ବଲିଉଡ ଅଭିନେତା ମନୀଷ ପାଲଙ୍କୁ କରୋନା

ମୁମ୍ବାଇ,୭।୧୨-ମହାମାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି ବଲିଉଡ ଅଭିନେତା ମନୀଷ ପାଲ। ତାଙ୍କ କରୋନା ରିପୋର୍ଟ ପଜିଟିଭ ଆସିଛି। ମନୀଷ କରୋନା ସଂକ୍ରମିତ ହେବାର ଜଣା ପଡ଼ିବା ମାତ୍ରେ ସେ ବରୁଣ ଧଓ୍ବନ ଏବଂ କିଆରା ଆଡଭାନିଙ୍କ ଫିଲ୍ମ ’ଯୁଗ ଯୁଗ ଜିଓ’ ସୁଟିଂ ସେଟ୍‌ରୁ ମୁମ୍ବାଇ ଫେରି ଆସିଛନ୍ତି। ବର୍ତ୍ତମାନ ସେ କ୍ୱାରାଣ୍ଟାଇନରେ ରହିଛନ୍ତି। ତେବେ ଏ ନେଇ ତାଙ୍କ ପକ୍ଷରୁ କୌଣସି ସୂଚନା ଦିଆଯାଇ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

କ୍ୟାଟ୍ରିନାଙ୍କୁ ମିଳିଲା ବଡ଼ ଅଫର୍‌

ସାଉଥ୍‌ ସୁପରଷ୍ଟାର ପ୍ରଭାସଙ୍କ ଆଗାମୀ ଫିଲ୍ମ ‘ସ୍ପିରିଟ’ ଆଜିକାଲି ଚର୍ଚ୍ଚାରେ ରହିଛି। କିଛି ମାସ ପୂର୍ବରୁ ଦୀପିକା ପାଦୁକୋନ ଏହି ପ୍ରୋଜେକ୍ଟରୁ ଓହରି ଯାଇଥିଲେ। ତୃପ୍ତି ଡିମରି…

ଦୁଃଖ ବଖାଣିଲେ ମାନୁଷୀ ଛିଲ୍ଲର: ମୋତେ ବି ୨ଥର….

ନିଟ୍‌ ପେପର ଲିକ ପ୍ରସଙ୍ଗ ବିରୋଧରେ ଚାଲିଥିବା ଛାତ୍ର ପ୍ରତିବାଦକୁ ଅଭିନେତ୍ରୀ ମାନୁଷୀ ଛିଲ୍ଲର ମଧ୍ୟ ସମର୍ଥନ କରିଛନ୍ତି। ସେ ତାଙ୍କ ଇନଷ୍ଟାଗ୍ରାମ ହ୍ୟାଣ୍ଡେଲରେ ଏ ବିଷୟରେ…

ଦୟାକରି ଘରକୁ ଫେରିଯାଅ…ଆନ୍ଦୋଳନରତ ଛାତ୍ରଛାତ୍ରୀମାନଙ୍କୁ ସଲମାନ କଲେ ଏଭଳି ଅପିଲ୍‌

ନୂଆଦିଲ୍ଲୀ: ଦିଲ୍ଲୀ ଜନ୍ତରମନ୍ତରରେ ଚାଲିଥିବା ଛାତ୍ର ଆନ୍ଦୋଳନ ଏବଂ ପେପର୍ ଲିକ୍ ପ୍ରସଙ୍ଗକୁ ନେଇ ବଲିଉଡ୍ ଅଭିନେତା ସଲମାନ ଖନ୍ ପୁଣିଥରେ ଏକ ଗୁରୁତ୍ୱପୂର୍ଣ୍ଣ ସୋସିଆଲ ମିଡିଆ…

ମୋତେ ଚୁମ୍ବନ ଦେଇ… କରଣଙ୍କ ନାଁରେ ଗମ୍ଭୀର ଅଭିଯୋଗ ଆଣିଲେ ଅଭିନେତ୍ରୀ

ଟିଭି ଅଭିନେତ୍ରୀ ସାନଭି ତଲୱାର ଅଭିନେତା କରଣ କୁନ୍ଦ୍ରାଙ୍କ ବିରୋଧରେ ଗମ୍ଭୀର ଅଭିଯୋଗ ଆଣିଛନ୍ତି। ‘ୟେ କହାନ ଆ ଗୟେ ହମ’ ଟିଭି ଶୋ’ର ଶୁଟିଂ ସମୟରେ…

ଖାଇବାକୁ ପାଉନାହାନ୍ତି ଆମିର ଖାନଙ୍କ ଭାଇ, ସ୍ତ୍ରୀ ଆଣିଲେ ଶାରୀରିକ ଶୋଷଣର ଅଭିଯୋଗ

ନୂଆଦିଲ୍ଲୀ,୨୩।୭: ‘କରିଶ୍ମା କା କରିଶ୍ମା’, ‘ଶରାରତ୍’ ଏବଂ ‘ବଡ଼େ ଅଚ୍ଛେ ଲଗତେ ହୈଁ’ ଭଳି ସୋ’ରେ ନିଜ ଭୂମିକା ପାଇଁ ଜଣାଶୁଣା ଅଭିନେତ୍ରୀ ଇଭା ଗ୍ରୋଭର, ନିକଟରେ…

ଛାତ୍ର ଆନ୍ଦୋଳନକୁ ନେଇ ମୁହଁ ଖୋଲିଲେ ସଲମାନ ଖାନ୍‌, ଏମିତି କହିଲେ ରାଜନୀତିରେ ଚହଳ

ନୂଆଦିଲ୍ଲୀ,୨୩।୭: ବଲିଉଡ୍ ସୁପରଷ୍ଟାର୍ ସଲମାନ ଖାନ୍ ଛାତ୍ର ଆନ୍ଦୋଳନକୁ ନେଇ ପ୍ରଥମ ଥର ପାଇଁ ଖୋଲାଖୋଲି ଭାବେ ନିଜର ମତ ରଖିଛନ୍ତି। ସେ ସୋସିଆଲ ମିଡିଆରେ ଲେଖିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri