Posted inଜାତୀୟ

ମଣିପୁର ହିଂସା: ତଦନ୍ତ ପାଇଁ କମିଟି ଗଠିତ

ନୂଆଦିଲ୍ଲୀ, ୬ା୬: ମଣିପୁର ହିଂସାକାଣ୍ଡର ତଦନ୍ତ ଲାଗି କେନ୍ଦ୍ର ସରକାର ୩ ଜଣିଆ କମିଟି ଗଠନ କରିଛନ୍ତି। ଗୁଆହାଟୀ ହାଇକୋର୍ଟର ପୂର୍ବତନ ମୁଖ୍ୟ ବିଚାରପତି ଆଜାଇ ଲାମ୍ବାଙ୍କ ଅଧ୍ୟକ୍ଷତାରେ ଗଠିତ ତଦନ୍ତ କମିଶନରେ ଅବସରପ୍ରାପ୍ତ ପ୍ରଶାସନିକ ଅଧିକାରୀ ହିମାଂଶୁ ଶେଖର ଦାସ ଏବଂ ପୂର୍ବତନ ଗୋଇନ୍ଦା ଅଧିକାରୀ ପ୍ରଭାକର ଆଲୋକ ସଦସ୍ୟ ଅଛନ୍ତି। ମେ’ ୩ ପରେ ମଣିପୁରରେ ଘଟିଥିବା ଏକାଧିକ ହିଂସାରେ ୯୮ ଜଣଙ୍କ ମୃତ୍ୟୁ ଘଟିବା ସହ ୩୧୦ ଜଣ ଆହତ ହୋଇଛନ୍ତି। ବିଭିନ୍ନ ସମ୍ପ୍ରଦାୟ ସଦସ୍ୟଙ୍କୁ ଟାର୍ଗେଟକରି ହିଂସାକାଣ୍ଡ ଓ ଦଙ୍ଗା ବ୍ୟାପିବାର କାରଣ ସମ୍ପର୍କରେ କମିଟି ତଦନ୍ତ କରିବ। କେଉଁ କାର୍ଯ୍ୟର ପରିଣାମ ସ୍ବରୂପ ହିଂସା ବ୍ୟାପିଲା ଏବଂ ଏହା ପଛର ସମସ୍ତ ସତ୍ୟତା ଖୋଜି ବାହାର କରିବାକୁ କମିଶନ ଉଦ୍ୟମ କରିବ। ସରକାର କିମ୍ବା କୌଣସି ବ୍ୟକ୍ତିବିଶେଷଙ୍କ ପକ୍ଷରୁ କର୍ତ୍ତବ୍ୟରେ ତ୍ରୁଟି ଥିଲା କି ନାହିଁ, ହିଂସା ରୋକିବାକୁ ପ୍ରଶାସନ ପକ୍ଷରୁ ପର୍ଯ୍ୟାପ୍ତ ପଦକ୍ଷେପ ନିଆଯାଇଥିଲା କି ନାହିଁ, ତାହା ତଦନ୍ତ ପରିସରଭୁକ୍ତ ହେବ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

‘ବିଶ୍ୱବାସୀଙ୍କୁ ଭାରତ ଆସିବା ଉଚିତ ବୋଲି ଅନୁଭବ କରିବା ଦରକାର,’ ମହାକାଶ ଷ୍ଟାର୍ଟଅପ୍ସର ପ୍ରତିଷ୍ଠାତାମାନଙ୍କୁ ଏମିତି କହିଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତର ମହାକାଶ କ୍ଷେତ୍ରକୁ ବିଶ୍ୱ ଆକର୍ଷଣର କେନ୍ଦ୍ର କରିବା ଉପରେ ଗୁରୁତ୍ୱାରୋପ କରିଛନ୍ତି। ମହାକାଶ ଷ୍ଟାର୍ଟଅପଗୁଡ଼ିକର ସିଇଓ ଏବଂ ପ୍ରତିଷ୍ଠାତାମାନଙ୍କ ସହିତ…

ସୁନା ବ୍ୟବସାୟୀଙ୍କ ଘରେ ମାରଣାସ୍ତ୍ର ଦେଖାଇ ଡକାୟତି: ପ୍ରାୟ କୋଟିଏ ଟଙ୍କାର ସୁନାଗହଣା ଲୁଟ୍

ବଲାଙ୍ଗୀର, ୨୩।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସିନ୍ଧେକେଲା ଅଞ୍ଚଳରେ ଏକ ବଡ଼ଧରଣର ସଶସ୍ତ୍ର ଡକାୟତି ଘଟଣା ଘଟିଛି। ସିନ୍ଧେକେଲା ଥାନାଠାରୁ ମାତ୍ର ୧୦୦ ମିଟର…

ବୁଧାଦ୍ଧିତ୍ୟ ରାଜଯୋଗ: ୫ ରାଶିଙ୍କ ହୁ ହୁ ହୋଇ ବଢିବ ଧନ! ମିଳିବ ମନଲାଖି ଚାକିରି…

ଅଗଷ୍ଟ ମାସରେ ଗ୍ରହମାନଙ୍କ ସ୍ଥିତି ଏବଂ ସଂଯୋଗ ଯୋଗୁଁ କେତେକ ରାଶିର ଜାତକଙ୍କୁ ବଡ଼ ଲାଭ ମିଳିପାରେ। ଏହି ସମୟରେ ସିଂହ ରାଶିରେ ସୂର୍ଯ୍ୟ, ବୁଧ ଏବଂ…

ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ପ୍ରସାର ପାଇଁ ଆହ୍ବାନ

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଶନିବାର ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ସଭା ଅନୁଷ୍ଠିତ ହୋଇଯାଇଛି। ପ୍ରମୋଦ ପଣ୍ଡାଙ୍କ ବାସଭବନରେ ଆୟୋଜିତ ସଭାରେ ପୁରୀ ଗୋବର୍ଦ୍ଧନ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ନେସଲେ, ପେପ୍ସିକୋରୁ ଡୋମିନୋଜ୍… ଭ୍ରାମକ ବିଜ୍ଞାପନ ପାଇଁ ୧୫୦ରୁ ଅଧିକ କମ୍ପାନୀକୁ ନୋଟିସ୍!

ନୂଆଦିଲ୍ଲୀ,୨୩ା୮: ଭାରତର ଖାଦ୍ୟ ସୁରକ୍ଷା ନିୟାମକ ସଂସ୍ଥା ‘ଭାରତୀୟ ଖାଦ୍ୟ ସୁରକ୍ଷା ଏବଂ ମାନକ ପ୍ରାଧିକରଣ’ (FSSAI) ଦେଶର କେତେକ ପ୍ରମୁଖ ଖାଦ୍ୟ ଏବଂ ପାନୀୟ (Food…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri