ଜୁନ ୮ରେ ଗୋଆରେ ନିର୍ବନ୍ଧ

ବମ୍ବେ: ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ଟେଲି ଅଭିନେତା ମନିଷ ନାଗଦେବ। ଖୁବ୍‌ଶୀଘ୍ର ସେ ପ୍ରେମିକା ମଲିକା ଜୁନେଜାଙ୍କ ସହ ଆଉ ପାଦେ ଆଗକୁ ବଢ଼ିବେ। ଜୁନ ୮ରେ ଏହି ଯୋଡ଼ି ଗୋଆରେ ନିର୍ବନ୍ଧ କରିବାକୁ ଯାଉଛନ୍ତି। ଏଥିପାଇଁ ସରିଛି ସମସ୍ତ ପ୍ରସ୍ତୁତି। ପରେ ସେପ୍ଟେମ୍ବରରେ ଉଭୟ କେବଳ ପରିବାରଲୋକଙ୍କ ଉପସ୍ଥିତିରେ ବିବାହ କରିବାକୁ ଯୋଜନା କରିଥିବା ଜଣାପଡ଼ିଛି।

‘ଉଡାନ୍‌, ବେଗୁସରାୟ, ବନୁ ମୈ ତେରି ଦୁଲହନ୍‌’ ଭଳି ଶୋ’ରେ ଭାଗ ନେଇଥିବା ମନିଷ କହିଛନ୍ତି, ସେ ଏବଂ ମଲିକା ଗତ ବର୍ଷ ବିବାହ କରିବାକୁ ଚିନ୍ତା କରିଥିଲେ। ହେଲେ କରୋନା ଭୟରେ ଏହା ସ୍ଥଗିତ ରହିଥିଲା। ଏବେ ତାଙ୍କ ବିବାହ ଭବ୍ୟ ସମାରୋହ ହେବ ନାହିଁ। ଏହା ଏକ ସାଧାରଣ ବିବାହ ହେବ। ଆବଶ୍ୟକ ପଡ଼ିଲେ ଦୁହେଁ କୋର୍ଟରେ ବିବାହ କରିପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରିରୁ ବିଦା ହେଲେ ମଞ୍ଚେଶ୍ୱର ଥାନା ASI

ଭୁବନେଶ୍ୱର,୧୮ା୬: ଭୁବନେଶ୍ବର ମଞ୍ଚେଶ୍ୱର ଥାନା ଏଏସ୍‌ଆଇ ରାଜେଶ କୁଲ୍ଲୁ ଚାକିରିରୁ ବହିଷ୍କୃତ ହୋଇଛନ୍ତି। କମିଶନରେଟ୍‌ ପୋଲିସ କାର୍ଯ୍ୟାଳୟ ପକ୍ଷରୁ ଏପରି ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ୨୦…

ହଠାତ୍‌ ମାଡ଼ି ଆସିଲା ସମୁଦ୍ର ଜୁଆର, ୧୦୦ ଏକର ଚାଷ ଜମି ଜଳମଗ୍ନ

ମହାକାଳପଡ଼ା,୧୮ା୬(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରା ପଞ୍ଚାୟତ ଆଦିବାସୀ ଅଧ୍ୟୁଷିତ ପାଣିଖିଆ ଗ୍ରାମ ଦେବତୀ ଜାହେରୀ ପୀଠଠାରେ ବୁଧବାର ସମୁଦ୍ର ଉଚ୍ଚ ଜୁଆର…

ମାନବାଧିକାର କର୍ମୀ ପରିଚୟରେ କରୁଥିଲେ ଟଙ୍କା ଆଦାୟ, ତିନି ଅଭିଯୁକ୍ତଙ୍କ ବିରୋଧରେ ମାମଲା

ଗଜପତି, ୧୮।୬(ଗିରିଧାରୀ ପରିଛା): ମାନବାଧିକାର ସଂଗଠନ ଓ ଏନଜିଓର ନାମ ବ୍ୟବହାର କରି ନିରୀହ ଲୋକଙ୍କୁ ଭୟଭୀତ କରି ଟଙ୍କା ଆଦାୟ କରୁଥିବା ଏକ ଠକେଇ ଅଭିଯୋଗ…

ଏହି ଯାତ୍ରୀମାନଙ୍କ ପାଇଁ ଖୁସି ଖବର! ଟ୍ରେନ ଟିକେଟ୍‌ରେ ୭୫% ପର୍ଯ୍ୟନ୍ତ ରିହାତି, ଜାଣନ୍ତୁ କେମିତି କରିବେ ଆପ୍ଲାଏ…

ନୂଆଦିଲ୍‌ଲୀ,୧୮।୬: ଭାରତୀୟ ରେଳବାଇ (Indian Railways) ଦେଶର ପ୍ରତ୍ୟେକ ବର୍ଗର ଲୋକଙ୍କ ପାଇଁ ଯାତ୍ରାକୁ ସହଜ, ସୁରକ୍ଷିତ ଏବଂ ଶସ୍ତା କରିବା ପାଇଁ କ୍ରମାଗତ ଭାବେ ପ୍ରୟାସ…

ଚାମେଲି ବିବାଦ ମାମଲା: ସେଦିନ କ’ଣ ଘଟିଥିଲା? ଚାଞ୍ଚଲ୍ୟକର ଖୁଲାସା କଲେ ବିଡିଓ

କେନ୍ଦ୍ରାପଡ଼ା,୧୮।୬: ତିଖିରୀ ସରପଞ୍ଚ ଚାମେଲି ଓଝା ମାମଲାରେ ଦୀର୍ଘ ୮ ଦିନ ପରେ ମୁହଁ ଖୋଲିଲେ ମହାକାଳପଡ଼ା ବିଡିଓ ରବିନାରାୟଣ ଆଚାର୍ଯ୍ୟ। ବିଡିଓ କହିଛନ୍ତି, ମନା କରିବା…

ଇରାନ-ଆମେରିକା ଡିଲ୍‌ରେ ପାକିସ୍ତାନର ନାଁ: ଖୁସିରେ ଗଦ୍‌ଗଦ୍‌ ଶେହବାଜ ସରିଫ, କହିଲେ- ‘ମୋ ମଧ୍ୟସ୍ଥତାରେ…’

ନୂଆଦିଲ୍ଲୀ, ୧୮।୬: ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଚୁକ୍ତି ସ୍ବାକ୍ଷରିତ ହୋଇଛି। ଏହି ଡିଲ (ଚୁକ୍ତି) ହେବା ପରେ ପାକିସ୍ତାନ ମଧ୍ୟ ମଧ୍ୟସ୍ଥତାର ଶ୍ରେୟ (କ୍ରେଡିଟ)…

ଆପଲପ୍ରେମୀଙ୍କୁ ଲାଗିବ ଝଟକା, ମହଙ୍ଗା ହେବ ଆଇଫୋନ! ସିଇଓ କହିଲେ…

ନୂଆଦିଲ୍ଲୀ,୧୮।୬: ବର୍ତ୍ତମାନ ସମୟରେ ଯୁବପିଢ଼ିଙ୍କ ମଧ୍ୟରେ ଆଇଫୋନର କ୍ରେଜ ଦେଖିବାକୁ ମିଳୁଛି । ଏହାରି ଭିତରେ ଆପଲ ସିଇଓ ଟିମ୍ କୁକ୍ ଏକ ବଡ଼ ଘୋଷଣା କରିଛନ୍ତି…

G7 ସମ୍ମିଳନୀରେ ମୋଦିଙ୍କୁ ନେଇ ଏମିତି କ’ଣ କହିଲେ ଟ୍ରମ୍ପ? ହସି ହସି ବେଦମ ହେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, ୧୮।୬: ଫ୍ରାନ୍ସର ଏଭିଆନଠାରେ ଅନୁଷ୍ଠିତ ଜି-୭ ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ସାକ୍ଷାତ ହୋଇଥିଲା। ଦ୍ୱିପାକ୍ଷିକ ବୈଠକ ଅବସରରେ ଟ୍ରମ୍ପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri