ମଣିପୁର ଯୌନହିଂସା: ସିପିଆଇଏମର ବିରୋଧ ପ୍ରଦର୍ଶନ

ଏମ .ରାମପୁର, ୨୫।୭,(ଶଶି ଭୂଷଣ ପ୍ରହରାଜ) ମଣିପୁରରେ ଦୁଇ ଆଦିବାସୀ ମହିଳାଙ୍କୁ ଉଲଗ୍ନ କରି ପରେଡ କରିବା ଘଟଣାରେ ଦେଶ ସ୍ତବ୍ଧ ହୋଇଯାଇଛି।
ଘଟଣାକୁ ନେଇ ସଂସଦରେ ଝଡ ଉଠିଥିବାବେଳେ ସୁପ୍ରିମକୋର୍ଟ ଘଟଣାକୁ ନେଇ କ୍ଷୁବ୍ଧ ହୋଇଛନ୍ତି। ତେବେ ଏହି ଘଟଣାରେ ମୁକ ସାଜିଛନ୍ତି ଖୋଦ୍‌ ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ତେବେ ଦେଶବ୍ୟାପୀ ମଣିପୁର ମୁଖ୍ୟମନ୍ତ୍ରୀଙ୍କୁ ବିରୋଧ କରାଯାଇ ଇସ୍ତଫା ଦାବି କରାଯାଉଛି। ତେବେ ଏନେଇ ମୁଖ୍ୟମନ୍ତ୍ରୀଙ୍କୁ ବରଖାସ୍ତ କରିବା ସହିତ ଗଣଦୁଷ୍କର୍ମ ଓ ହତ୍ୟାକାରୀଙ୍କୁ ଦୃଷ୍ଟାନ୍ତ ମୂଳକ ଶାସ୍ତି ପାଇଁ ଦାବି କରିଛି ସିପିଆଇଏମ।
ମଙ୍ଗଳବାର ସିପିଆଇ(ଏମ ) କଳାହାଣ୍ଡି ଜିଲା ଏମ -ରାମପୁରରେ ବିକ୍ଷୋଭ ପ୍ରଦର୍ଶନ କରିଛି। ବିକ୍ଷୋଭ ପ୍ରଦର୍ଶନରେ ସି ପି ଆଇଏମର ରାଜ୍ୟ ସମ୍ପାଦକମଣ୍ଡଳୀ ସଭ୍ୟ ସୁରେଶ ପାଣିଗ୍ରାହୀ, ଓଡିଶା କୃଷକ ସଭାର ରାଜ୍ୟ ଯୁଗ୍ମ ସମ୍ପାଦକ ବିକାଶ ନାଥ,
ସି ପି ଆଇଏମ କଳାହାଣ୍ଡି ଜିଲା ସମ୍ପାଦକ ବିଶ୍ୱଜିତ ଚାଟାର୍ଜୀ, ଜିଲା ନେତା ସତ୍ୟଜିତ ଚାଟାର୍ଜୀଙ୍କ ସମେତ ଗଙ୍ଗାଧର ପ୍ରହରାଜ, ଦେବାଦୀ ମାଝୀ, ଶତ୍ରୁଘ୍ନ ରଣା, ଲଙ୍କେଶ୍ୱର ମାଝୀ, ନକୁଳ ମାଝୀ, କୋଦଣ୍ଡ ଦୋରା, ଦେବଜ୍ୟୋତି ଚାଟାର୍ଜୀ, ଲାଇବନ ରଣା ପ୍ରମୁଖ ନେତୃତ୍ୱ ନେଇ ଅଂଶ ଗ୍ରହଣ କରିଥିଲେ l


Enter your email to get our daily news in your inbox.

All Right Reserved By Dharitri.Com

ଶିଶୁ ଅନୁକୂଳ ପାଠାଗାର

ଜାତୀୟ ଶିକ୍ଷାନୀତିି ୨୦୨୦ରେ ଏବଂ ଜାତୀୟ ପାଠ୍ୟ ଖସଡ଼ା ୨୦୨୨ରେ ପ୍ରାକ୍‌-ପ୍ରାଥମିକ ଶିକ୍ଷାରେ ଇମରଜେଣ୍ଟ ଲିଟେରାସି ବା ଅଙ୍କୁରିତ ସାକ୍ଷରତା, ଇମରଜେଣ୍ଟ ରିଡିଂ ବା ଅଙ୍କୁରିତ...

ଶୁଭାଙ୍ଗୀ ଦତ୍ତଙ୍କୁ ଶ୍ରେଷ୍ଠ ଅଭିନେତ୍ରୀ ପୁରସ୍କାର

ନୂଆଦିଲ୍ଲୀ: ଅଷ୍ଟ୍ରେଲିଆରେ ଅନୁଷ୍ଠିତ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ଉତ୍ସବରେ ଅଭିନେତ୍ରୀ ଶୁଭାଙ୍ଗୀ ଦତ୍ତଙ୍କୁ ସର୍ବଶ୍ରେଷ୍ଠ ଅଭିନେତ୍ରୀ ପୁରସ୍କାର ମିଳିଛି। ସେ ଅନୁପମ ଖେର୍‌ଙ୍କ ନିର୍ଦ୍ଦେଶିତ ‘ତନଭି ଦି ଗ୍ରେଟ୍‌’...

କାର୍ଯ୍ୟରୁ ମୁକ୍ତି ପାଇଁ ମୃତଦେହକୁ ଫିଙ୍ଗିଦେଲା ୟୁପି ପୋଲିସ

ମୀରଟ,୯ା୧୨: ଉତ୍ତରପ୍ରଦେଶ ପୋଲିସ କାର୍ଯ୍ୟରୁ ବର୍ତ୍ତିବା ପାଇଁ ଏକ ମୃତଦେହକୁ ଅନ୍ୟ ଫାଣ୍ଡି ଅଞ୍ଚଳରେ ଫିଙ୍ଗିଦେବା ଘଟଣା ଜଣାପଡ଼ିବା ପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ...

ଟୋକନ ସମସ୍ୟା: ଆନ୍ଦୋଳନକୁ ଓହ୍ଲାଇବାକୁ ଚେତାବନୀ ଦେଲେ ଚାଷୀ

ପଦ୍ମପୁର,୯ା୧୨(ପ୍ରଦୀପ୍ତ ଦାଶ):ପଦ୍ମପୁର ଉପଖଣ୍ଡରେ ଗତମାସ ୨୮ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି। ଧାନ ସଂଗ୍ରହ ପ୍ରକ୍ରିୟା ସୋମବାର ୧୧ ଦିନରେ ପହଞ୍ଚିଛି। ହେଲେ...

ବଳାତ୍କାର ମାମଲାରେ ଅଭିନେତା ଦିଲୀପ ଦୋଷମୁକ୍ତ

କୋଚି,୯ା୧୨: ୨୦୧୭ରେ ମାଲୟାଲମ ଚଳଚ୍ଚିତ୍ରର ଜଣେ ଅଭିନେତ୍ରୀଙ୍କୁ ଅପହରଣ ଓ ବଳାତ୍କାର ମାମଲାରେ ଅଭିନେତା ଦିଲୀପଙ୍କୁ ଏର୍ନାକୁଲମ୍‌ ଡିଷ୍ଟ୍ରିକ୍ଟ ଓ ପ୍ରିନ୍ସିପାଲ ସେସନ୍ସ କୋର୍ଟ ଦୋଷମୁକ୍ତ କରିଛନ୍ତି।...

ଆଜି ବାରବାଟୀରେ ଭାରତ-ଦକ୍ଷିଣ ଆଫ୍ରିକା ମ୍ୟାଚ୍‌: ଜାଣନ୍ତୁ ଖେଳାଯିବ ମ୍ୟାଚ୍‌

କଟକ,୯ା୧୨(ଅନାଦି କର):ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ମଙ୍ଗଳବାର ଐତିହାସିକ ବାରବାଟୀ ଷ୍ଟାଡିୟମରେ ପ୍ରଥମf ଟି୨୦ ମ୍ୟାଚ୍‌ ଖେଳାଯିବ। ଏହି ମ୍ୟାଚ୍‌ ପାଇଁ ଖେଳାଳିଙ୍କଠାରୁ ଆରମ୍ଭ...

ପୁଣିଥରେ ଭାରତକୁ ଧୋକା ଦେବେ ଟ୍ରମ୍ପ, ଲାଗୁ କରିବେ ନୂଆ ଟାରିଫ୍‌

ଓ୍ବାଶିଂଟନ୍‌,୯।୧୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୂଚିତ କରିଛନ୍ତି ଯେ ତାଙ୍କ ପ୍ରଶାସନ ଭାରତୀୟ ଚାଉଳ ଏବଂ କାନାଡିଆନ ସାର ସମେତ ବିଦେଶୀ କୃଷି ଉତ୍ପାଦ...

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri