Posted inଜାତୀୟ

ଇସ୍ତଫା ଦେବେ ନାହିଁ ମଣିପୁର ମୁଖ୍ୟମନ୍ତ୍ରୀ, ଟୁଇଟ୍‌ କରି କଲେ ଘୋଷଣା

ଇମ୍ଫାଲ,୩୦।୬: ମଣିପୁର ମୁଖ୍ୟମନ୍ତ୍ରୀ ଏନ୍‌. ବିରେନ ସିଂ ବର୍ତ୍ତମାନ  ତାଙ୍କ ପଦରୁ ଇସ୍ତଫା ଦେବେ ନାହିଁ। ସେ ଟୁଇଟ୍‌ କରି ଏହି  ଘୋଷଣା କରିଛନ୍ତି। ଏହାପୂର୍ବରୁ ସେ ରାଜ୍ୟପାଳ ଅନୂସୁୟା ଉଇକେଙ୍କୁ ଭେଟି ତାଙ୍କ ଇସ୍ତଫା ପତ୍ର ଦାଖଲ କରିବେ ବୋଲି କଳ୍ପନାଜଳ୍ପନା କରାଯାଇଥିଲା। କେନ୍ଦ୍ର ସରକାର ମଧ୍ୟ ରାଜ୍ୟରେ ରାଷ୍ଟ୍ରପତିଙ୍କ ଶାସନ ଲଗାଇ ପାରନ୍ତି ବୋଲି କଳ୍ପନାଜଳ୍ପନା ପ୍ରକାଶ ପାଇଥିଲା। ବର୍ତ୍ତମାନ ତାଙ୍କ ଇସ୍ତଫା ନେଇ କଳ୍ପନା ଜଳ୍ପନାର ଅନ୍ତ ଘଟିଛି।

ଶୁକ୍ରବାର ବିରେନ ସିଂଙ୍କ ସମର୍ଥକମାନେ ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଏବଂ ଇମ୍ଫାଲରେ ରାଜ୍ୟପାଳଙ୍କ ଘର ବାହାରେ ଏକାଠି ହୋଇଥିଲେ। ଏହି ସମୟରେ ସୋସିଆଲ ମିଡିଆରେ ଏକ ଚିଠି ଭାଇରାଲ ହେବାରେ ଲାଗିଛି ଯେଉଁଥିରେ ମୁଖ୍ୟମନ୍ତ୍ରୀ ଏନ ବିରେନ ସିଂ ତାଙ୍କ ପଦରୁ ଇସ୍ତଫା ଦେଉଛନ୍ତି। ହେଲେ ଏହି ଚିଠିଟି ଚିରା ହୋଇଛି।

ଏହି ସମୟରେ ବିରେନ ସିଂ ଟୁଇଟ୍‌ କରି କହିଛନ୍ତି ଯେ ଏହି ଗୁରୁତ୍ୱପୂର୍ଣ୍ଣ ସମୟରେ ମୁଁ ସ୍ପଷ୍ଟ କରିବାକୁ ଚାହୁଁଛି ଯେ ମୁଁ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବି ନାହିଁ। ଏହାପୂର୍ବରୁ ମଣିପୁରର ସ୍ଥାନୀୟ ଲୋକମାନେ ନ୍ୟୁଜ ଏଜେନ୍ସି ଏଏନ୍‌ଆଇକୁ କହିଥିଲେ ଯେ ଆମେ ଚାହୁଁନାହୁଁ ଯେ ମୁଖ୍ୟମନ୍ତ୍ରୀ ଇସ୍ତଫା ଦିଅନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

Gotra Matching for Marriage: ସମାନ ଗୋତ୍ରରେ ବିବାହ କରିବା ଶୁଭ ନା ଅଶୁଭ? ଜାଣନ୍ତୁ କ’ଣ କୁହେ…

ହିନ୍ଦୁ ଧର୍ମରେ ବିବାହ ପୂର୍ବରୁ କୁଣ୍ଡଳୀ ମିଳନ ସହିତ ଗୋତ୍ରର ପରୀକ୍ଷା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ। ଏକ ଗୋତ୍ରରେ ବିବାହକୁ ସାଧାରଣତଃ ଅଶୁଭ...

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

SCBରେ ନିର୍ମାଣ ହେବ ୧୭ ମହଲା ବିଶିଷ୍ଟ ମଲ୍‌ଟି ଲେଭଲ୍ ପାର୍କିଂ

ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଲୋକସେବା ଭବନଠାରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର...

୨୦୨୬ ତାମିଲନାଡୁ ନିର୍ବାଚନ: ୩୦%ରୁ ଅଧିକ ଭୋଟ୍ ପାଇବା ନେଇ ବିଜୟଙ୍କ ଦାବି

ଚେନ୍ନାଇ,୨୩।୧୨: ୨୦୨୬ ତାମିଲନାଡୁ ବିଧାନସଭା ନିର୍ବାଚନକୁ ନେଇ ଏବେଠାରୁ ରାଜନୀତି ସରଗରମ ହେବାରେ ଲାଗିଛି। ସୁପରଷ୍ଟାର ବିଜୟଙ୍କ ନୂତନ ରାଜନୈତିକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’...

ଫସିଗଲେ କପିଲ ଶର୍ମା: ମାମଲା ରୁଜୁ

ଫସିଯାଇଛନ୍ତି କମେଡି କିଙ୍ଗ କପିଲ ଶର୍ମା। ତାଙ୍କ ଶୋ ‘ଦି ଗ୍ରେଟ ଇଣ୍ଡିଆନ କପିଲ ଶୋ’ ପୁଣିଥରେ ଚର୍ଚ୍ଚାରେ। ନୂତନ ସିଜିନର ପ୍ରଥମ ଏପିସୋଡରେ ପ୍ରିୟଙ୍କା...

ଶୀତଦିନେ ବ୍ରଏଲର କୁକୁଡ଼ାର ନିଅନ୍ତୁ ବିଶେଷ ଯତ୍ନ: ଅବହେଳା କଲେ ହୋଇପାରେ ବଡ଼ ଆର୍ଥିକ କ୍ଷତି

ଭୁବନେଶ୍ୱର,୨୩।୧୨: ଓଡ଼ିଶାରେ ଶୀତର ପ୍ରକୋପ ବଢ଼ୁଥିବା ବେଳେ ବ୍ରଏଲର କୁକୁଡ଼ା ଚାଷୀଙ୍କ ପାଇଁ ସତର୍କତା ଜାରି କରାଯାଇଛି। ଅତ୍ୟଧିକ ଥଣ୍ଡା ଯୋଗୁଁ କୁକୁଡ଼ାଙ୍କ ଶାରୀରିକ ଅଭିବୃଦ୍ଧି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri