Posted inଜାତୀୟ

ମଣିପୁର ବାହାରିଲେ ‘ଇଣ୍ଡିଆ’ ଡେଲିଗେଶନ

ନୂଆଦିଲ୍ଲୀ,୨୯।୭: ମଣିପୁରରେ ହୋଇଥିବା ହିଂସାକୁ ଏବେ ୩ ମାସ ପୂରଣ ହେବାକୁ ଯାଉଛି। ଏହି ଘଟଣାକୁ ନେଇ ବିରୋଧୀ ଲଗାତାର ଭାବେ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିବା ସହ ସରକାରଙ୍କ ଠାରୁ ଏହାର ଜବାବ ମାଗୁଛନ୍ତି। ଏହି କ୍ରମରେ, ‘ଇଣ୍ଡିଆନ ନ୍ୟାସନାଲ ଡେଭଲପମେଣ୍ଟାଲ ଇନକ୍ଲୁସିଭ ଆଲାଇନ୍ସ (ଇଣ୍ଡିଆ)’ ର ଏମପିମାନଙ୍କର ଏକ ପ୍ରତିନିଧୀ ମଣ୍ଡଳ ମଣିପୁରକୁ ଯାଉଛନ୍ତି। ଏହି ପ୍ରତିନିଧୀ ଦଳର ନେତୃତ୍ୱ ନେଉଥିବା ଏମପି ଗୌରବ ଗୋଗୋଇ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ମଣିପୁରକୁ ଭୁଲି ଯାଇଥିବେ କିନ୍ତୁ ଆମେ ଭୁଲି ନାହୁଁ, ତେଣୁ ଆମେ ପୀଡିତଙ୍କ ନିକଟକୁ ଯାଉଛୁ।
ସେ କହିଛନ୍ତି, ‘ହିଂସା ପ୍ରଭାବିତ ସ୍ଥାନକୁ ଯିବା ଆମ ପାଇଁ କଷ୍ଟସାଧ୍ୟ, କିନ୍ତୁ ରିଲିଫ କ୍ୟାମ୍ପକୁ ଯାଇ ସେମାନଙ୍କୁ ଭେଟି ରାଜ୍ୟରେ ଚାଲିଥିବା ହିଂସା ଦ୍ୱାରା ପ୍ରଭାବିତ ଲୋକଙ୍କୁ ଭେଟିବୁ। ହିଂସା ଦ୍ୱାରା ପ୍ରଭାବିତ ଲୋକଙ୍କ ପାଇଁ ସରକାର କ’ଣ କରୁଛନ୍ତି ତାହା ଆମେ ଦେଖିବୁ। ସରକାର ଏପର୍ଯ୍ୟନ୍ତ ସେମାନଙ୍କ ପାଇଁ କ’ଣ କରିଛନ୍ତ। ଆମେ ସେଠାକୁ ଯାଉଛୁ ଯାହା ଦ୍ୱରା ଆମେ ମଣିପୁରବାସୀଙ୍କ ମତାମତକୁ ପାର୍ଲାମେଣ୍ଟରେ ଉପସ୍ଥାପନ କରିପାରିବୁ।


Enter your email to get our daily news in your inbox.

All Right Reserved By Dharitri.Com

ଖର୍ଗେଙ୍କ ମଞ୍ଚ ‘ଶୁଦ୍ଧିକରଣ’ ପ୍ରସଙ୍ଗକୁ ନେଇ ସଂସଦରେ ସରଗରମ ରାଜନୀତି, କଡ଼ା ଜବାବ ଦେଲେ ନଡ୍ଡା!

ନୂଆଦିଲ୍ଲୀ,୧୩।୮: ସଂସଦର ମୌସୁମୀ ଅଧିବେଶନର ଶେଷ ଦିନରେ ରାଜ୍ୟ ସଭାରେ ଏକ ବଡ଼ ଏବଂ ଗମ୍ଭୀର ପ୍ରସଙ୍ଗକୁ ନେଇ ଶାସକ ଓ ବିରୋଧୀ ଦଳ ମଧ୍ୟରେ ତୀବ୍ର…

୧୭ ଅଗଷ୍ଟରେ ମଘା ନକ୍ଷତ୍ରରେ ପ୍ରବେଶ କରିବେ ସୂର୍ଯ୍ୟ, ମେଷ ସମେତ ୩ ରାଶିରେ ଧନବର୍ଷା

୧୭ ଅଗଷ୍ଟ ସକାଳେ ସୂର୍ଯ୍ୟ କେତୁଙ୍କ ଦ୍ୱାରା ଶାସିତ ମଘା ନକ୍ଷତ୍ରରେ ପ୍ରବେଶ କରିବେ। ସୂର୍ଯ୍ୟଙ୍କ ପାଇଁ ନକ୍ଷତ୍ରର ଏହି ପରିବର୍ତ୍ତନ ସକାଳ ୮:୦୩ ରେ ଘଟିବ।…

ତ୍ରିରଙ୍ଗା ଅଭିଯାନରେ ସାମିଲ ହେଲେ ଜିଲାପାଳ, ସ୍ବାଧୀନତା ସଂଗ୍ରାମୀ ତ୍ୟାଗ ଓ ବଳିଦାନକୁ ମନେ ପକାଇ…

ଛତ୍ରପୁର,୧୩ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ସ୍ବାଧୀନତା ଦିବସ ପୂର୍ବରୁ ଦେଶବ୍ୟାପୀ ‘ହର୍‌ଘର ତ୍ରିରଙ୍ଗା’ ଅଭିଯାନକୁ ସଫଳ କରିବା ଲକ୍ଷ୍ୟରେ ଗଞ୍ଜାମ ଜିଲାପାଳ ଭି. କୀର୍ତ୍ତି ଭାସନ ନିଜ ବାସଭବନରେ…

ଦାରିଙ୍ଗବାଡିରେ ହର୍‌ ଘର୍‌ ତ୍ରିରଙ୍ଗା: ଯୋଗଦେଲେ ଶହ ଶହ ଛାତ୍ରୀଛାତ୍ର

ଦାରିଙ୍ଗବାଡି, ୧୩।୮(ଅରୁଣ ସାହୁ): ଆଉ ମାତ୍ର ଗୋଟିଏ ଦିନ ପରେ ଦେଶ ପାଳିବ ସ୍ବାଧୀନତା ଦିବସ। ଏହି ଅବସରରେ ସାରା ଦେଶ ଉତ୍ସବ ମୁଖର ହୋଇଥିବାବେଳେ ଏଥିରେ…

ଆହୁରି ସକ୍ରିୟ ହେଲା ଲଘୁଚାପ, ଏହି ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କଲା IMD

ଭୁବନେଶ୍ବର,୧୩।୮: ପଶ୍ଚିମବଙ୍ଗ ଉପକୂଳରେ ଅବପାତରେ ପରିଣତ ହେଲା ଲଘୁଚାପ । ଏହାର ପ୍ରଭାବରେ ସାରା ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।…

ହୀରାକୁଦ ଡ୍ୟାମକୁ ପ୍ରବେଶ କରୁଛି ୧ ଲକ୍ଷ ଘନଫୁଟରୁ ଅଧିକ ବନ୍ୟାଜଳ, ୨ ଗେଟ୍‌ରେ ହେଉଛି ନିଷ୍କାସନ

ସମ୍ବଲପୁର,୧୩ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାର ପୁଣି ୪ଟି ସ୍ଲୁଇସ୍‌ ଗେଟ୍‌ ବନ୍ଦ କରାଯାଇଛି ଫଳରେ ବର୍ତ୍ତମାନ କେବଳ ୨ଟି ଗେଟ୍‌ରେ ଅତିରିକ୍ତ ବନ୍ୟାଜଳ ନିଷ୍କାସନ କରାଯାଉଛି। ତେବେ…

କୂଳ ଲଙ୍ଘୁଛି ସମୁଦ୍ର: ପଥର ବନ୍ଧ ନିର୍ମାଣ ଦାବି ଦୋହରାଇଲେ ଅଞ୍ଚଳବାସୀ

ଛତ୍ରପୁର,୧୩।୮(ଦିଲୀପ ସାମଲ): ଦିନକୁ ଦିନ ସମୁଦ୍ର କୂଳ ଲଘୁଂଥିବାରୁ ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଆର୍ଯ୍ୟପଲ୍ଲୀ ଅଞ୍ଚଳବାସୀ ଭୟଭୀତ ଅବସ୍ଥାରେ ଅଛନ୍ତି। ସମୁଦ୍ର ଉପକୂଳରେ ସ୍ଥାୟୀ ପଥର ବନ୍ଧ…

ଗୁଟଖା-ତମାଖୁ ଉପରେ ସରକାରଙ୍କ ବଡ଼ ଆକ୍ସନ୍! ୧ ବର୍ଷ ପାଇଁ ବ୍ୟାନ୍

ବେଙ୍ଗାଲୁରୁ,୧୩।୮: ଗୁଟଖା-ତମାଖୁକୁ ନେଇ ବଡ଼ ନିଷ୍ପତ୍ତି ନେଇନ୍ତି କର୍ନାଟକ ସରକାର । ରାଜ୍ୟ ସରକାର ଗୁଟ୍‌ଖା, ପାନ ମସଲା ଏବଂ ତମାଖୁ-ନିକୋଟିନ୍‌ଯୁକ୍ତ ଉତ୍ପାଦଗୁଡ଼ିକ ଉପରେ ଏକ ବର୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri