ମନୀଷ ମୃତ୍ୟୁ ମାମଲା: କନଷ୍ଟେବଳ ନିଲମ୍ବିତ

ଭୁବନେଶ୍ୱର,୨୨ା୧୦(ବ୍ୟୁରୋ): ବରିଷ୍ଠ ସାମ୍ବାଦିକ ନବୀନ ଦାସଙ୍କ ପୁଅ ମନୀଷ ଅନୁରାଗ ହତ୍ୟା ମାମଲାରେ ଜଣେ କନଷ୍ଟେବଳ ନିଲମ୍ବିତ ହୋଇଛନ୍ତି। କନଷ୍ଟେବଳ ପ୍ରସନ୍ନ ବେହେରାଙ୍କୁ ନିଲମ୍ବିତ କରିଛନ୍ତି କମିଶନରେଟ ପୋଲିସ। ପ୍ରସନ୍ନ ଭୁବନେଶ୍ୱର ହାବିଲଦାର ଓ କନଷ୍ଟେବଳ ସଂଘର ସମ୍ପାଦକ ଥିବା ସୂଚନା ରହିଛି।

ବିଳମ୍ବିତ ରାତି ପର୍ଯ୍ୟନ୍ତ ବାର୍‌ ଚଳାଇବା ଅଭିଯୋଗ ଆଧାରରେ ତାଙ୍କୁ ନିଲମ୍ବନ କରାଯାଇଛି। ତାଙ୍କ ବିରୋଧରେ ନିୟମ ଭଙ୍ଗ ଓ କର୍ତ୍ତବ୍ୟରେ ଅବହେଳା ଅଭିଯୋଗ ହୋଇଛି। କେବଳ ଏତିକି ନୁହେଁ, ଭାଇଙ୍କ ନାଁରେ ଲିଜ୍‌ ନେଇ ପ୍ରସନ୍ନ ସାଉଥ ସିଟି ବାର୍‌ ବି ଚଳାଉଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୧୨ ଜେଲରୁ ମୁକ୍ତ ହେବେ ୧୬ କଏଦୀ

ଭୁବନେଶ୍ୱର,୨୨।୬(ବ୍ୟୁରୋ): ସଜା ଅବଧି ପୂର୍ବରୁ ରାଜ୍ୟର ୧୧ ଜେଲ ସମେତ ବିଶାଖାପାଟଣା ଜେଲରୁ ମୁକ୍ତ ହେବେ ୧୬ କଏଦୀ। ଜେଲରେ ଆଜୀବନ ସଜା କାଟୁଥିବାବେଳେ ବ୍ୟବହାରରେ...

ଚୌଦ୍ୱାର ଜେଲରେ କଏଦୀଙ୍କୁ ହତ୍ୟା

କଟକ ଅଫିସ୍‌/ ଚୌଦ୍ୱାର, (ଡି.ଏନ.ଏ.),୨୫।୬: ଚୌଦ୍ୱାର ଜେଲ ଭିତରେ ସୋମବାର ଜଣେ କଏଦୀଙ୍କୁ ହତ୍ୟା କରାଯାଇଛି। ମୃତକ ହେଲେ କଟକ ବିଡାନାସୀ ଥାନା ଅନ୍ତର୍ଗତ ତୁଳସୀପୁର...

‘ମୋ ବସ୍‌’ ଯାତ୍ରୀ ସଂଖ୍ୟା ଲକ୍ଷେ ଛୁଇଁଲା

ଭୁବନେଶ୍ୱର,୧୬।୧୦(ବ୍ୟୁରେ): ଗୋଟିଏ ଦିନରେ ‘ମୋ ବସ୍‌’ ଯାତ୍ରୀ ସଂଖ୍ୟା ଏକ ଲକ୍ଷ ଛୁଇଁଲା। ସୋମବାର ‘ମୋ ବସ୍‌’ରେ ୧୦୧୮୮୧ ଜଣ ଯାତ୍ରୀ ଯାତ୍ରା କରିଥିଲେ। ଯାହା...

ଦୁର୍ନୀତି ହିଁ ବିକାଶର ସବୁଠାରୁ ବଡ ଶତ୍ରୁ: ନବୀନ

ଭୁବନେଶ୍ୱର,୨୧।୧୨(ବ୍ୟୁରୋ)-ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁର୍ନୀତି ବିରୋଧରେ କଡ଼ା ଆଭିମୁଖ୍ୟ ପୋଷଣ କରିଆସିଛନ୍ତି। ଏହାକୁ ଦଳୀୟ ଓ ପ୍ରଶାସନିକ କ୍ଷେତ୍ରରେ ଜୋର୍‌ଦାର କରିବାକୁ ନିଷ୍ପତ୍ତି ନେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କଠାରୁ...

ଗଞ୍ଜାମରେ କରୋନା ନେଲା ଆଉ ଏକ ମୁଣ୍ଡ: ମୃତ୍ୟୁ ସଂଖ୍ୟା ୬କୁ ବୃଦ୍ଧି, ପୁଣି ୪ ପଜିଟିଭ୍‌ ଚିହ୍ନଟ

ଛତ୍ରପୁର,୧୪।୬(ଡି.ଏନ୍‌.ଏ): ଗଞ୍ଜାମ ଜିଲାରେ ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ମୃତକ ଜଣକ ୫୫ ବର୍ଷୀୟ ବ୍ୟକ୍ତି । ହସ୍ପିଟାଲରେ ଚିକିତ୍ସିତ ହେଉଥିବା...

ସରିଲା ରାଜ୍ୟ କ୍ୟାବିନେଟ୍‌ ବୈଠକ: ୩୩ ପ୍ରସ୍ତାବକୁ ମୋହର

ଭୁବନେଶ୍ୱର,୨୨।୯(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ ଗୁରୁବାର ଶେଷ ହୋଇଛି । ବୈଠକରେ ମୋଟ୍‌ ୩୩ଟି ପ୍ରସ୍ତାବ...

କ୍ରିକେଟ ଖେଳରୁ ଗଣ୍ଡଗୋଳ: ଏୟାରଗନ୍‌ ସହିତ ୨ଗିରଫ

ବରଗଡ଼ ଅଫିସ୍‌,୧୩।୬- ବରଗଡ଼ ସଦର ଥାନା ଅନ୍ତର୍ଗତ ସରସରା ଗ୍ରାମରେ କ୍ରିକେଟ ଖେଳକୁ ନେଇ ୨ଜଣଙ୍କ ମଧ୍ୟରେଗଣ୍ଡଗୋଳ ଘଟଣାରେ ପୋଲିସ ୨ଅଭିଯୁକ୍ତଙ୍କୁ ଗିରଫ କରିଛି ।...

ଆଶାୟୀ ଶିକ୍ଷକଙ୍କ ପାଇଁ ଖୁସି ଖବର: ଏକା ଥରକେ ନିଯୁକ୍ତି ପାଇବେ ୭ ହଜାର

ଭୁବନେଶ୍ୱର,୧୩।୧୨(ବ୍ୟୁରୋ): ଆଶାୟୀ ଶିକ୍ଷକଙ୍କ ପାଇଁ ଖୁସି ଖବର । ଏକା ଥରକେ ୭ ହଜାର ଶିକ୍ଷକ ପାଇବେ ନିଯୁକ୍ତି। ଏ ନେଇ ବିଦ୍ୟାଳୟ ଓ ଗଣଶିକ୍ଷା...

Advertisement
Archives

Model This Week