Posted inଜାତୀୟ

ମଣିପୁରରେ ଶାନ୍ତି ପ୍ରତିଷ୍ଠା ପାଇଁ ଏକମାତ୍ର ଉପାୟ ହେଉଛି ମୁଖ୍ୟମନ୍ତ୍ରୀଙ୍କୁ ବରଖାସ୍ତ, ରାଷ୍ଟ୍ରପତି ଶାସନ ଲାଗୁ କରିବା: କପିଲ ସିବଲ

ନୂଆଦିଲ୍ଲୀ,୨୨।୭: ରାଜ୍ୟ ସଭା ଏମ୍‌ପି କପିଲ ସିବଲ ମଣିପୁରରେ ଶାନ୍ତି ପ୍ରତିଷ୍ଠା ପାଇଁ ରାସ୍ତା ବତାଇଛନ୍ତି। ଶନିବାର ସିବଲ କହିଛନ୍ତି, ମଣିପୁରରେ ଏକମାତ୍ର ଉପାୟ ହେଉଛି ମୁଖ୍ୟମନ୍ତ୍ରୀ ଏନ୍‌. ବିରେନ ସିଂଙ୍କୁ ବରଖାସ୍ତ କରିବା ଏବଂ ରାଜ୍ୟରେ ରାଷ୍ଟ୍ରପତି ଶାସନ ଲାଗୁ କରିବା। ସୂଚନାଯୋଗ୍ୟ, ମେ’ ୩ରେ ରେ ରାଜ୍ୟରେ ଜାତି ହିଂସା ଆରମ୍ଭ ହେବା ପରଠାରୁ ୧୬୦ରୁ ଅଧିକ ଲୋକ ପ୍ରାଣ ହରାଇଛନ୍ତି ଏବଂ ଅନେକ ଆହତ ହୋଇଛନ୍ତି।

ଏକ ଟୁଇଟ୍‌ କରି ସିବଲ କହିଛନ୍ତି, ଆଗକୁ ଯିବାର ଏକମାତ୍ର ଉପାୟ ବିରେନ ସିଂଙ୍କୁ ବହିଷ୍କାର କରିବା, ଧାରା ୩୫୬ ଲାଗୁ କରିବା; ଆମ ଦେଶର ମହିଳାମାନଙ୍କୁ କ୍ଷମା ମାଗିବା। ସିବଲ କହିଛନ୍ତି, ନିର୍ଭୟା ପରଠାରୁ କିଛି ପରିବର୍ତ୍ତନ ହୋଇନାହିଁ। ଉନ୍ନାଓ, ହାସରଥ, କଠୁଆ, ବିଲକିସ (ଦୋଷୀମାନଙ୍କୁ ମୁକ୍ତ କରିବା)। ବେଟି ବଚାଓ ପ୍ରଧାନମନ୍ତ୍ରୀ ଜୀ।


Enter your email to get our daily news in your inbox.

All Right Reserved By Dharitri.Com

ଧୁମଧାମରେ ପାଳନ ହେଲା ଦୀପାବଳି, ରଙ୍ଗ ବେରଙ୍ଗ ଆଲୋକରେ ଝଲସି ଉଠିଲା ଦେଶ

ନୂଆଦିଲ୍ଲୀ,୩୧।୧୦: ଦୀପାବଳି ପର୍ବ କେବଳ ଭାରତରେ ନୁହେଁ ଗୁରୁବାର ସାରା ବିଶ୍ୱରେ ପାଳନ କରାଯାଇଛି। ଏହି ସମୟରେ ଲୋକମାନେ ନିଜ ଘର, ଦୋକାନ ଏବଂ ପ୍ରତିଷ୍ଠାନଗୁଡ଼ିକୁ...

ରଙ୍ଗ ବେରଙ୍ଗ ଆଲୋକରେ ଝଲସିଲା ରାମ ମନ୍ଦିର

ଅଯୋଧ୍ୟା,୩୧।୧୦: ଆଲୋକର ପର୍ବ ଦୀପାବଳି ସମଗ୍ର ଦେଶରେ ଖୁବ ଆଡମ୍ବର ସହ ପାଳନ କରାଯାଉଛି। ଏହି ଦିନ ମନ୍ଦ ଉପରେ ଭଲର ବିଜୟ, ଅନ୍ଧକାର ଉପରେ...

ଭାଜପା ସରକାର ପାଇଁ ଜମ୍ମୁ-କଶ୍ମୀର ଏକ ପ୍ରୟୋଗଶାଳା: ମେହବୁବା ମୁଫତି

ଶ୍ରୀନଗର,୩୧।୧୦: ଜମ୍ମୁ କଶ୍ମୀରର ୟୁନିଅନ ଟେରିଟୋରି ଫାଉଣ୍ଡେସନ ଦିବସ ପାଳନ ଅବସରରେ ଜମ୍ମୁ କଶ୍ମୀରର ଲେଫ୍ଟନାଣ୍ଟ ଗଭର୍ଣ୍ଣର ମନୋଜ ସିହ୍ନା ଦେଇଥିବା ବିବୃତ୍ତିରେ ପିପୁଲ୍ସ ଡେମୋକ୍ରାଟିକ...

ମୋଦିଙ୍କ ବୟାନକୁ ନେଇ ଖାର୍ଗେ କହିଲେ ଅସମ୍ଭବ

ନୂଆଦିଲ୍ଲୀ,୩୧।୧୦: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଗୁରୁବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଓ୍ବାନ ନେଶନ ଓ୍ବାନ ଇଲେକ୍ସନର ଶୀଘ୍ର କାର୍ଯ୍ୟକାରିତା ସମ୍ପର୍କରେ ଦେଇଥିବା ବିବୃତ୍ତିକୁ ନେଇ...

ଅନନ୍ତ ଅମ୍ବାନୀଙ୍କ ବଡ ହୃଦୟ! ୩ ଆଫ୍ରିକୀୟ ହାତୀଙ୍କୁ ଦେଲେ ନୂଆ ଜୀବନ

ମୁମ୍ବାଇ,୩୧।୧୦: ବିଜନେସ ଟାଇକୁନ ମୁକେଶ ଅମ୍ବାନୀଙ୍କ ପୁଅ ଅନନ୍ତ ଅମ୍ବାନୀଙ୍କ ପଶୁ ପ୍ରତି ଥିବା ପ୍ରେମ ଅଳ୍ପ ବହୁତେ ସମସ୍ତଙ୍କୁ ଜଣା। ବର୍ତ୍ତମାନ ସେ ତିନି...

ଦୀପାବଳିରେ ବଡ଼ ଅଘଟଣ, ଜଳିଗଲା ୬୬ ଦୋକାନ

ବୋକାରୋ,୩୧।୧୦: ଆଲୋକର ପର୍ବ ଦୀପାବଳି ଅବସରରେ ଝାଡ଼ଖଣ୍ଡରୁ ଏକ ଲୋମ ଟାଙ୍କୁରା ଖବର ସାମ୍ନାକୁ ଆସିଛି। ବୋକାରୋର ମାରଗା ପୋଲ ନିକଟରେ ବାଣ ଦୋକାନରେ ଏକ...

କଳ୍ପନା ସୋରେନଙ୍କୁ ଦେଖି ମୋ ସ୍ତ୍ରୀ କହୁଛନ୍ତି…, କାହିଁକି ଏମିତି କହିଲେ ଆସାମ ମୁଖ୍ୟମନ୍ତ୍ରୀ

ଗୁଆହାଟି,୩୧।୧୦: ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ରାଜନୈତିକ ଦଳଗୁଡ଼ିକ ଦ୍ୱାରା ଯୋର ସୋରରେ ପ୍ରଚାର ଚାଲିଛି। ଏହି ସମୟରେ ଝାଡ଼ଖଣ୍ଡର ଦାୟିତ୍ୱରେ ଥିବା ଭାଜପା ନେତା...

ନିଆରା ଢଙ୍ଗରେ ଦୀପାବଳି ପାଳିଲେ ମୋଦି, ଦେଖନ୍ତୁ ଭିଡିଓ

କଚ୍ଛ,୩୧।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଚଳିତ ବର୍ଷ ସୀମାରେ ନିୟୋଜିତ ସେନାଙ୍କ ସହିତ ଦୀପାବଳି ପାଳନ କରିବାର ପରମ୍ପରା ଜାରି ରଖିଛନ୍ତି। ସେ ଗୁରୁବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri