ମନୀଷ ଅନୁରାଗ ମୃତ୍ୟୁ ମାମଲା: ବନ୍ଧା ହେଲେ ହୋଟେଲ ମ୍ୟାନେଜର

ଭୁବନେଶ୍ୱର,୨୩ା୧୦(ବ୍ୟୁରୋ): ବହୁ ଚର୍ଚ୍ଚିତ ମନୀଷ ଅନୁରାଗ ଦାସ ମୃତ୍ୟୁ ମାମଲାରେ ହୋଟେଲ ସାଉଥ୍‌ ସିଟିର ମ୍ୟାନେଜର ସୌଭିକ ଜେନାଙ୍କୁ କମିଶନରେଟ ପୋଲିସ ଗିରଫ କରିଛି।

ଅନ୍ୟପକ୍ଷରେ ମନୀଷ ମୃତ୍ୟୁ ମାମଲାରେ ଗିରଫ ଅଭିଯୁକ୍ତ ପ୍ରଦ୍ୟୁମ୍ନ ଜେନା ଓ ପ୍ରସନ୍ନ ବେହେରାଙ୍କ ନାଁରେ ବିଭିନ୍ନ ଦଫାରେ ମାମଲା ତମାଣ୍ଡୋ ପୋଲିସ ମାମଲା ରୁଜୁ କରିଛି।

ସୂଚନାଯୋଗ୍ୟ, ମନୀଷ ହତ୍ୟାକାଣ୍ଡର ସୂତ୍ରପାତ ହୋଇଥିବା ପାତ୍ରପଡ଼ାସ୍ଥିତ ସାଉଥ ସିଟି ବାର୍‌କୁ ସିଲ୍‌ କରିଛି ପୋଲିସ। କରୋନା କଟକଣା ଉଲ୍ଲଂଘନ କରି ବିଳମ୍ବିତ ରାତି ପର୍ଯ୍ୟନ୍ତ ବିନା ଅନୁମତି ପତ୍ରରେ ବେଆଇନ ଭାବେ ଏହି ବାର୍‌ ଚାଲୁଥିବା ପୋଲିସ ଜାଣିବାକୁ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ୪ କରୋନା ପଜିଟିଭ ଚିହ୍ନଟ: ରାଜ୍ୟରେ ଆକ୍ରାନ୍ତ ସଂଖ୍ୟା ହେଲା ୪୮

ଭୁବନେଶ୍ୱର,୧୦।୪: (ବ୍ୟୁରୋ)- ୪ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୪୮ରେ ପହଁଚିଛି। ଗୁରୁବାର ମୋଟ ୬ଜଣଙ୍କଠାରେ କରୋନା ପଜିଟିଭ...

ଶୀଘ୍ର ନୂଆ ରୂପ ନେବ ସ୍ବର୍ଗଦ୍ୱାର

ପୁରୀ ଅଫିସ, ୨୫-୯:ଶୀଘ୍ର ନୂଆ ରୂପ ନେବ ସ୍ବର୍ଗଦ୍ୱାର। ବଦଳିବ ଏହାର ଚେହେରା। ଆଗକୁ ପୁରୀ ପାଇଁ ଯେଉଁ ବିକାଶର ଚିତ୍ର ପରିକଳ୍ପନା କରାଯାଇଛି ସେଥିରେ...

ମେମୋରୀ ଚିପ୍‌ରେ ରହିଛି ମାନସଙ୍କ ହତ୍ୟା ରହସ୍ୟ

ଚାନ୍ଦବାଲି,୨୧।୩(ଡି.ଏନ୍‌.ଏ.): କ୍ୟାମେରାମ୍ୟାନ ମାନସ ସ୍ବାଇଁ ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା ଶର୍ମିଷ୍ଠା ରାଉତ ଓ ତାଙ୍କର ଜଣେ ସହଯୋଗୀ ଏବେ ବି ଫେରାର ଅଛନ୍ତି।...

ବସ୍‌ଷ୍ଟାଣ୍ଡରେ ମିଳିବ ଶପିଂ ମଲ୍‌, ମଲ୍ଟିପ୍ଲେକ୍ସ ସୁବିଧା

ଭୁବନେଶ୍ୱର, ୫ା୨(ବ୍ୟୁରୋ):  ରାଜ୍ୟର ସମସ୍ତ ବସ୍‌ଷ୍ଟାଣ୍ଡଗୁଡ଼ିକର ଉନ୍ନତୀକରଣ ହେବ। ସେଠାରେ ଶପିଂ ମଲ୍‌ କରାଯିବାକୁ ଯୋଜନା ଥିବାବେଳେ ଆବଶ୍ୟକସ୍ଥଳେ ବଡ଼ ବସ୍‌ଷ୍ଟାଣ୍ଟଗୁଡ଼ିକରେ ମଲ୍ଟିପ୍ଲେକ୍ସର ବ୍ୟବସ୍ଥା ମଧ୍ୟ...

‘ଲକ୍ଷଣ ଥିଲେ ପିଲାଙ୍କୁ ସ୍କୁଲ ଛାଡ଼ନ୍ତୁ ନାହିଁ’

ଭୁବନେଶ୍ୱର,୬।୨(ବ୍ୟୁରୋ): କରୋନାକୁ ନେଇ ସର୍ଭେଲାନ୍ସ ଜାରି ରହିବ। ଗାଁ ଗୁଡ଼ିକରେ ଆଶା କର୍ମୀ ଅଛନ୍ତି। ଆରଆରଟି ଟିମ୍‌ ମଧ୍ୟ ରହିଛି। କିଛି ଅସୁବିଧା ହେଲେ ନିୟମ...

ସଙ୍କଟରେ ରୋଗୀସେବା, ଡିଏମ୍‌ ପାଠ୍ୟକ୍ରମ

କଟକ ଅଫିସ,୧୮ା୭: ଏସ୍‌ସିବି ମେଡିକାଲ କଲେଜ ଓ ହସ୍ପିଟାଲର ଦୁଇଟି ଗୁରୁତ୍ୱପୂର୍ଣ୍ଣ ବିଭାଗ ହେଉଛି ହେପାଟୋଲୋଜି ଏବଂ ଏଣ୍ଡୋକ୍ରାଇନୋଲୋଜି। କିନ୍ତୁ ଉଭୟ ବିଭାଗ ଏବେ ଡାକ୍ତର...

ଜୈବିକ ଖତକୁ ପ୍ରୋତ୍ସାହନ ଲୋଡ଼ା

ଭୁବନେଶ୍ୱର,୨୨।୮(ବ୍ୟୁରୋ): ରାଜ୍ୟକୁ ରାସାୟନିକ ସାର ଯୋଗାଣ ପର୍ଯ୍ୟାପ୍ତ ହେଉ ନ ଥିବାରୁ ବ୍ୟବହାର କମିବାରେ ଲାଗିଲାଣି। ଗତ ୩ ବର୍ଷ ମଧ୍ୟରେ ପ୍ରାୟ ୧ ଲକ୍ଷ...

କଟକରେ ମାଡ଼ିଲାଣି କରୋନା: ଆଜି ଚିହ୍ନଟ ହେଲେ ୧୬ ନୂଆ ପଜିଟିଭ୍‌

କଟକ ଅଫିସ,୧୦।୭: କଟକ ସହରରେ ଶନିବାର ୧୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିରୁ ଇନ୍‌ଷ୍ଟିଚ୍ୟୁଶନାଲ କ୍ୱାରାଣ୍ଟାଇନ୍‌ରୁ ୧୩ଜଣ, ପେଡ୍‌ କ୍ୱାରାଣ୍ଟାଇନ୍‌ରୁ ଜଣେ, ଲୋକାଲ...

Advertisement
Archives

Model This Week