Posted inଜାତୀୟ

ମୁଁ ବି ମୋଦିଙ୍କ ବରାବର ହୋଇଗଲିଣି: ସିସୋଡିଆ

ନୂଆଦିଲ୍ଲୀ,୯ ।୨: ଦିଲ୍ଲୀର ଆମ ଆଦମୀ ପାର୍ଟି(ଏଏପି) ଓ ଭାଜପା ମଧ୍ୟରେ ଗୁପ୍ତଚର ଅଭିଯୋଗକୁ ନେଇ ରାଜନୀତି ଆରମ୍ଭ ହୋଇଯାଇଛି । ଭାଜପାର ଗୁପ୍ତଚର ଅଭିଯୋଗ ଉପରେ ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନିଷ ସିସୋଡିଆ ଟୁଇଟ କରି ପ୍ରତିକ୍ରିୟା ଦେଇଛନ୍ତି । ସେ କହିଛନ୍ତି ଭାଜପା ଲୋକେ ମୋ ବିରୋଧରେ ନୂଆ ଅଭିଯୋଗ ଆଣିଛନ୍ତି କି ମୁଁ ୨୦୧୫ରୁ ସେମାନଙ୍କ ଉପରେ ଗୁପ୍ତଚର କରିଆସୁଛି । ଏତେ ବଡ ବଡ ଲୋକ ଯାହାର ଅସ୍ତିତ୍ୱ ସିବିଆଇ, ଇଡି, ପେଗାସସରେ ବିରୋଧି ନେତାଙ୍କ ବିରୋଧରେ ଷଡଯନ୍ତ୍ର କରୁଛି, ଯଦି ଏତେ ବଡ ଲୋକେ ମୋତେ ଡରୁଛନ୍ତି, ତେବେ ଲାଗୁଛି ମୁଁ ବି ମୋଦିଙ୍କ ବରାବର ହୋଇଯାଇଛି ।

ସୂଚନାଯୋଗ୍ୟ, ଏହାପୂର୍ବରୁ ଭାଜପା ଏମପି ମନୋଜ ତିୱାରୀ ଗଣମାଧ୍ୟମ ସହ କଥା ହେବା ସମୟରେ କହିଥିଲେ ଦିଲ୍ଲୀ ସରକାରଙ୍କ ଉପମୁଖ୍ୟମନ୍ତ୍ରୀ ମନିଷ ସିସୋଡିଆ ଫିଡବ୍ୟାକ ୟୁନିଟ ବାହାନାରେ ରାଜନେତାଙ୍କ ଗୁପ୍ତଚରି କରୁଥିବା ଧରାପଡିଛି । ଦିଲ୍ଲୀର ଟ୍ୟାକ୍ସ ପେୟରଙ୍କ ପଇସାରୁ ଦିଲ୍ଲୀର ବିକାଶ କାର୍ଯ୍ୟକରିବା ପରିବର୍ତ୍ତେ ବେଆଇନ ଭାବେ ଗୁପ୍ତଚର କରୁଛନ୍ତି । ଯାଞ୍ଚ ଏଜେନ୍ସି ଏହାକୁ ଧିରିଛି ଆଉ ଏବେ ଉପମ୍ୟୁମନ୍ତ୍ରୀ ମନିଷ ସିସୋଡିଆଙ୍କ ଉପରେ ମାମଲା କରିବାର ପ୍ରକ୍ରିୟା ଆରମ୍ଭ ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

 ଓହରିଯାଉଥିବା ବିଦେଶୀ ଖେଳାଳିଙ୍କୁ କଠୋର ଦଣ୍ଡ ଦେବାକୁ ଦାବି କଲେ ଗାଭାସ୍କର

ନୂଆଦିଲ୍ଲୀ,୨୯ା୩: କିମ୍ବଦନ୍ତୀ ଭାରତୀୟ କ୍ରିକେଟର ସୁନୀଲ ଗାଭାସ୍କର ଆଇପିଏଲ୍‌ରୁ ଅନ୍ତିମ ସମୟରେ ଓହରିଯାଉଥିବା ବିଦେଶୀ ଖେଳାଳିଙ୍କ ପାଇଁ କଠୋର ଦଣ୍ଡ ଲାଗି ଦାବି କରିଛନ୍ତି। ଏଥିସହିତ ବର୍ତ୍ତମାନ…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ଗାଧୋଇବାକୁ ଯାଇ ମହାନଦୀରେ ବୁଡ଼ିଗଲେ ନାବାଳକ

ବାଙ୍କୀ,୨୯।୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବୈଦେସ୍ବର ଥାନା ଅଧୀନ ମହାନଦୀରେ ଗାଧୋଉଥିବା ବେଳେ ପାଣିରେ ବୁଡି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଶୁଭମ୍‌ କୁମାର ରାଉତ(୧୫)।…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

ଦିଗପହଣ୍ଡିରେ ଜାଳେଣି ଗ୍ୟାସ ସିଲିଣ୍ଡର କଳାବଜାର, ହନ୍ତସନ୍ତ ହେଉଛନ୍ତି ଲୋକେ

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳମାନଙ୍କରେ ଜାଳେଣି ଗ୍ୟାସ ସିଲିଣ୍ଡରର ବ୍ୟାପକ କଳାବଜାର ହେଉଥିବା ଜାଣିବାକୁ ମିଳିଛି । ମଧ୍ୟପ୍ରାଚ୍ୟ…

ଦଳାଚକଟା ପୀଡ଼ିତାଙ୍କୁ ପ୍ରଥମ ବିଜୟ ଉତ୍ସର୍ଗ କଲେ ଆର୍‌ସିବି ଅଧିନାୟକ

ବେଙ୍ଗାଲୁରୁ,୨୯ା୩: ସନ୍‌ରାଇଜର୍ସ ବିପକ୍ଷ ମ୍ୟାଚ୍‌ରେ ଏକ ଜବରଦସ୍ତ ବିଜୟ ସହ ଡିଫେଣ୍ଡିଂ ଚାମ୍ପିୟନ ରୟାଲ ଚ୍ୟାଲେଞ୍ଜ ବେଙ୍ଗାଲୁରୁ (ଆର୍‌ସିବି) ତା’ର ଅଭିଯାନ ଆରମ୍ଭ କରିଛି। ଦଳର ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri