Posted inଜାତୀୟ

ମଣିପୁର ହିଂସା: ସୁପ୍ରିମକୋର୍ଟରେ ଷ୍ଟାଟସ୍‌ ରିପୋର୍ଟ ରଖିଲେ ରାଜ୍ୟ ସରକାର, କହିଲେ ସ୍ଥିତି ସୁଧୁରୁଛି

ଇମ୍ଫାଲ,୧୦।୭: ମଣିପୁରର ହିଂସା ପ୍ରଭାବିତ ଅଞ୍ଚଳରେ ଇଣ୍ଟରନେଟ ସୁବିଧା ଫେରାଇ ଆଣିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ ବିରୋଧରେ ରାଜ୍ୟ ସରକାର ସୁପ୍ରିମକୋର୍ଟରେ ପହଞ୍ଚିଛନ୍ତି। ବାରମ୍ବାର ପରିସ୍ଥିତି ବଦଳୁଛି ବୋଲି ରାଜ୍ୟ ସରକାର କହିଛନ୍ତି। ବର୍ତ୍ତମାନ ଏହି ଆଦେଶକୁ କାର୍ଯ୍ୟକାରୀ କରିବା କଷ୍ଟକର ହୋଇପାରେ। ମଣିପୁର ହିଂସା ମାମଲାରେ ରାଜ୍ୟ ସରକାର ସୁପ୍ରିମକୋର୍ଟରେ ଏକ ଷ୍ଟାଟସ୍‌ ରିପୋର୍ଟ ରଖିଛନ୍ତି। ସଲିସିଟର ଜେନେରାଲ କହିଛନ୍ତି, ପରିସ୍ଥିତିରେ ସୁଧାର ଆସୁଛି। ଏହି ସମୟରେ କୌଣସି ଗୁଜବରୁ ବଞ୍ଚିବା ଜରୁରୀ।

ପ୍ରଧାନ ବିଚାରପତି ଆବେଦନକାରୀଙ୍କୁ କହିଛନ୍ତି ଯେ, ଏହି ରିପୋର୍ଟ ଦେଖିବା ପରେ ଆପଣଙ୍କ ତରଫରୁ ପରାମର୍ଶ ଦିଅନ୍ତୁ। ଆସନ୍ତାକାଲି ଏହାର ଶୁଣାଣି ହେବ। ଏହି ଶୁଣାଣି ସମୟରେ ବରିଷ୍ଠ ଓକିଲ ରଞ୍ଜୀତ କୁମାର ଦାବି କରିଛନ୍ତି, ଡ୍ରଗ୍ସ ଏବଂ ଅପରାଧ ସମ୍ପର୍କରେ ୟୁଏନ୍‌ ରିପୋର୍ଟକୁ ମଧ୍ୟ ରେକର୍ଡ କରାଯାଉ। ମଣିପୁରରେ କ’ଣ ଘଟୁଛି ତାହା ବୁଝିବାରେ ଏହା ସାହାଯ୍ୟ କରିବ।


Enter your email to get our daily news in your inbox.

All Right Reserved By Dharitri.Com

କ’ଣ ସାଧାରଣ ଲୋକ UPI ଟ୍ରାଞ୍ଜାକ୍ସନବେଳେ ଦେବେ ଏକ୍ସଟ୍ରା ଚାର୍ଜ? ଅର୍ଥମନ୍ତ୍ରୀ କଲେ ଖୁଲାସା

ନୂଆଦିଲ୍ଲୀ, ୭।୮: ଯଦି ଆପଣ ବି ନିତିଦିନ ଛୋଟ-ବଡ଼ କାମ ପାଇଁ UPI ବ୍ୟବହାର କରୁଛନ୍ତି ଏବଂ ମନରେ ଟ୍ରାଞ୍ଜାକ୍ସନ୍ ଚାର୍ଜ ଲାଗିବାର ଭୟ ଥିଲା, ତେବେ…

ୟୁଟର୍ନ ମାରିଲେ କଙ୍ଗନା? Gen Z ଙ୍କୁ ନେଇ ଦେଲେ ପୁଣି ବଡ଼ ବୟାନ

ନୂଆଦିଲ୍ଲୀ, ୭।୮: Bjp ସାଂସଦ/ ବଲିଉଡ୍ ଅଭିନେତ୍ରୀ କଙ୍ଗନା ରଣାୱତ ଗତ କିଛି ଦିନ ହେବ ଯୁବପିଢ଼ିଙ୍କ ମଧ୍ୟରେ ବେଶ୍ ଚର୍ଚ୍ଚାରେ ଥିଲେ, କିନ୍ତୁ ତାଙ୍କୁ ଭଲପାଇବା…

ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ଜିଲାପାଳ କହିଲେ ଘଟଣା ପଛରେ ଯେଉଁମାନେ ଅଛନ୍ତି ସେମାନଙ୍କୁ…

ଝରିଗାଁ,୭ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଏକ ଆଦବାସୀ ବହୁଳ ଅଞ୍ଚଳ ଅଟେ। ସରକାର ପିଲାଙ୍କୁ ମାଗଣା ଶିକ୍ଷା ପ୍ରଦାନ ତଥା ଗୁଣାତ୍ମକ ଶିକ୍ଷା ଦେବା ନେଇ…

ସାଉଦି-ତୁର୍କି ଓ ପାକିସ୍ତାନ ଭିତରେ ବଡ଼ ଡିଲ୍‌, ଭାରତକୁ ପଡିପାରେ ବଡ଼ ପ୍ରଭାବ!

ନୂଆଦିଲ୍ଲୀ, ୭।୮: ସାଉଦୀ ସେନା ଏବଂ ସରକାର ସହ ଜଡ଼ିତ ସୂତ୍ରରୁ AFP ସୂଚନା ଦେଇଛି ଯେ ସାଉଦୀ ଆରବ, ତୁର୍କୀ ଏବଂ ପାକିସ୍ତାନ ଶୁକ୍ରବାର ଦିନ…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିବା ପରେ ୟୁସୁଫ ପଠାନ କେଉଁ ପ୍ରମୁଖ ଦାବି କରିଥିଲେ? ଯଦି ଏହା ପୂରଣ ହୁଏ, ତେବେ…

ନୂଆଦିଲ୍ଲୀ,୭।୮: ତୃଣମୂଳ କଂଗ୍ରେସ ଏମପି ୟୁସୁଫ ପଠାନ ତାଙ୍କ ନିର୍ବାଚନମଣ୍ଡଳୀ ସମ୍ପର୍କିତ ସମସ୍ୟାକୁ ନେଇ ପୁଣିଥରେ ଚର୍ଚ୍ଚାରେ ଅଛନ୍ତି। ଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ସାକ୍ଷାତ…

ସୁନାଗହଣା ଚୋରି ଘଟଣାର ପର୍ଦ୍ଦାଫାଶ: ପୋଲିସ ଭିଣୋଇଙ୍କୁ ଗିରଫ କରି…

ମୋହନା,୭ା୮(ମନ୍ମଥ ମିଶ୍ର): ଆର୍‌.ଉଦୟଗିରି ଥାନା ପୋଲିସ ଏକ ସୁନା ଗହଣା ଚୋରି ଘଟଣାର ପର୍ଦ୍ଦାଫାଶ କରିଛି। ଆର୍‌ ଉଦୟଗିରି ଖ୍ରୀଷ୍ଟିଆନ ସାହି ବାସିନ୍ଦା ଝୁମ୍ପି ରଇତ ଗୁରୁବାର…

ପତ୍ନୀଙ୍କଠାରୁ ଅଲଗା ହେବେ ନାହଁ ମୁଖ୍ୟମନ୍ତ୍ରୀ ବିଜୟ! ୨୭ ବର୍ଷ ପରେ ଭାଙ୍ଗିବାକୁ ବସିଥିଲା ସମ୍ପର୍କ

ଅମରାବତି,୭।୮: ତାମିଲନାଡୁର ମୁଖ୍ୟମନ୍ତ୍ରୀ ଥାଲାପତି ବିଜୟ ତାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ସମ୍ପ୍ରତି ଚର୍ଚ୍ଚାରେ ଅଛନ୍ତି। ତାଙ୍କ ପତ୍ନୀ ସଙ୍ଗୀତାଙ୍କ ସହ ତାଙ୍କ ସମ୍ପର୍କରେ ଫାଟ ସୃଷ୍ଟି…

୪୫ ଜଣ ଏମପିଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ ମୋଦି; ବ୍ରେକଫାଷ୍ଟରେ ବାଣ୍ଟିଲେ ଏହି ମନ୍ତ୍ର

ନୂଆଦିଲ୍ଲୀ,୭।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର (୭ ଅଗଷ୍ଟ, ୨୦୨୬) ଦିନ ବ୍ରେକଫାଷ୍ଟ ସମୟରେ ଶିବସେନା, NCPI ଏବଂ ଅଜିତ ପାୱାରଙ୍କ ନେତୃତ୍ୱାଧୀନ NCP ଗୋଷ୍ଠୀର ସାଂସଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri