ମନୀଷ ଅନୁରାଗ ମୃତ୍ୟୁ ମାମଲା: ବନ୍ଧା ହେଲେ ହୋଟେଲ ମ୍ୟାନେଜର

ଭୁବନେଶ୍ୱର,୨୩ା୧୦(ବ୍ୟୁରୋ): ବହୁ ଚର୍ଚ୍ଚିତ ମନୀଷ ଅନୁରାଗ ଦାସ ମୃତ୍ୟୁ ମାମଲାରେ ହୋଟେଲ ସାଉଥ୍‌ ସିଟିର ମ୍ୟାନେଜର ସୌଭିକ ଜେନାଙ୍କୁ କମିଶନରେଟ ପୋଲିସ ଗିରଫ କରିଛି।

ଅନ୍ୟପକ୍ଷରେ ମନୀଷ ମୃତ୍ୟୁ ମାମଲାରେ ଗିରଫ ଅଭିଯୁକ୍ତ ପ୍ରଦ୍ୟୁମ୍ନ ଜେନା ଓ ପ୍ରସନ୍ନ ବେହେରାଙ୍କ ନାଁରେ ବିଭିନ୍ନ ଦଫାରେ ମାମଲା ତମାଣ୍ଡୋ ପୋଲିସ ମାମଲା ରୁଜୁ କରିଛି।

ସୂଚନାଯୋଗ୍ୟ, ମନୀଷ ହତ୍ୟାକାଣ୍ଡର ସୂତ୍ରପାତ ହୋଇଥିବା ପାତ୍ରପଡ଼ାସ୍ଥିତ ସାଉଥ ସିଟି ବାର୍‌କୁ ସିଲ୍‌ କରିଛି ପୋଲିସ। କରୋନା କଟକଣା ଉଲ୍ଲଂଘନ କରି ବିଳମ୍ବିତ ରାତି ପର୍ଯ୍ୟନ୍ତ ବିନା ଅନୁମତି ପତ୍ରରେ ବେଆଇନ ଭାବେ ଏହି ବାର୍‌ ଚାଲୁଥିବା ପୋଲିସ ଜାଣିବାକୁ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱରରେ ପୁଣି ଜଣେ କରୋନା ପଜିଟିଭ୍‌ ଚିହ୍ନଟ: ମୋଟ ସଂକ୍ରମିତଙ୍କ ସଂଖ୍ୟା ୩୪ ଛୁଇଁଲା; ୭ ସୁସ୍ଥ, ଜଣେ ମୃତ

ଭୁବନେଶ୍ୱର,୧୨।୪(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୫୪ରେ ପହଞ୍ଚିଛି। ତେବେ ଶନିବାର ୪ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିଲା। ସେମାନଙ୍କ ମଧ୍ୟରୁ ଜଣେ ଭୁବନେଶ୍ୱରର ହୋଇଥିବା...

ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ କାର୍ଯ୍ୟାଦେଶ ବଣ୍ଟନ

କର୍ଲାମୁଣ୍ଡା,୧୭।୯(ଡି.ଏନ.ଏ.) କଳାହାଣ୍ଡି ଜିଲା କର୍ଲାମୁଣ୍ଡ ବ୍ଲକ ରାଜୀବ ଗାନ୍ଧୀ ସେବା ଭବନଠାରେ ବ୍ଲକ ପକ୍ଷରୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନା କାର୍ଯ୍ୟାଦେଶ ବଣ୍ଟନ କାର୍ଯ୍ୟକ୍ରମ ସୋମବାର ଅନୁଷ୍ଠିତ...

ଆଜି ନାମାଙ୍କନ କରିବେ ଦ୍ରୌପଦୀ ମୁର୍ମୁ

ଭୁବନେଶ୍ୱର,୨୪ା୬(ବ୍ୟୁରୋ):ଏନ୍‌ଡିଏ ତରଫରୁ ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ଦ୍ରୌପଦୀ ମୁର୍ମୁ ଶୁକ୍ରବାର ନାମାଙ୍କନ ଦାଖଲ କରିବେ। ଗୁରୁବାର ବିଜେଡିର ୨ କ୍ୟାବିନେଟ ମନ୍ତ୍ରୀ ଜଗନ୍ନାଥ ସାରକା ଓ...

୪ ଦିନ ଅଚଳ ଆର୍‌ଏମ୍‌ଏସ୍‌

ଭୁବନେଶ୍ୱର,୫ା୮(ବ୍ୟୁରୋ): କମ୍‌ ସମୟରେ ଡାକ ସେବା ଯୋଗାଇଦେବା ପାଇଁ ସ୍ପିଡ୍‌ ପୋଷ୍ଟ ସୁବିଧା ରହିଛି। ହେଲେ ଭୁବନେଶ୍ୱରରେ ଗତ ଶନିବାରଠାରୁ ଏହି ସେବାରେ ବ୍ୟାହତ ସୃଷ୍ଟି...

ଜିଲାସ୍ତରୀୟ ରାଷ୍ଟ୍ରିୟ ପୋଷଣ ମାସ:ଘର ତିଆରି ପୋଷକ ଉପରେ ଗୁରୁତ୍ୱ ଦେଲେ ଜିଲାପାଳ

ନୂଆପଡା ଅଫିସ,୨୮ା୯ ଘର ତିଆରି ଖାଦ୍ୟରେ ହିଁ ଉପଯୁକ୍ତ ପୋଷକ ତତ୍ୱ ରହିଥାଏ । ଆବହମାନ କାଳରୁ ଆମେ ଘରେ ମା’ ତିଆରି କରୁଥିବା ଖାଦ୍ୟରେ...

ପୁରୀରେ ପହଞ୍ଚିଲା ରଥକାଠ

ପୁରୀ, ଅଫିସ, ୨୩।୩: ପୁରୀରେ ମଙ୍ଗଳବାର ରଥକାଠ ପହଞ୍ଚିଛି । ନୟାଗଡ଼ ବନଖଣ୍ଡ ଅଞ୍ଚଳରୁ ୧୮ ଖଣ୍ଡ ଅସନ ଓ ଧଉରା କାଠ ଆଜି ରଥ...

୩୦ରେ ସରିବ ମାଗଣା ବୁଷ୍ଟର ଡୋଜ୍‌ ଟିକାକରଣ

ଭୁବନେଶ୍ୱର,୪।୯(ବ୍ୟୁରୋ): ରାଜ୍ୟରେ ମାଗଣା କରୋନା ଟିକା ଅବଧି ସରିଆସୁଛି। ତେଣୁ ତୁରନ୍ତ ବୁଷ୍ଟର ଡୋଜ୍‌ ବା ପ୍ରିକଶନ ଡୋଜ୍‌ ଟିକା ନେବା ପାଇଁ ସ୍ବାସ୍ଥ୍ୟ ବିଭାଗ...

୧୦ ଜିଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୮ା୮(ବ୍ୟୁରୋ): ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୦ଟି ଜିଲାର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ...

Advertisement
Archives

Model This Week