Posted inଜାତୀୟ

ମଣିପୁର ଭୂସ୍ଖଳନ: ୪୨ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା

ଇମ୍ଫାଲ୍‌,୪।୭: ମଣିପୁର ନୋନି ଜିଲାରେ ଭୂସ୍ଖଳନ ଘଟଣାକୁ ୬ ଦିନ ବିତିଯାଇଛି। ହେଲେ ବର୍ତ୍ତମାନ ସୁଦ୍ଧା ଉଦ୍ଧାର କାର୍ଯ୍ୟ ଜାରି ରହିଛି। ସୋମବାର ଦୁର୍ଘଟଣାରେ ମୃତକଙ୍କ ସଂଖ୍ୟା ୪୨ରେ ପହଞ୍ଚିଛି। ଘଟଣାରେ ୨୦ ଜଣ ଏବେବି ନିଖୋଜ ଥିବା ଉଦ୍ଧାରକାରୀ ଦଳ ପକ୍ଷରୁ କୁହାଯାଇଛି।

ଭାରତୀୟ ସେନା, ଆସାମ ରାଇଫଲ୍ସ, ଏନ୍‌ଡିଆର୍‌ଏଫ୍‌,ଏସ୍‌ଡିଆର୍‌ଏଫର ଉଦ୍ଧାରକାରୀ ଦଳ ସାଙ୍ଗକୁ ରେସ୍କ୍ୟୁ ଡଗ୍‌ର ଏକ ସ୍ବତନ୍ତ୍ର ଟିମ୍‌ ମଧ୍ୟ ଅପରେଶନ୍‌ରେ ସାମିଲ ହୋଇଛନ୍ତି। ଭଗ୍ନାବଶେଷ ଇଜାଇ ନଦୀରେ ଜମା ହୋଇଥିବା ବେଳେ ହଟାଇବା ପାଇଁ  ବୁଲ୍‌ଡୋଜର ନିୟୋଜିତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଉପରେ ଆମେରିକାର ଜୋରଦାର ଆକ୍ରମଣ: ଚାରିଆଡ଼େ ଧୂଆଁଧୂଆଁ

ଓ୍ବାଶିଂଟନ୍‌,୯।୭: ପଶ୍ଚିମ ଏସିଆରେ ଉତ୍ତେଜନା ପୁଣି ଥରେ ବିପଜ୍ଜନକ ସ୍ତରରେ ପହଞ୍ଚିଛି। ଆମେରିକା ଇରାନ ଉପରେ ଘନ ଘନ ଆକ୍ରମଣ କରୁଛି। ଦକ୍ଷିଣପୂର୍ବ ଇରାନର ଇରାନଶାହରରେ ଅବସ୍ଥିତ…

ଏସ.ଆଇ.ଆର୍‌ ନେଇ ସଚେତନ ହେବା ଜରୁରୀ: ଛାତ୍ରୀଛାତ୍ରଙ୍କ ମଧ୍ୟରେ କୁଇଜ-ଚିତ୍ରାଙ୍କନ ପ୍ରତିଯୋଗିତା

ଭଞ୍ଜନଗର,୯।୭(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ଏସ.ଆଇ.ଆର୍‌ ୨୦୨୬ ଉପରେ ଅଧିକରୁ ଅଧିକ ସଚେତନତା କାର୍ଯ୍ୟକ୍ରମ କରାଯାଉଛି। ଏହାଦ୍ୱାରା ଲୋକେ ଭୋଟର ତାଲିକା ଉପରେ…

ପଥର ଚିପ୍ସ ବୋଝେଇ ହାଇୱା ଉପରକୁ ଗୁଳିମାଡ଼: ଜୀବନ ରକ୍ଷା ଭୟରେ ଡ୍ରାଇଭର୍‌…

କୁତ୍ରା,୯।୭(ଦେବାଶିଷ ସାହୁ): ସୁନ୍ଦରଗଡ ଜିଲା କୁତ୍ରା ଥାନା ଅନ୍ତର୍ଗତ ଲିଟିବେଡ଼ା ଜଙ୍ଗଲ ନିକଟରେ ଆଜି ଭୋର ପ୍ରାୟ ୩ ଟା ୨୦ ମିନିଟ ସମୟରେ ଗୁଳିମାଡ଼ ହୋଇଥିବା…

ବର୍ଷା ସହ ବିଜୁଳି-ଘଡ଼ଘଡ଼ି ସମ୍ଭାବନା: ୩୦ରୁ ୪୦ କିମି ବେଗରେ ବହିବ ପଦନ: ୟେଲୋ ୱାର୍ନିଂ ଜାରି

ଭୁବନେଶ୍ୱର,୯ା୭(ସୌମ୍ୟରଞ୍ଜନ ରାଉତ):ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟି ହୋଇଥିବା ଅବପାତ ଦୁର୍ବଳ ହୋଇ ସଦୃଶ ଲଘୁଚାପରେ ପରିଣତ ହୋଇଛି। ବର୍ତ୍ତମାନ ସଦୃଶ ଲଘୁଚାପ…

ଠିକା କର୍ମଚାରୀ ହେବେ ନିୟମିତ: ସରକାରଙ୍କ ବଡ଼ ଘୋଷଣା

ଭୁବନେଶ୍ୱର, ୯ା୭ (ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ ଦୀର୍ଘବର୍ଷ ଧରି କାର୍ଯ୍ୟରତ ଠିକା କର୍ମଚାରୀଙ୍କୁ ନିୟମିତ କରିବା ପାଇଁ ଦାବିହୋଇ ଆସୁଥିବାବେଳେ ଏହାକୁ ସରକାର ଗୁରୁତ୍ୱର…

ଘଣ୍ଟାକରେ ‘ବ୍ରଶ୍‌ ଟେଷ୍ଟ’ରୁ ଜଣାପଡ଼ିବ ପାଟି କ୍ୟାନ୍‌ସର

ଲଣ୍ଡନ/ନୂଆଦିଲ୍ଲୀ, ୯ା୭ପାଟି କର୍କଟ ବା ଓରାଲ କ୍ୟାନ୍‌ସର ଚିହ୍ନଟ କ୍ଷେତ୍ରରେ ଚିକିତ୍ସା ବିଜ୍ଞାନକୁ ବଡ଼ ସଫଳତା ମିଳିଛି। ବ୍ରିଟେନ୍‌ର କୁଇନ୍‌ ମେରି ୟୁନିଭର୍ସିଟି ଅଫ୍‌ ଲଣ୍ଡନର ଗବେଷକମାନଙ୍କ…

ସକାଳୁ ସକାଳୁ ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ: କୋଲକାତାର ଯୁବକଙ୍କୁ ଅଟକ ରଖିଲା ପୋଲିସ

ପୁରୀ, ୯।୭(ଅଜିତ୍‌ କୁମାର ମହାନ୍ତି): ପୁଣି ଶ୍ରୀମନ୍ଦିରେ ଉପରେ ଉଡିଲା ଡ୍ରୋନ। ଗୁରୁବାର ସକାଳ ପ୍ରାୟ ୫:୩୦ ମିନିଟ ସମୟରେ ଶ୍ରୀମନ୍ଦିର ପରିସରରେ ଏକ ଡ୍ରୋନ ଉଡ଼ୁଥିବା…

ପୁଣି ଚର୍ଚ୍ଚାରେ ଜଳ ସମ୍ପଦ ବିଭାଗ: ଚାଷ ଆରମ୍ଭରୁ ଧସିଗଲା କେନାଲ ପାର୍ଶ୍ୱକାନ୍ଥ

ବରଗଡ଼,୯।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଜଳସମ୍ପଦ ବିଭାଗର ବିବାଦ ପିଛା ଛାଡୁନାହିଁ। ଏହି ବିଭାଗ ଅଧୀନରେ ଜିଲାର ଅନେକ ସ୍ଥାନରେ ବିଭିନ୍ନ ପ୍ରକଳ୍ପ, କେନାଲ ଉନ୍ନତୀକରଣ ଓ ମରାମତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri