Odisha Elections 2024
Posted inଜାତୀୟ

ମଣିପୁର ହିଂସା: ୩ ଜଣଙ୍କୁ ଗୁଳି କରି ହତ୍ୟା

ଇମ୍ଫାଲ,୧୨।୯: ମଣିପୁରର କାଙ୍ଗପୋକପି ଜିଲାରେ ମଙ୍ଗଳବାର ନିଷିଦ୍ଧ ଉଗ୍ରବାଦୀଙ୍କ ସମୂହ ୩ ଜଣ ଗ୍ରାମବାସୀଙ୍କୁ ଗୁଳି କରି ହତ୍ୟା କରିଛନ୍ତି। ଏହି ୩ ଜଣ କୁକି ସମ୍ପ୍ରଦାୟର ବୋଲି ଜଣାପଡିଛି।

ଉଗ୍ରବାଦୀଙ୍କ ସମୂହ ଗାଡିରେ ଆସି ଇମ୍ଫାଲର ପଶ୍ଚିମ ଏବଂ କାଙ୍ଗପୋକପି ଜିଲାର ସୀମାନ୍ତବର୍ତ୍ତୀ ଅଞ୍ଚଳରେ ଥିବା ଇରେଙ୍ଗ ଏବଂ କରମ ଅଞ୍ଚଳର ଗ୍ରାମବାସୀଙ୍କୁ ଆକ୍ରମଣ କରିଥିଲେ ବୋଲି ଜଣେ ଅଧିକାରୀ କହିଛନ୍ତି। ଏହି ଗାଁ ପାର୍ବତ୍ୟରେ ଅବସ୍ଥିତ ଏବଂ ଅଧିକାଂଶ ଲୋକେ ଏଠାରେ ବାସ କରନ୍ତି। ମେ’ ୩ ତାରିଖରୁ ମଣିପୁରରେ ଚାଲିଥିବା ହିଂସାରେ ଏପର୍ଯ୍ୟନ୍ତ ୧୫୦ରୁ ଅଧିକ ଲୋକ ପ୍ରାଣ ହରାଇଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଡ୍ରାମା କୁଇନ ରାଖୀ ସାଓ୍ବନ୍ତଙ୍କ ଅବସ୍ଥା ସଙ୍କଟାପନ୍ନ: ପୂର୍ବତନ ସ୍ବାମୀ ରିତେଶ

ମୁମ୍ବାଇ,୧୮।୫: ଡ୍ରାମା କୁଇନ ରାଖୀ ସାୱନ୍ତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସବୁଥର ପରି, ଯେତେବେଳେ ତାଙ୍କ ହସ୍ପିଟାଲରେ ଭର୍ତ୍ତି ହେବାର ଖବର ଆସିଲା, କେହି ଏହାକୁ...

ବଡ ଦୁର୍ଘଟଣା, ଶ୍ରଦ୍ଧାଳୁଙ୍କ ବସ୍‌ରେ ନିଆଁ, ଜୀବନ୍ତ ଜଳିଗଲେ ୮ ଯାତ୍ରୀ

ଚଣ୍ଡିଗଡ଼,୧୮।୫: ଶୁକ୍ରବାର ବିଳମ୍ବିତ ରାତିରେ ହରିୟାଣାର ନୁହ ନିକଟ କେଏମପି ଏକ୍ସପ୍ରେସୱେରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଭକ୍ତମାନଙ୍କ ଦ୍ୱାରା ଭର୍ତ୍ତି ଏକ ବସରେ କୌଣସି...

ସାମ୍ବିଧାନିକ ପୀଠଙ୍କ ରାୟ ଅନ୍ୟ ଖଣ୍ଡପୀଠ ପାଇଁ ମାନ୍ୟ

ନୂଆଦିଲ୍ଲୀ,୧୮ା୫ (ପି.ଟି.): ସାମ୍ବିଧାନିକ ପୀଠଙ୍କ ରାୟକୁ କମ୍‌ କ୍ଷମତା ବିଶିଷ୍ଟ ଖଣ୍ଡପୀଠଗୁଡ଼ିକ ଅନୁସରଣ କରିବା ଅନିବାର୍ଯ୍ୟ ବୋଲି ସୁପ୍ରିମକୋର୍ଟ ଏହାର ୨୦୨୨ ଏପ୍ରିଲର ଏକ ରାୟକୁ ମନେପକାଇଦେଇ...

ବିଭବଙ୍କୁ ଖୋଜୁଛି ୮ ପୋଲିସ ଟିମ୍‌

ନୂଆଦିଲ୍ଲୀ,୧୮ା୫: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ସହଯୋଗୀ ବିଭବ କୁମାରଙ୍କ ବିରୋଧରେ ଆମ୍‌ ଆଦ୍‌ମୀ ପାର୍ଟି (ଆପ୍‌)ର ରାଜ୍ୟ ସଭା ସଦସ୍ୟା ସ୍ବାତୀ ମାଲିଓ୍ବାଲ ଆଣିଥିବା ସଙ୍ଗିନ...

ଭାଜପା ସମର୍ଥନରେ ଆସିଲା ଆଉ ଏକ ଦଳ, କଲା ଘୋଷଣା

ନୂଆନିଲ୍ଲୀ,୧୮।୫: ଲୋକ ସଭା ନିର୍ବାଚନ ପାଇଁ ଉତ୍ତରପ୍ରଦେଶରେ ଚାରୋଟି ପର୍ଯ୍ୟାୟ ମତଦାନ ସରିଯାଇଛି। ରାଜ୍ୟର ୩୯ ଟି ଲୋକ ସଭା ଆସନରେ ଭୋଟ ଶେଷ ହେବା...

ମା’ କହିଥିବା ପ୍ରତିଟି କଥାକୁ ଅକ୍ଷରେ ଅକ୍ଷରେ ପାଳନ କରିବି; ଭାବବିହ୍ବଳ ହୋଇ ଏଭଳି କହିଲେ ରାହୁଲ…

ରାଏବରେଲି,୧୭।୫: କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ ଶୁକ୍ରବାର ରାଏବରେଲିରେ ଏକ ନିର୍ବାଚନୀ ସଭାକୁ ସମ୍ବୋଧିତ କରି ପୁଅ ରାହୁଲଙ୍କୁ ଆପଣମାନଙ୍କୁ ଦେଉଛି, ତାଙ୍କ କଥା ବୁଝିବେ...

ଫୁଲମାଳ ପକେଇବା ବାହାନାରେ କହ୍ନେୟା କୁମାରଙ୍କୁ ମାଡ଼, ଭିଡ଼ିଓ ଭାଇରାଲ

ନୂଆଦିଲ୍ଲୀ,୧୭।୫: କଂଗ୍ରେସର ଲୋକ ସଭା ପ୍ରାର୍ଥୀ କହ୍ନେୟା କୁମାରଙ୍କ ଉପରେ ହୋଇଛି ଆକ୍ରମଣ। ଉତ୍ତର ପୂର୍ବ ଦିଲ୍ଲୀରେ କହ୍ନେୟା ପ୍ରଚାର କରୁଥିବା ବେଳେ କିଛି ଯୁବକ...

ନିର୍ବାଚିତ ହେଲେ ଅମେଠି, ରାଏବରେଲିକୁ ସମାନ ଭାବେ ଦେଖିବି: ରାହୁଲ

ଅମେଠି,୧୭ା୫: ରାଏବରେଲିରୁ ନିର୍ବାଚିତ ହେଲେ ଉଭୟ ଅମେଠି ଓ ରାଏବରେଲିର ବିକାଶ ପାଇଁ ସମାନ ଧ୍ୟାନ ଦେବେ ବୋଲି କଂଗ୍ରେସ ନେତା ରାହୁଲ ଗାନ୍ଧୀ କହିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri