ମନୀଷ ହତ୍ୟା ମାମଲା: ରିମାଣ୍ଡରେ ଗଲେ ୩ ଅଭିଯୁକ୍ତ

ଭୁବନେଶ୍ୱର,୧୮।୧୦(ବ୍ୟୁରୋ): ମନୀଷ ଦାସ ହତ୍ୟା ମାମଲାରେ ଗିରଫ ହୋଇ ୩ ଅଭିଯୁକ୍ତଙ୍କୁ ସୋମବାର କମିଶନରେଟ ପୁଲିସ ରିମାଣ୍ଡରେ ନେଇଛି । ଝାରପଡ଼ା ଜେଲରେ ଥିବା ୩ ଅଭିଯୁକ୍ତଙ୍କୁ ୪ ଦିନିଆ ରିମାଣ୍ଡରେ ଯାଇଛନ୍ତି। ଅଭିଯୁକ୍ତଙ୍କୁ ନେଇ ସିନ ରିକ୍ରିଏଶନ କରାଯିବା ନେଇ ଭୁବନେଶ୍ୱର ଡିସିପି ଉମାଶଙ୍କର ଦାଶ ସୂଚନା ଦେଇଛନ୍ତି।