ମନୀଷ ମୃତ୍ୟୁ ମାମଲା: କନଷ୍ଟେବଳ ନିଲମ୍ବିତ

ଭୁବନେଶ୍ୱର,୨୨ା୧୦(ବ୍ୟୁରୋ): ବରିଷ୍ଠ ସାମ୍ବାଦିକ ନବୀନ ଦାସଙ୍କ ପୁଅ ମନୀଷ ଅନୁରାଗ ହତ୍ୟା ମାମଲାରେ ଜଣେ କନଷ୍ଟେବଳ ନିଲମ୍ବିତ ହୋଇଛନ୍ତି। କନଷ୍ଟେବଳ ପ୍ରସନ୍ନ ବେହେରାଙ୍କୁ ନିଲମ୍ବିତ କରିଛନ୍ତି କମିଶନରେଟ ପୋଲିସ। ପ୍ରସନ୍ନ ଭୁବନେଶ୍ୱର ହାବିଲଦାର ଓ କନଷ୍ଟେବଳ ସଂଘର ସମ୍ପାଦକ ଥିବା ସୂଚନା ରହିଛି।

ବିଳମ୍ବିତ ରାତି ପର୍ଯ୍ୟନ୍ତ ବାର୍‌ ଚଳାଇବା ଅଭିଯୋଗ ଆଧାରରେ ତାଙ୍କୁ ନିଲମ୍ବନ କରାଯାଇଛି। ତାଙ୍କ ବିରୋଧରେ ନିୟମ ଭଙ୍ଗ ଓ କର୍ତ୍ତବ୍ୟରେ ଅବହେଳା ଅଭିଯୋଗ ହୋଇଛି। କେବଳ ଏତିକି ନୁହେଁ, ଭାଇଙ୍କ ନାଁରେ ଲିଜ୍‌ ନେଇ ପ୍ରସନ୍ନ ସାଉଥ ସିଟି ବାର୍‌ ବି ଚଳାଉଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବସ୍‌ରେ ଆସି ବାଇକ୍‌ ଚୋରି

ଭୁବନେଶ୍ୱର,୫।୧୨(ସୂର୍ଯ୍ୟକାନ୍ତ ବେହେରା):ବସ୍‌ରେ ଆସି ଭୁବନେଶ୍ୱରର ବିଭିନ୍ନ ଥାନା ଅଞ୍ଚଳରୁ ବାଇକ ଚୋରି କରି ଚମ୍ପଟ ମାରୁଥିବା ଏକ ୩ଜଣିଆ ଗ୍ୟାଙ୍ଗକୁ ଖଣ୍ଡଗିରି ଥାନା ପୋଲିସ ଧରିଛି।...

ବିନା ବ୍ରେକ୍‌ରେ ୪୮ଘଣ୍ଟା ନାଟକ ପ୍ରଦର୍ଶନ

ଭୁବନେଶ୍ୱର,୫।୧୨(ଶର୍ମିଷ୍ଠା ପାଣିଗ୍ରାହୀ):ବିନା ବ୍ରେକ୍‌ରେ ଲଗାତର ୪୮ ଘଣ୍ଟାରୁ ଅଧିକ ସମୟ ନାଟକ ପରିବେଷଣ କରି ବିଶ୍ୱ ରେକର୍ଡ ସୃଷ୍ଟି କରିଛି ନାଟ୍ୟ ସଂସ୍ଥା ମିରର ଥିଏଟର।...

ଶ୍ରୀଜଗନ୍ନାଥଙ୍କ ଉପରେ ଆସିବ ୨-ଡି ଓଡ଼ିଆ ଆନିମେଶନ

ଭୁବନେଶ୍ୱର,୫।୧୨(ଶର୍ମିଷ୍ଠା ପାଣିଗ୍ରାହୀ): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଉପରେ ଆସିବ ୨-ଡି ଓଡ଼ିଆ ଆନିମେଶନ ସିରିଜ। ‘ଜୟ ଜଗନ୍ନାଥ’ ନାଁରେ ନାମିତ ଏହି ବିବିଧ ବିଭାଗର ସିରିଜ ବିଶେଷ...

ବ୍ୟାଙ୍କିଙ୍ଗ୍‌ ଠକେଇ ରୋକିବ ‘ରାପିଡ୍‌ ଆଲର୍ଟ ସିଷ୍ଟମ’

ଭୁବନେଶ୍ୱର,୫।୧୨(ଅନୁରାଧା ମହାରଣା):ଡିଜିଟାଲ ବ୍ୟାଙ୍କିଂର ବ୍ୟବହାର ବୃଦ୍ଧି ସହିତ ବ୍ୟାଙ୍କିଙ୍ଗ ଠକେଇ ଘଟଣା ମଧ୍ୟ ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି। ତେବେ ଏପରି ଠକେଇ ମାମଲାକୁ ନିୟନ୍ତ୍ରଣ...

ନାରୀ ନିର୍ଯାତନାରେ ଓଡ଼ିଶା ୪ର୍ଥ

ଭୁବନେଶ୍ୱର,୫ା୧୨(ସତ୍ୟଜିତ୍‌ ରାଉତ):ଦେଶବ୍ୟାପୀ ମହିଳା ଓ ଶିଶୁ ବିରୋଧୀ ହିଂସା, ଅପରାଧ ବୃଦ୍ଧି ଚିନ୍ତାଜନକ ରହିଛି। ଅଧିକାଂଶ ମହିଳା ଘରୋଇ ହିଂସାର ଶିକାର ହେଉଛନ୍ତି। ଦେଶରେ ମହିଳା...

ଆଜି ଉପକୂଳରେ ମାଡ଼ହେବ ‘ମିଗ୍‌ଜୋମ୍‌’: ଓଡ଼ିଶାର ୫ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର, ୫ା୧୨ (ଅନିଲଦାସ):ପଶ୍ଚିମ କେନ୍ଦ୍ରୀୟ ଏବଂ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଦକ୍ଷିଣ ଆନ୍ଧ୍ର ଓ ତାମିଲନାଡୁ ଉପକୂଳରେ କେନ୍ଦ୍ରୀଭୂତ ହୋଇଥିବା ସାମୁଦ୍ରିକ ଝଡ଼ ‘ମିଗ୍‌ଜୋମ’ ଭୟଙ୍କର...

ବାତ୍ୟା ‘ମିଗଜୋମ’ର ପ୍ରଭାବ: ଆସନ୍ତାକାଲି ଗଜପତିରେ ସବୁ ସ୍କୁଲ ଛୁଟି ଘୋଷଣା

ଭୁବନେଶ୍ୱର,୫।୧୨: ବାତ୍ୟା ‘ମିଗଜୋମ’ର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପାଗ କୋହଲା ରହିଛି। ଏହାସହ କିଛି ସ୍ଥାନରେ ବର୍ଷା ମଧ୍ୟ ହେଉଛି। ଏହାକୁ ଦୃଷ୍ଟିରେ ରଖି...

ଓଲଟିଲା ପିକଅପ୍‌ ଭ୍ୟାନ: ୧୫ ଗୁରୁତର

ବଲାଙ୍ଗୀର,୫।୧୨: ବଲାଙ୍ଗୀର ଜିଲା ଟିଟିଲାଗଡ଼ କତରକେଲା ରେଲ ଫାଟକ ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ପିକନିକ୍‌ ଯାଉଥିବା ଏକ ପିକଅପ୍‌ ଭ୍ୟାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri