Posted inଜାତୀୟ

ମଣିପୁର ମୁଖ୍ୟମନ୍ତ୍ରୀଙ୍କ ଘୋଷଣା, ଆଜିଠୁ ସର୍ବସାଧାରଣଙ୍କ ପାଇଁ ଇଣ୍ଟରନେଟ୍‌ ସେବା ଆରମ୍ଭ

ଇମ୍ଫାଲ,୨୩।୯: ମଣିପୁରରେ ଚାଲିଥିବା ହିଂସା ମଧ୍ୟରେ ମୁଖ୍ୟମନ୍ତ୍ରୀ ଏନ୍‌ ବିରେନ ସିଂ ସାଧାରଣ ଜନତାଙ୍କୁ ଏକ ବଡ଼ ଆଶ୍ୱସ୍ତି ଦେଇଛନ୍ତି। ଆଜି ଅର୍ଥାତ୍‌ ୨୩ ସେପ୍ଟେମ୍ବରରୁ ଜନସାଧାରଣଙ୍କ ପାଇଁ ଇଣ୍ଟରନେଟ୍‌ ସେବା ଆରମ୍ଭ କରିବାକୁ ସିଏମ ସିଂ ଘୋଷଣା କରିଛନ୍ତି। ରାଜ୍ୟରେ ହିଂସା ଆରମ୍ଭ ହେବା ପରେ ପ୍ରାୟ ୫ ମାସରୁ ଇଣ୍ଟରନେଟ ସେବା ବନ୍ଦ ରହିଥିଲା।

ମେ’ ୩ରୁ ମଣିପୁରରେ ହିଂସା ଆରମ୍ଭ ହୋଇଥିଲା, ଏହା ପରେ ରାଜ୍ୟରେ ଇଣ୍ଟରନେଟ୍‌ ସେବା ବନ୍ଦ ହୋଇଯାଇଥିଲା। ହିଂସାକୁ ଦୃଷ୍ଟିରେ ରଖି ପ୍ରଥମ ପର୍ଯ୍ୟାୟରେ ଇଣ୍ଟରନେଟ୍‌ ସେବା କେବଳ ପାଞ୍ଚ ଦିନ ପାଇଁ ବନ୍ଦ ରହିଥିଲା, କିନ୍ତୁ ପରେ ଏହାକୁ ଆଉ ପାଞ୍ଚ ଦିନ ପାଇଁ ବୃଦ୍ଧି କରାଯାଇଥିଲା। ମୁଖ୍ୟମନ୍ତ୍ରୀ ଦଳର ଜଣେ ସଦସ୍ୟ ଗଣମାଧ୍ୟମକୁ କହିଛନ୍ତି ଯେ, ଏହି ନିଷ୍ପତ୍ତି ସଂପୃକ୍ତ ଦଳକୁ ପଠାଯାଇଛି ଏବଂ ବର୍ତ୍ତମାନ କିଛି ଘଣ୍ଟା ମଧ୍ୟରେ ରାଜ୍ୟରେ ମୋବାଇଲ ଇଣ୍ଟରନେଟ୍‌ ସେବା ଆରମ୍ଭ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଚାଇନାର ୧୦୯ ମହଲା ବିଶିଷ୍ଟ ଅଟ୍ଟାଳିକା ‘CITIC  ଟାଓ୍ବାର’ ସହ ପିଟିହେଲା ବିମାନ, ସାମ୍ନାକୁ ଆସିଲା ଭୟଙ୍କର VIDEO

ବେଜିଂ,୨୬।୬: ଚାଇନାର ରାଜଧାନୀ ବେଜିଂରେ ଶୁକ୍ରବାର ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ବେଜିଂର ସବୁଠାରୁ ଉଚ୍ଚ ସ୍କାଈସ୍କ୍ରେପର (ଗଗନଚୁମ୍ବୀ ଅଟ୍ଟାଳିକା) ଅଟ୍ଟାଳିକା…

ଓଡ଼ିଶା କଂଗ୍ରେସର ନୂଆ ପ୍ରଭାରୀ ହେଲେ ଲାଲ୍‌ଜୀ ଦେଶାଇ: AICC ପକ୍ଷରୁ ବିଜ୍ଞପ୍ତି ଜାରି

ଭୁବନେଶ୍ୱର,୨୬।୬: ରାଜ୍ୟ କଂଗ୍ରେସ ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଲାଲ୍‌ଜୀ ଦେଶାଇଙ୍କୁ ରାଜ୍ୟ କଂଗ୍ରେସର ନୂଆ ପ୍ରଭାରୀ ଭାବେ ନିଯୁକ୍ତ କରାଯାଇଛି। ସେ ପୂର୍ବତନ…

ଫିଲ୍ମ ପରେ ଏବେ କ୍ରିକେଟ ମଇଦାନରେ ଜନ ଆବ୍ରାହମଙ୍କ ଏଣ୍ଟ୍ରି, ହେଲେ ଏହି ଟିମ୍‌ର ମାଲିକ

ନୂଆଦିଲ୍ଲୀ, ୨୬।୬: ବଲିଉଡର ଆକ୍ସନ ଷ୍ଟାର୍ ଜନ ଅବ୍ରାହମ୍ ଏବେ କ୍ରିକେଟ୍ ପିଚ୍‌ରେ ନଜର ଆସିବେ। ସେ ପ୍ରଥମ ୟୁରୋପିଆନ୍ ଟି-୨୦ ପ୍ରିମିୟର ଲିଗ୍ (ETPL)ର ଫ୍ରାଞ୍ଚାଇଜ୍…

୩ ରଥରେ ଭକ୍ତ ଚଢ଼ିବା ଉପରେ କଟକଣା, ସୁଭଦ୍ରାଙ୍କ ପହଣ୍ଡି କାର୍ଯ୍ୟରେ ମହିଳାଙ୍କୁ ମନା

କୋରାପୁଟ,୨୬ା୬(ଅମିତାଭ ବେହେରା): ଶାବର ଶ୍ରୀକ୍ଷେତ୍ରରେ ପବିତ୍ର ରଥଯାତ୍ରା ସୁପରିଚାଳନା ଓ ସୁରୁଖୁରୁରେ ଆୟୋଜନ ନେଇ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି। ଶୁକ୍ରବାର ସ୍ଥାନୀୟ ସଦଭାବନା ସଭାଗୃହରେ…

ତାମିଲନାଡୁ ଗ୍ୟାସ୍‌ ଦୁର୍ଘଟଣା: ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁସଂଖ୍ୟା ୧୧ରେ ପହଞ୍ଚିଲା

କେନ୍ଦୁଝର,୨୬ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): ତାମିଲନାଡୁ ଆମୋନିଆ ଗ୍ୟାସ୍‌ ଦୁର୍ଘଟଣାରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁସଂଖ୍ୟା ୧୧ରେ ପହଞ୍ଚିଛି। ୨୪ ତାରିଖ ଦିନ ସୁବାସି ଜୁଆଙ୍ଗ (୨୪)ଙ୍କର ମୃତ୍ୟୁ ଘଟିଥିବାବେଳେ…

ନିରାଶ ହେଲେ ପ୍ରଶଂସକ, ଖେଳିବେନି ବୈଭବ

ନୂଆଦିଲ୍ଲୀ,୨୬।୬: ଭାରତୀୟ ଟି-୨୦ କ୍ରିକେଟର ‘ଶ୍ରେୟସ ଯୁଗ’ ଆଜିଠାରୁ ଆରମ୍ଭ ହେଉଛି। ଅଧିନାୟକ ଶ୍ରେୟସ ଆୟରଙ୍କ ନେତୃତ୍ୱରେ ଭାରତୀୟ ଦଳ ଆଜି ଆୟର୍ଲାଣ୍ଡର ସାମ୍ନା କରୁଛି। ଏହା…

ଆଫଗାନିସ୍ତାନ ମାଡ଼ରେ ଉଡ଼ିଲା ପାକିସ୍ତାନର ହୋଶ! ଭାରତ ବିରୋଧରେ ଖ୍ବାଜା ଆସିଫ ଆଣିଲେ…

ଇସଲାମାବାଦ,୨୬।୬: ପାକିସ୍ତାନର ପ୍ରତିରକ୍ଷା ମନ୍ତ୍ରୀ ଖ୍ବାଜା ଆସିଫ ଆଫଗାନିସ୍ତାନରୁ ହୋଇଥିବା ଡ୍ରୋନ ଆକ୍ରମଣ ପାଇଁ ଭାରତକୁ ଦାୟୀ କରିଛନ୍ତି। ଗତ ସପ୍ତାହରେ, ଆଫଗାନ ତାଲିବାନ ବାହିନୀ ଦୁଇଟି…

ରାସନ କାର୍ଡଧାରୀଙ୍କ ପାଇଁ ବଡ଼ ଖବର: ପ୍ରତି ମେମ୍ବର ପାଇବେ ୭ କେଜି ଶସ୍ୟ; ଆପଣଙ୍କ ପାଇଁ ଲାଭ ନା କ୍ଷତି?

ନୂଆଦିଲ୍ଲୀ,୨୬।୬: ଦେଶର ସବୁଠାରୁ ଗରିବ ପରିବାରଗୁଡ଼ିକୁ ମିଳୁଥିବା ରାସନ ବ୍ୟବସ୍ଥାରେ କେନ୍ଦ୍ର ସରକାର ଏକ ବଡ଼ ପରିବର୍ତ୍ତନ କରିବାକୁ ଯାଉଛନ୍ତି। ଏପର୍ଯ୍ୟନ୍ତ ଅନ୍ତ୍ୟୋଦୟ ଅନ୍ନ ଯୋଜନା (AAY)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri