Posted inଜାତୀୟ

ସୀମିତ ଇଣ୍ଟରନେଟ ସେବା ଯୋଗାଇବାକୁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

ଇମ୍ଫାଲ, ୨୦।୬: ବିଭିନ୍ନ ବ୍ୟକ୍ତିଙ୍କ ଦ୍ୱାରା ଦାଖଲ କରାଯାଇଥିବା ଅନୁରୋଧ ପରେ ମଣିପୁର ହାଇକୋର୍ଟ ଏକ ମଧ୍ୟବର୍ତ୍ତୀକାଳୀନ ଆଦେଶରେ ମଙ୍ଗଳବାର ରାଜ୍ୟ କର୍ତ୍ତୃପକ୍ଷଙ୍କୁ ସେମାନଙ୍କ ନିୟନ୍ତ୍ରଣରେ ଥିବା ନିର୍ଦ୍ଦିଷ୍ଟ ସ୍ଥାନରେ ଜନସାଧାରଣଙ୍କୁ ସୀମିତ ଇଣ୍ଟରନେଟ ସେବା ଯୋଗାଇବାକୁ ନିର୍ଦ୍ଦେଶ ଦେଇଛନ୍ତି। ଜୁନ ୨୩ରେ ହାଇକୋର୍ଟ ଏହି ମାମଲାର ଶୁଣାଣି କରିବେ। ଜନସାଧାରଣ ସମ୍ମୁଖୀନ ହେଉଥିବା ଅସୁବିଧା, ବିଶେଷକରି ଛାତ୍ରୀଛାତ୍ରଙ୍କ ଆଡମିଶନ ପ୍ରକ୍ରିୟା ଏବଂ ଜନସାଧାରଣଙ୍କୁ ସେମାନଙ୍କର ତୁରନ୍ତ ତଥା ଅତ୍ୟାବଶ୍ୟକ ସେବା ପୂରଣ କରିବା ଉପରେ ବିଚାର କରିଛନ୍ତି। ତେଣୁ ସୀମିତ ଇଣ୍ଟରନେଟ ସେବା ଯୋଗାଇବାକୁ ରାଜ୍ୟ କର୍ତ୍ତୃପକ୍ଷ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପିକଅପ୍‌-କାର ମୁହାଁମୁହିଁ ଧକ୍କା: ଚାଲିଗଲା ଅମିତାଙ୍କ ଜୀବନ

ଭଞ୍ଜନଗର,୧୧।୮(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ମୁଜାଗଡ଼ ପେଟ୍ରୋଲ ପମ୍ପ ନିକଟରେ ମଙ୍ଗଳବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଜଣେ ମହିଳା…

NEET ବିରୋଧରେ ବିଜୟ ସରକାରଙ୍କ ବଡ଼ ପଦକ୍ଷେପ, ବିରୋଧୀ DMK କଲା ସମର୍ଥନ

ନୂଆଦିଲ୍ଲୀ, ୧୧।୮: ତାମିଲନାଡୁର ବିଜୟ ସରକାର ମଙ୍ଗଳବାର ବିଧାନସଭାରେ NEET ପରୀକ୍ଷାକୁ ଉଚ୍ଛେଦ କରିବା ଏବଂ ସ୍ନାତକସ୍ତରୀୟ ମେଡିକାଲ ପାଠ୍ୟକ୍ରମରେ ନାମଲେଖା ପାଇଁ ଦ୍ୱାଦଶ ଶ୍ରେଣୀର ନମ୍ବରକୁ…

ଜାପାନରୁ ଆସୁ ନେତାଜୀଙ୍କ ଅସ୍ଥି: ସୁପ୍ରିମକୋର୍ଟର ଦ୍ବାରସ୍ଥ ହେଲେ ସୁଭାଷ ଚନ୍ଦ୍ର ବୋଷଙ୍କ ଝିଅ, କେନ୍ଦ୍ରକୁ ନୋଟିସ୍!

ନୂଆଦିଲ୍ଲୀ,୧୧।୮: ସ୍ୱାଧୀନତା ସଂଗ୍ରାମୀ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଅସ୍ଥିକୁ ଜାପାନର ଟୋକିଓ ସ୍ଥିତ ରେଙ୍କୋଜି ମନ୍ଦିରରୁ ଭାରତ ଆଣିବା ଦାବିକୁ ନେଇ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି…

ବିନାଶ କାଳେ ବିପରୀତ ବୁଦ୍ଧି.. କାହିଁକି ଏମିତି କହିଲେ ସୁନୀତା

ବଲିଉଡର ବରିଷ୍ଠ ଅଭିନେତା ଗୋବିନ୍ଦାଙ୍କୁ ନିକଟରେ ମୁମ୍ବାଇ ବିମାନବନ୍ଦରରେ ଅଭିନେତ୍ରୀ କୋମଲ ରାଣୀ ସ୍ବର୍ଣ୍ଣକରଙ୍କ ସହ ଦେଖାଯାଇଥିଲା। ଆଗାମୀ ଚଳଚ୍ଚିତ୍ର ‘ରୂପା’ରେ ଗୋବିନ୍ଦାଙ୍କ ସହ-ଅଭିନେତ୍ରୀ ଭାବେ କୋମଲ…

ଧର୍ମେନ୍ଦ୍ର ପ୍ରଧାନଙ୍କ ବିସ୍ଫୋରକ ବୟାନ, କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି ସେ….କାହାକୁ କହିଲେ ଏମିତି

ନୂଆଦିଲ୍ଲୀ, ୧୧।୮: ସଂସଦରେ ମୌସୁମୀ ଅଧିବେଶନ ଚାଲିଛି। ସଂସଦ ମାର୍ଚ୍ଚ ସମୟରେ ଛାତ୍ରୀଛାତ୍ରଙ୍କ ଉପରେ ଦିଲ୍ଲୀ ପୋଲିସର ଲାଠିଚାର୍ଜକୁ ନେଇ ବିରୋଧୀ ଦଳଗୁଡ଼ିକ କ୍ରମାଗତ ଭାବେ କେନ୍ଦ୍ର…

ଜରୁରୀ ଅବତରଣ କଲା ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟର, ବଡ଼ ଦୁର୍ଘଟଣାରୁ….

କୋଲକାତା,୧୧।୮: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନେଇ ଯାଉଥିବା ଏକ ହେଲିକପ୍ଟର ପୂର୍ବ ମେଦିନୀପୁରର କୋଲାଘାଟରେ ଜରୁରୀ ଅବତରଣ କରୁଛି । ସେ ଖୁଦିରାମ ବୋଷଙ୍କ ଶ୍ରାଦ୍ଧ…

‘ଜନ୍ତର ମନ୍ତର ଭଳି ଝାଡ଼ଖଣ୍ଡରେ ମଧ୍ୟ…’, ଛାତ୍ର ଆନ୍ଦୋଳନକୁ ନେଇ ଅଭିଜିତଙ୍କ ବଡ଼ ବୟାନ, ରାଜନୀତିରେ ଚହଳ

ନୂଆଦିଲ୍ଲୀ, ୧୧।୮: ଝାଡ଼ଖଣ୍ଡରେ ନିଯୁକ୍ତି ପରୀକ୍ଷାରେ କଥିତ ଅନିୟମିତତା ବିରୋଧରେ ଆନ୍ଦୋଳନ କରୁଥିବା ଛାତ୍ରୀଛାତ୍ରଙ୍କ ଉପରେ ପୋଲିସ କାର୍ଯ୍ୟାନୁଷ୍ଠାନକୁ ନେଇ କକ୍ରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା…

କିଏ ସେହି ଯୁବତୀ, ଯାହାଙ୍କ ପ୍ରେମରେ ଉବୁଟୁବୁ ଗୋବିନ୍ଦା

ଅଭିନେତା ଗୋବିନ୍ଦା ତାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ଅଛନ୍ତି। ସ୍ତ୍ରୀ ସୁନିତା ଆହୁଜା ତାଙ୍କ ନାଁରେ ଅନୈତିକ ସମ୍ପର୍କ ରଖିଥିବାର ଅଭିଯୋଗ ଆଣିଛନ୍ତି। ନିକଟରେ ଗୋବିନ୍ଦା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri