗତ ୪ ମାସ ହେବ ଖେଳରୁ ଦୂରେଇ ରହିଥିବା ଉତ୍ତରପୂର୍ବାଞ୍ଚଳ ରାଜ୍ୟ ମଣିପୁରର ପୂର୍ବତନ ଓ ଏବେକାର ଫୁଟବଲରମାନେ ଏକ ଭିନ୍ନ ପ୍ରକାର କାର୍ଯ୍ୟକ୍ରମରେ ସାମିଲ ହୋଇଛନ୍ତି। ଫୁଟବଲରମାନେ ଏବେ ଗଛ ଲଗାଇବା ଅର୍ଥାତ ବନୀକରଣ ଉପରେ ମନୋନିବେଶ କରିଛନ୍ତି। ପୂର୍ବକଥା ମନେପକାଇ ସେମାନେ ରାଜଧାନୀ ଇମ୍ଫାଲର ଦକ୍ଷିଣରେ ୫୦ କି.ମି. ଦୂରରେ ଥିବା ତେନ୍ଥା ଗାଁରେ ସେମାନେ ଗଛ ଲଗାଉଛନ୍ତି। ଏକଦା ସେମାନେ ଏହି ଗାଁରେ ଫୁଟବଲ ମ୍ୟାଚ୍‌ ଖେଳୁଥିଲେ।
ପୂର୍ବତନ ଭାରତୀୟ ମିଡ୍‌ଫିଲ୍ଡର ରେନେଡି ସିଂ ଏହି କାର୍ଯ୍ୟକ୍ରମର ନେତୃତ୍ୱ ନେଉଛନ୍ତି। ଜାତୀୟ ଦଳର ଓ୍ବିଙ୍ଗର ଡଡ଼ନ୍ତା ସିଂ ଏଥିରେ ସାମିଲ ହୋଇଛନ୍ତି। ୨୦୧୭ ଫିଫା ୧୭ ବର୍ଷରୁ କମ୍‌ ବିଶ୍ୱକପ୍‌ ଖେଳିଥିବା ସୁରେଶ ଓ୍ବାଙ୍ଗ୍‌ଜାମ, ନିନ୍ଥୋଇନଗାନ୍‌ବା ମିଟେଇ, ବୋରିସ୍‌ ଥାଙ୍ଗ୍‌ଜାମ ଓ ଜିକ୍‌ସନ ସିଂ ମଧ୍ୟ ଏହି ମହତ୍‌କାର୍ଯ୍ୟରେ ସାମିଲ ହୋଇଛନ୍ତି। ଚଳିତ ସପ୍ତାହ ଆରମ୍ଭରେ ଘରୁ ୫୦ କି.ମି. ଦୂରକୁ ଆସି ସେମାନେ ଏକାଠି ହୋଇଥିଲେ। ଏହି ଗାଁରେ ରେନେଡି ସ୍ଥାନୀୟ ଟୁର୍ନାମେଣ୍ଟ ଖେଳୁଥିଲେ। ଏହି ମହତ୍‌ କାର୍ଯ୍ୟ କରି ଖେଳାଳିମାନେ ବେଶ୍‌ ଖୁସି ଜାହିର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଝାରସୁଗୁଡ଼ାରେ ଅଘୋଷିତ ବିଦ୍ୟୁତ୍‌ କାଟ୍‌, ତେଜିଲା ଅସନ୍ତୁଷ୍ଟ

ଝାରସୁଗୁଡ଼ା, ୮ା୬(ଆଶିଷ ରଞ୍ଜନ ଦାଶ)- ଝାରସୁଗୁଡ଼ା ଜିଲାରେ ପ୍ରବଳ ଗ୍ରୀଷ୍ମପ୍ରବାହ ଓ ଅସହ୍ୟ ଗୁଳୁଗୁଳି ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ଏଭଳି ସ୍ଥିତିରେ ଅଘୋଷିତ ବିଦ୍ୟୁତ୍‌ କାଟ୍‌…

ଦିଗପହଣ୍ଡି ଦୁର୍ଘଟଣା: ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ସହାୟତା

ଦିଗପହଣ୍ଡି,୮ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଘଟିଥିବା ସଡ଼କ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଦୁଇ ଜଣଙ୍କ ପରିବାର ପାଇଁ ରାଜ୍ୟ ସରକାର ସହାୟତା ଘୋଷଣା…

ଗ୍ରାହକଙ୍କୁ ବଡ଼ ଝଟ୍‌କା! ଆହୁରି ମହଙ୍ଗା ହେବ ଏଲ୍‌ପିଜି ଗ୍ୟାସ୍ ସିଲିଣ୍ଡର, କେନ୍ଦ୍ର ସରକାର ସ୍ପଷ୍ଟ କରି କହିଲେ…..

ନୂଆଦିଲ୍ଲୀ,୮।୬: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ଯୋଗୁଁ ଭାରତରେ ଲୋକମାନେ ମଧ୍ୟ ମୂଲ୍ୟ ବୃଦ୍ଧିର ଶିକାର ହେଉଛନ୍ତି । ଗତ କିଛି ଦିନ ମଧ୍ୟରେ…

ଭାରତ ପାଇଁ ଖେଳିବା ପୂର୍ବରୁ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ଚେତାବନୀ: ଆଗକୁ…

ନୂଆଦିଲ୍ଲୀ,୮।୬: ମାତ୍ର ୧୫ ବର୍ଷ ବୟସରେ ବିଶ୍ୱର ସବୁଠାରୁ ଚର୍ଚ୍ଚିତ କ୍ରିକେଟର ପାଲଟିଛନ୍ତି ବୈଭବ ସୂର୍ଯ୍ୟବଂଶୀ। IPLରେ ଚହଳ ସୃଷ୍ଟି କରିବା ଠାରୁ ଆରମ୍ଭ କରି ଟିମ…

ଭିଜିଲାନ୍ସ ହାବୁଡ଼ରେ ପଡିଗଲେ ମନରେଗା ସହାୟିକା, ବିଲ୍‌ କରାଇ ଦେବା କହି ନେଉଥିଲେ ଏତେ ଟଙ୍କା ଲାଞ୍ଚ

ଭବାନୀପାଟଣା,୮।୬(ଉତ୍ତମ କୁମାର ଦାଶ): ଭିଜିଲାନ୍ସ ଜାଲରେ କଳାହାଣ୍ଡି ଜଳବିଭାଜିକା ବିଭାଗର କର୍ମଚାରୀ ତଥା ମନରେଗା ସହାୟିକା ପ୍ରିୟଙ୍କା ଜେନା। ଫାର୍ମ ପଣ୍ଡ କାମରେ ବିଲ୍‌ କରାଇ ଦେବା…

କଳାଅନ୍ଧାର କରି ମାଡ଼ି ଆସିଲା କାଳବୈଶାଖୀ: ଘଡ଼ଘଡ଼ି ସହ ପ୍ରବଳ ବର୍ଷା

ଭୁବନେଶ୍ୱର, ୮।୬: ରାଜ୍ୟର ବିଭିନ୍ନ ଅଞ୍ଚଳରେ କାଳବୈଶାଖୀର ପ୍ରଭାବ ଜାରି ରହିଥିବା ବେଳେ ସୋମବାର ଅପରାହ୍ନରେ ପୁଣିଥରେ ଟ୍ୱିନ୍ ସିଟି କଟକ ଓ ଭୁବନେଶ୍ୱରକୁ କାଳବୈଶାଖୀ ମାଡ଼ି…

ଗୋଇସରରେ ଜଳକଷ୍ଟ:ପାଣି ପାଇଁ ଧାରଣା ଦେଲେ ମହିଳା

ବରଗଡ଼,୮।୬(ପ୍ରେମାନନ୍ଦ ଖମାରୀ): ତାତି ଥମିବାର ନାଁ ନେଉ ନାହିଁ। ଘରେ ହେଉ ଅବା ବାହାରେ ଯେଉଁଠି ରହିଲେ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଉଛି। ଏଭଳି ସ୍ଥଳେ…

ହାତୀ ଛୁଆର ମିଳିଲା କଙ୍କାଳ: ତାରସିଂ ରେଞ୍ଜରେ ୩ ମାସରେ ୩ ହାତୀ ମୃତ୍ୟୁ

ଭଞ୍ଜନଗର,୮।୬(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ତାରସିଂ ରେଞ୍ଜ ଗାୟଗଣ୍ଡା ନିକଟସ୍ଥ ପାଇଛାଲିଆ ଘଞ୍ଚ ଜଙ୍ଗଲ ଭିତରୁ ସୋମବାର ଏକ ହାତୀ ଛୁଆର କଙ୍କାଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri