Posted inଜାତୀୟ

ଇସ୍ତଫା ଦେବେ ନାହିଁ ମଣିପୁର ମୁଖ୍ୟମନ୍ତ୍ରୀ, ଟୁଇଟ୍‌ କରି କଲେ ଘୋଷଣା

ଇମ୍ଫାଲ,୩୦।୬: ମଣିପୁର ମୁଖ୍ୟମନ୍ତ୍ରୀ ଏନ୍‌. ବିରେନ ସିଂ ବର୍ତ୍ତମାନ  ତାଙ୍କ ପଦରୁ ଇସ୍ତଫା ଦେବେ ନାହିଁ। ସେ ଟୁଇଟ୍‌ କରି ଏହି  ଘୋଷଣା କରିଛନ୍ତି। ଏହାପୂର୍ବରୁ ସେ ରାଜ୍ୟପାଳ ଅନୂସୁୟା ଉଇକେଙ୍କୁ ଭେଟି ତାଙ୍କ ଇସ୍ତଫା ପତ୍ର ଦାଖଲ କରିବେ ବୋଲି କଳ୍ପନାଜଳ୍ପନା କରାଯାଇଥିଲା। କେନ୍ଦ୍ର ସରକାର ମଧ୍ୟ ରାଜ୍ୟରେ ରାଷ୍ଟ୍ରପତିଙ୍କ ଶାସନ ଲଗାଇ ପାରନ୍ତି ବୋଲି କଳ୍ପନାଜଳ୍ପନା ପ୍ରକାଶ ପାଇଥିଲା। ବର୍ତ୍ତମାନ ତାଙ୍କ ଇସ୍ତଫା ନେଇ କଳ୍ପନା ଜଳ୍ପନାର ଅନ୍ତ ଘଟିଛି।

ଶୁକ୍ରବାର ବିରେନ ସିଂଙ୍କ ସମର୍ଥକମାନେ ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଏବଂ ଇମ୍ଫାଲରେ ରାଜ୍ୟପାଳଙ୍କ ଘର ବାହାରେ ଏକାଠି ହୋଇଥିଲେ। ଏହି ସମୟରେ ସୋସିଆଲ ମିଡିଆରେ ଏକ ଚିଠି ଭାଇରାଲ ହେବାରେ ଲାଗିଛି ଯେଉଁଥିରେ ମୁଖ୍ୟମନ୍ତ୍ରୀ ଏନ ବିରେନ ସିଂ ତାଙ୍କ ପଦରୁ ଇସ୍ତଫା ଦେଉଛନ୍ତି। ହେଲେ ଏହି ଚିଠିଟି ଚିରା ହୋଇଛି।

ଏହି ସମୟରେ ବିରେନ ସିଂ ଟୁଇଟ୍‌ କରି କହିଛନ୍ତି ଯେ ଏହି ଗୁରୁତ୍ୱପୂର୍ଣ୍ଣ ସମୟରେ ମୁଁ ସ୍ପଷ୍ଟ କରିବାକୁ ଚାହୁଁଛି ଯେ ମୁଁ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବି ନାହିଁ। ଏହାପୂର୍ବରୁ ମଣିପୁରର ସ୍ଥାନୀୟ ଲୋକମାନେ ନ୍ୟୁଜ ଏଜେନ୍ସି ଏଏନ୍‌ଆଇକୁ କହିଥିଲେ ଯେ ଆମେ ଚାହୁଁନାହୁଁ ଯେ ମୁଖ୍ୟମନ୍ତ୍ରୀ ଇସ୍ତଫା ଦିଅନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ଗେରୁଆ ରଙ୍ଗର ଜର୍ସିକୁ ନେଇ ହକି ଇଣ୍ଡିଆର ସ୍ପଷ୍ଟୀକରଣ, କାହିଁକି ବଛାଗଲା ଏହି ରଙ୍ଗ କହିଲା କାରଣ

ନୂଆଦିଲ୍ଲୀ,୩୦।୭: ଭାରତୀୟ ହକି ଟିମ୍‌ ଉଭୟ ପୁରୁଷ ଓ ମହିଳା ଟିମର ଜର୍ସିର ରଙ୍ଗ ନୀଳରୁ ଗେରୁଆ କରିଛି । ଗେରୁଆ ଜର୍ସିରେ ୨୦୨୬ FIH ହକି…

ଲକ୍ଷ୍ମୀ ଯୋଜନା: ପ୍ରତିମାସରେ ମିଳିବ ୨୫୦୦ଟଙ୍କା, RD ରେ ଜମା କଲେ ସିଧା ୧ ଲକ୍ଷ! ଜାଣନ୍ତୁ ସମ୍ପୂର୍ଣ୍ଣ ହିସାବ…

ନୂଆଦିଲ୍ଲୀ,୩୦।୭: ସାଧାରଣତଃ ଆମକୁ ଟଙ୍କା ମିଳିଲେ ଆମେ ତାହା ଖର୍ଚ୍ଚ କରିଦେଇଥାଉ, କିନ୍ତୁ କିଛି ଟଙ୍କା ଯଦି ଆର.ଡି. (RD) ରେ ନିବେଶ କରାଯାଏ, ତେବେ ଅନେକ…

ବନ୍ୟା ପ୍ରଭାବିତ ଅଞ୍ଚଳ ବୁଲି ଦେଖିଲେ ଜିଲାପାଳ

ତୁଣ୍ଡଲା,୩୦ା୭(ପିରୋଜ କୁମାର ଦାଶ): ଦୀର୍ଘଦିନରୁ ଲଘୁଚାପ ଜନିତ ଲଗାଣ ବର୍ଷାରେ କଳାହାଣ୍ଡି ଜିଲାର ବିଭିନ୍ନ ଅଞ୍ଚଳ ବନ୍ୟାରେ ପ୍ରଭାବିତ ହୋଇଥିବା ଦେଖିବାକୁ ମିଳିଛି। କେସିଙ୍ଗା ବ୍ଲକର ବେଲଖଣ୍ଡି,…

ପାଇଖାନା ଟାଙ୍କିରେ ପଡ଼ି ଚାଲିଗଲା ଦୁଇ ଭଉଣୀଙ୍କ ଜୀବନ, କାନ୍ଦ ବୋବାଳିରେ ଫାଟି ପଡୁଛି ଗାଁ ଦାଣ୍ଡ

ଟେନସା,୩୦।୭(ସମୀର କୁମାର ପାଢୀ): ସୁନ୍ଦରଗଡ ଜିଲା କୋଇଡା ବ୍ଲକ୍ ଅନ୍ତର୍ଗତ କାଦୋଡିହା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି । ଗୁରୁବାର ଦ୍ବିପହର ୨ଟା ସମୟରେ ପାଇଖାନା…

‘ବ୍ରାହ୍ମ ମୁହୂର୍ତ୍ତ’ରେ ‘ରାମାୟଣ’ର ଟ୍ରେଲର ରିଲିଜ: ଚର୍ଚ୍ଚା ସାଉଁଟିଲେ ରଣବୀର

ବଲିଉଡ ସୁପରଷ୍ଟାର ରଣବୀର କପୁରଙ୍କ ବହୁଚର୍ଚ୍ଚିତ ଫିଲ୍ମ ‘ରାମାୟଣ’ର ଟ୍ରେଲର ରିଲିଜ ହୋଇଛି। ନିର୍ମାତାମାନେ ଶୁଭ ‘ବ୍ରାହ୍ମ ମୁହୂର୍ତ୍ତ’ରେ ଟ୍ରେଲରକୁ ସାରା ବିଶ୍ୱରେ ଉନ୍ମୋଚନ କରିଛନ୍ତି। ଏହାକୁ…

ତେଲ-ଉତେଇ ନଦୀରେ ବନ୍ୟା:ଲୋକଙ୍କୁ ନଦୀକୁ ଯିବାକୁ ବାରଣ

କର୍ଲାମୁଣ୍ଡା,୩୦।୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅଞ୍ଚଳ ଦେଇ ପ୍ରବାହିତ ହେଉଥିବା ତେଲ ଓ ଉତେଇ ନଦୀରେ ବନ୍ୟା ଆସି ନିକଟସ୍ଥ ଅଞ୍ଚଳକୁ ମାଡି…

ମୋଦିଙ୍କ ଅଧ୍ୟକ୍ଷତାରେ ବସିଲା CCSର ବଡ଼ ବୈଠକ; ସାମିଲ ହେଲେ NSA ଡୋଭାଲ, କ’ଣ ରହିଛି ପ୍ଲାନ

ନୂଆଦିଲ୍ଲୀ,୩୦।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ସଂସଦ ଭବନ ପରିସରରେ ଥିବା ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରେ CCSର ଏକ ଗୁରୁତ୍ବପୂର୍ଣ୍ଣ ବୈଠକ ବସିଛି । ଏହି ବୈଠକରେ ଜାତୀୟ…

‘CJPରେ ଯୋଗଦିଅ,୫୦ ହଜାର ମାସକୁ ପାଅ’! ସିନିୟର ମେମ୍ବର ହେବାକୁ…

ନୂଆଦିଲ୍ଲୀ,୩୦।୭: ‘କକ୍ରୋଚ୍ ଜନତା ପାର୍ଟି’ (CJP) ନାମରେ ସୋସିଆଲ ମିଡିଆରେ ଚାଲିଥିବା ଏକ କଥିତ ନକଲି ଅଭିଯାନ ସାମ୍ନାକୁ ଆସିଛି । ଯାହା ଗୁଇନ୍ଦା ସଂସ୍ଥାଗୁଡ଼ିକୁ ସତର୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri