Posted inଜାତୀୟ

‘ରୋଗର ଉପହାସ କରି ହୀନ ରାଜନୀତି କରୁଛି ଭାଜପା’: ସତ୍ୟେନ୍ଦ୍ର ଜୈନଙ୍କ ଭିଡିଓକୁ ନେଇ ପ୍ରତିକ୍ରିୟା ଦେଲେ ସିସୋଡିଆ

ନୂଆଦିଲ୍ଲୀ,୧୯ ।୧୧: ଦିଲ୍ଲୀର ଉପ ମୁଖ୍ୟମନ୍ତ୍ରୀ ମନିଷ ସିସୋଡିଆ ଏକ ପ୍ରେସ କନଫରେନ୍ସ ଜରିଆରେ ଏଏପି ନେତା ସତ୍ୟେନ୍ଦ୍ର ଜୈନଙ୍କ ମସାଜ ବାଲା ଭିଡିଓ ମାମଲାରେ କଥା ହେବା ସମୟରେ ଭାରତୀୟ ଜନତା ପାର୍ଟି(ଭାଜପା) ହୀନ ରାଜନୀତି କରୁଛି ବୋଲି ଅଭିଯୋଗ କହିଛନ୍ତି । ସେ କହିଛନ୍ତି ସତ୍ୟେନ୍ଦ୍ର ଜୈନ ଗତ ୬ ମାସ ହେବ ଜେଲରେ ବନ୍ଦ ଅଛନ୍ତି । ଏହି ସମୟରେ ସେ ଜେଲରେ ପଡିଯିବାରୁ ତାଙ୍କ ସ୍ପାଇନରେ ଆଘାତ ଲାଗିଛି ଯାହାର ସର୍ଜରୀ କରାଯାଇଛି ।
ସିସୋଡିଆ ହସ୍ପଟାଲର କିଛି କାଗଜ ପତ୍ର ଦେଖାଇ ଦାବି କରିଛନ୍ତି ସତ୍ୟେନ୍ଦ୍ର ଜୈନଙ୍କୁ ଡାକ୍ତର ଲେଖିକରି ଦେଇଛନ୍ତି କି ତାଙ୍କୁ ଫିଜିଓଥେରାପିର ଆବଶ୍ୟକତା ରହିଛି । ଯେଉଁଥିପାଇଁ ସେ ମସାଜ କରୁଛନ୍ତି । ଭାଜପା ଦ୍ୱାରା ଜାରି କରାଯାଇଥିବା ଭିଡିଓକୁ ନେଇ ସିସୋଡିଆ ରାଗ ଜାହିର କରି କହିଛନ୍ତି, କୌଣସି ବି ରୋଗିଣା ବ୍ୟକ୍ତିଙ୍କୁ ଜେଲରେ ଏଭଳି ଆବଶ୍ୟକତା ପଡିଥାଏ । ହେଲେ ଭାଜପା ଏଭଳି ଭିଡିଓ ଜାରି କରି ଉପହାସ କରୁଛି । ପ୍ରଶ୍ନ ଉଠୁଛି ଭାଜପା ହୀନ ରାଜନୀତି କରୁଛି, ଦଳ ବହୁତ ତଳକୁ ଖସି ଆସିଛି ।


Enter your email to get our daily news in your inbox.

All Right Reserved By Dharitri.Com

‘ଟ୍ରମ୍ପ ଆମ ଜୀବନ ବଞ୍ଚାଇଥିଲେ’ ‘ଅପରେଶନ ସିନ୍ଦୂର’ର ପ୍ରଭାବକୁ ଏବେ ମଧ୍ୟ ଭୁଲିନାହିଁ ପାକିସ୍ତାନ; ମନେ ପକାଇ କହିଲା…

ଇସଲାମାବାଦ,୨୬।୯: ପାକିସ୍ତାନର ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ମେ’ ୨୦୨୫ରେ ଭାରତ ଦ୍ୱାରା ପାକିସ୍ତାନ ବିରୋଧରେ ଆରମ୍ଭ କରାଯାଇଥିବା ‘ଅପରେଶନ ସିନ୍ଦୂର’ର ପ୍ରଭାବକୁ ଭୁଲି ନାହାନ୍ତି; ସେଥିପାଇଁ ସେ…

ପ୍ରେମାନନ୍ଦ ମହାରାଜଙ୍କ ଆଶ୍ରମରେ ଅଭାବନୀୟ ଘଟଣା: ୪ର୍ଥ ମହଲାରୁ ଖସି ଶିଷ୍ୟଙ୍କ ମୃତ୍ୟୁ, ଗୁପ୍ତାଙ୍ଗ କଟା, ମୁଣ୍ଡରେ ଗଭୀର ଆଘାତ

ନୂଆଦିଲ୍ଲୀ,୨୬।୯: ବୃନ୍ଦାବନର ପ୍ରସିଦ୍ଧ ସନ୍ଥ ପ୍ରେମାନନ୍ଦ ମହାରାଜଙ୍କ ଶିଷ୍ୟ ରସିକ ଦୁଲାରୀ ଶରଣ ଆଶ୍ରମର ଚତୁର୍ଥ ମହଲାରୁ ଖସିପଡ଼ି ମୃତ୍ୟୁବରଣ କରିଛନ୍ତି। ଘଟଣାଟି ବୃନ୍ଦାବନ ଅଞ୍ଚଳର ଗୁରୁ…

ସାମୁଦ୍ରିକ ଜୁଆର ମାଡ଼ରେ ଧସିଲା ଲୁଣାଘେରି ବନ୍ଧ, ତତ୍ପରତା ଦେଖାଉନି ଜଳସମ୍ପଦ ବିଭାଗ

ମହାକାଳପଡ଼ା,୨୬ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ଲଘୁଚାପ ପ୍ରଭାବରେ ସାମୁଦ୍ରିକ ଜୁଆର ମାଡ଼ରେ ଜରି ପଲିଥିନରେ ନଦୀ ପାର୍ଶ୍ୱମାଟି ଅତଡ଼ା ଖସିବା ଯୋଗୁ ବନ୍ଧ ପ୍ରତି ବିପଦ ସୃଷ୍ଟି ହୋଇଛି।…

ପାର୍ୱଣ ପୂର୍ବରୁ ସରକାରୀ କର୍ମଚାରୀଙ୍କୁ ବଡ଼ ଝଟ୍‌କା! ବୋନସକୁ ନେଇ ଆସିଲା ଖରାପ ଖବର

ନୂଆଦିଲ୍ଲୀ,୨୬।୯: ପାର୍ୱଣ ଋତୁ ପୂର୍ୱରୁ କର୍ମଚାରୀମାନେ ବୋନସକୁ ଅପେକ୍ଷା କରି ରହିଛନ୍ତି। ବିଭିନ୍ନ ସରକାରୀ ଏବଂ ଘରୋଇ ସଂସ୍ଥା ବୋନସ ଘୋଷଣା ମଧ୍ୟ କରୁଛନ୍ତି। ଏହି ସମୟରେ…

ବଡ଼ ବିମାନ ଦୁର୍ଘଟଣା; ଦୁଇ ବରିଷ୍ଠ ସାମରିକ ଅଧିକାରୀଙ୍କ ସମେତ ୧୪ ମୃତ

କିନଶାସା,୨୬।୯: ଆଫ୍ରିକୀୟ ଦେଶ ‘ଡେମୋକ୍ରାଟିକ ରିପବ୍ଲିକ ଅଫ ଦ କଙ୍ଗୋ’ (DRC) ରେ ଏକ ବିମାନ ଦୁର୍ଘଟଣାରେ ୧୪ ଜଣ ପ୍ରାଣ ହରାଇଛନ୍ତି। ମୃତକଙ୍କ ମଧ୍ୟରେ ଦେଶର…

ନିଜ ପତ୍ନୀଙ୍କ ଅପେକ୍ଷା ରୋହିତ ଶର୍ମାଙ୍କୁ ଅଧିକ ଭଲ ପାଆନ୍ତି ଧାୱନ! ଭିଡିଓ ଦେଖି ସମସ୍ତେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୬।୯: କ୍ରିକେଟ ଦୁନିିଆରେ କିଛି ଖେଳାଳି କେବଳ ସେମାନଙ୍କ ଖେଳ ପାଇଁ ନୁହେଁ, ବରଂ ସେମାନଙ୍କ ବନ୍ଧୁତା ପାଇଁ ମଧ୍ୟ ବେଶ ଜଣାଶୁଣା। ପୂର୍ବତନ ଭାରତୀୟ ଅଧିନାୟକ…

ହୀରାକୁଦରେ ପୁଣି ଖୋଲିଲା ୭ଟି ସ୍ଲୁଇସ ଗେଟ: ଜାରି ରହିଛି ବନ୍ୟାଜଳ ନିଷ୍କାସନ

ସମ୍ବଲପୁର, ୨୬।୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ପୁଣି ବୃଦ୍ଧି ପାଇଛି। ଏହାକୁ ଦୃଷ୍ଟିରେ ରଖି ଜଳଭଣ୍ଡାରର ସୁପରିଚାଳନା ଏବଂ ଆଗୁଆ ପ୍ରତିଷେଧମୂଳକ ପଦକ୍ଷେପ…

ପହିଲାରୁ ବଦଳିବ LPG Gasର ୫ ବଡ଼ ନିୟମ! ବୁକିଂ କରିବା ପୂର୍ବରୁ ଜାଣନ୍ତୁ…

ନୂଆଦିଲ୍ଲୀ,୨୬।୯: ଅକ୍ଟୋବର ୧ ତାରିଖରୁ ଏଲପିଜି ସିଲିଣ୍ଡର ସହିତ ଜଡିତ ଅନେକ ପରିବର୍ତ୍ତନ ଲାଗୁ ହେବାକୁ ଯାଉଛି। ଏହି ପରିବର୍ତ୍ତନଗୁଡ଼ିକ ଗ୍ୟାସ ବୁକିଂ ଓ ରିଫିଲିଂକୁ ପ୍ରଭାବିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?