Posted inଜାତୀୟ

ମଣିପୁର ଭୂସ୍ଖଳନ: ମୃତ୍ୟୁ ସଂଖ୍ୟା ୨୫କୁ ବୃଦ୍ଧି

ଇମ୍ଫାଲ୍‌,୨।୭: ମଣିପୁର ନୋନି ଜିଲାରେ ବୁଧବାର ରାତିରେ ହୋଇଥିବା ଭୂସ୍ଖଳନରେ ଏନ୍‌ଡିଆର୍‌ଏଫ୍‌ ଟିମ୍‌ ଶନିବାର ମଧ୍ୟାହ୍ନ ସୁଦ୍ଧା ୨୫ ଜଣଙ୍କ ମୃତଦେହ ଜବତ କରିଛି। ସେମାନଙ୍କ ମଧ୍ୟରେ ୧୮ ଜଣ ଯବାନ ରହିଥିବା ବେଳେ ୬ ଜଣ ସାଧାରଣ ନାଗରିକ ରହିଥିବା ଜଣାପଡିଛି। ଘଟଣାସ୍ଥଳରେ ୩ଟି ଏନ୍‌ଡିଆର୍‌ଏଫ୍‌ ଟିମ୍‌, ସ୍ଥାନୀୟ ପ୍ରଶାସନ ଏବଂ ସେନା ପକ୍ଷରୁ ଉଦ୍ଧାର କାର୍ଯ୍ୟ ଜାରି ରହିଛି।

ଅନ୍ୟପକ୍ଷେ ଦୁର୍ଘଟଣାରେ ୧୮ଜଣ ଆହତଙ୍କ ଚିକିତ୍ସା ସ୍ଥାନୀୟ ଡାକ୍ତରଖାନାରେ ଜାରି ରହିଛି। ତେବେ ଭଗ୍ନାବଶେଷ ତଳେ ଏବେବି ଅନେକ ଲୋକ ଫସି ରହିଥିବା ବେଳେ ୩୮ରୁ ଊର୍ଦ୍ଧ୍ୱ ବର୍ତ୍ତମାନ ସୁଦ୍ଧା ନିଖୋଜ ଥିବା ଉଦ୍ଧାରକାରୀ ଦଳ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପିଏମ ମୋଦିଙ୍କ ସ୍ବାଗତ ପୂର୍ବରୁ ନ୍ୟୁଜିଲାଣ୍ଡ ପ୍ରଧାନମନ୍ତ୍ରୀଙ୍କ ବଡ଼ ଘୋଷଣା: ସାରା ବିଶ୍ୱରେ ପଡିଗଲା ଚହଳ

ୱେଲିଂଟନ,୯।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିଜର ୩ଟି ଦେଶ ଗସ୍ତର ଦ୍ୱିତୀୟ ପର୍ଯ୍ୟାୟରେ ଏବେ ଅଷ୍ଟ୍ରେଲିଆରେ ପହଞ୍ଚିଛନ୍ତି। ଅଷ୍ଟ୍ରେଲିଆ ଗସ୍ତ ଶେଷ କରି ସେ ସେଠାରୁ ସିଧାସଳଖ…

ଜନ୍ମଦିନରେ ଘରକୁ ଫେରିଲା ଖେଳାଳିଙ୍କ ପାର୍ଥିବ ଶରୀର, କାନ୍ଦୁଛି ପୂରା ପରିବାର; ଆଖି ଭିଜାଇ ଦେବ ଏହି ଦୃଶ୍ୟ

କାବୁଲ: ଯେଉଁ ଦିନ ଜନ୍ମଦିନର ଖୁସି ମନାଯାଇଥାନ୍ତା, ସେହି ଦିନ ଘରକୁ ଫେରିଲା ପାର୍ଥିବ ଶରୀର। ଆଫଗାନିସ୍ତାନର ପୂର୍ବତନ ଦ୍ରୁତ ବୋଲର ଶାପୁର ଜାଦ୍ରନଙ୍କ ଦେହାନ୍ତ ପରେ…

ଇଟାର ଜବାବ ପଥରରେ ଦେବୁ: ଆମେରିକାକୁ ଚେତାବନୀ ଦେଲା ଇରାନ

ଓ୍ବାଶିଂଟନ୍‌,୯।୭: ଆମେରିକା ପୁଣିଥରେ ଇରାନର ଅନେକ ସ୍ଥାନକୁ ଟାର୍ଗେଟ କରିଛି। ଇରାନ ଜୋରଦାର ପ୍ରତିକ୍ରିୟା ଦେଇ ବାହାରିନ ଏବଂ କୁଏତରେ ଥିବା ସ୍ଥାନଗୁଡ଼ିକୁ ଆକ୍ରମଣ କରିଛି। ଏହା…

ପତ୍ନୀ ଗୌରୀଙ୍କୁ ଏଭଳି ଉପହାର ଦେଲେ ଆମିର, ଯାହାକୁ ୧୩୧ ଜଣ କାରିଗର ମିଶି ୨୫୬ ଘଣ୍ଟାରେ କରିଛନ୍ତି ପ୍ରସ୍ତୁତ

ମୁମ୍ବାଇ: ବଲିଉଡର ସୁପରଷ୍ଟାର ଆମିର ଖାନ ଏବଂ ଗୌରୀ ସ୍ପ୍ରାଟ୍‌ ପରସ୍ପର ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ନିକଟରେ ବାନ୍ଦ୍ରାସ୍ଥିତ ନିଜ ବାସଭବନରେ ପରିବାର ଏବଂ କିଛି…

ଲୋୟର ସୁକ୍‌ତେଲ ଜଳଭଣ୍ଡାର: ବଢୁଛି ଜଳସ୍ତର, ଲୋକେ ଅଟଳ

ବଲାଙ୍ଗୀର,୯ା୭(ବୀରେନ୍ଦ୍ର କୁମାର ଝାଙ୍କର):ଗତ କିଛି ଦିନର ଲଗାଣ ବର୍ଷା ଫଳରେ ବଲାଙ୍ଗୀର ଜିଲାର ଲୋୟର ସୁକ୍‌ତେଲ ଡ୍ୟାମ୍‌ରେ କ୍ଷୀପ୍ର ଗତିରେ ଜଳସ୍ତର ବଢ଼ିବାରେ ଲାଗିଛି। ଜଳସ୍ତର ବଢ଼ିବା…

ମାଙ୍କଡ଼ କାମୁଡାରେ ୫ ଆହତ: ବନବିଭାଗକୁ ଚିଠି ଲେଖିଲେ ସମିତି ସଭ୍ୟ ଧ୍ରୁବ

ଗଞ୍ଜାମ,୯।୭(ବିଦ୍ୟାଧର ସାହୁ ): ହୁମା ଓ ଆଖପାଖ ଅଞ୍ଚଳରେ ପାତି ମାଙ୍କଡ଼ଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବୃଦ୍ଧି ପାଉଛି । ଘର ଉପକରଣ ପାଇଁ ଜଙ୍ଗଲ ସଫା…

ମଝି ଚିଲିକାରେ ଦୋହଲିଲା ଯାତ୍ରୀବାହୀ ଲଞ୍ଚ୍‌: ହୋହଲ୍ଲା ପରେ…

କୃଷ୍ଣପ୍ରସାଦ,୯।୭(କୈଳାଶ ଚନ୍ଦ୍ର ପଟ୍ଟନାୟକ):ଖୋର୍ଦ୍ଧା ଜିଲା ବାଲୁଗାଁଠାରୁ ପୁରୀ ଜିଲା କୃଷ୍ଣପ୍ରସାଦ ଗଡ଼ ଯାଏ ଓଡିଶା ବନ୍ଦର ଅନ୍ତରଦେଶୀୟ ଜଳପଥ ପରିବହନ ବିଭାଗ ତରଫରୁ ପ୍ରତିଦିନ ଯାତ୍ରୀବାହୀ ଲଞ୍ଚ…

ବିଦ୍ୟାଳୟର ନୂତନ ପରିଚାଳନା କମିଟି ଗଠନ: ସଭାପତି, ଉପସଭାନେତ୍ରୀ ଭାବେ ମନୋନୀତ ହେଲେ ଏମାନେ…

ଲାଞ୍ଜିଗଡ,୯।୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପରିଚାଳନା କମିଟି ଗଠନ ବୁଧବାର ଅନୁଷ୍ଠିତ ହୋଇଯାଇଛିI ବିଦ୍ୟାଳୟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri