Posted inଜାତୀୟ

ଜେଲରୁ ମୁକୁଳିବା ପରେ ପୁଣି ଦାୟିତ୍ୱ ନେବେ ସିସୋଡିଆ, ସତ୍ୟେନ୍ଦ୍ର: ଆତିଶୀ

ନୂଆଦିଲ୍ଲୀ,୯।୩: ଆମ ଆଦମୀ ପାର୍ଟିର ବିଧାୟକ ସୌରଭ ଭରଦ୍ୱାଜ ଏବଂ ଆତିଶୀ ଅରବିନ୍ଦ କେଜ୍ରିୱାଲ କ୍ୟାବିନେଟରେ ମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି। ଗୁରୁବାର ଦିଲ୍ଲୀର ଏଲଜି ହାଉସରେ ଦିଲ୍ଲୀ ଲ୍ୟୁଟନାଣ୍ଟ ଗଭର୍ନର ଭି.କେ ସକ୍ସେନା ଉଭୟଙ୍କୁ ଶପଥପାଠ କରାଇଥିଲେ। ଏହାପରେ ଆତିଶୀ ଗିରଫ ହୋଇଥିବା ୨ ମନ୍ତ୍ରୀକୁ ନେଇ ନିଜର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଏଏପି ନେତା ମନୀଷ ସିସୋଡିଆ ଏବଂ ସତ୍ୟେନ୍ଦ୍ର ଜୈନ ଜେଲରୁ ମୁକୁଳିବା ପରେ ଶିକ୍ଷା ଏବଂ ସ୍ବାସ୍ଥ୍ୟ ବିଭାଗର ଦାୟିତ୍ୱ ନେବେ। ପୁଣି ଉଭୟଙ୍କୁ ନୂଆକରି ନିଯୁକ୍ତ କରାଯିବ। ସ୍ବାଧନତା ପରଠାରୁ ସ୍ବାସ୍ଥ୍ୟ ଓ ଶିକ୍ଷା ମନ୍ତ୍ରୀ ଭାବରେ ସତ୍ୟେନ୍ଦ୍ର ଜୈନ ଏବଂ ମନୀଷ ସିସୋଡିଆ ଐତିହାସିକ କାର୍ଯ୍ୟ କରିଛନ୍ତି। ଭଗବାନ ରାମଚନ୍ଦ୍ର ଯେପରି ବନବାସ ଯାଇଥିଲେ,ସେତେବେଳେ ତାଙ୍କ ଭାଇ ଭରତ ରାଜ୍ୟକୁ ପରିଚାଳନା କରିଥିଲେ, ଆମେ ସେପରି କାର୍ଯ୍ୟ କରିବୁ ବୋଲି ଆତିଶୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହେବ ତୃତୀୟ ବିଶ୍ୱଯୁଦ୍ଧ! ଚେତାବନୀ ଦେଲେ ଟ୍ରମ୍ପ, ଜାଣନ୍ତୁ କାହିଁକି…

ଓ୍ବାଶିଂଟନ୍‌,୧୨।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଶାନ୍ତି ଆଲୋଚନାରେ ପ୍ରାୟ ବିରକ୍ତ ହୋଇପଡିଲେଣି। ଅନେକ ପର୍ଯ୍ୟାୟ ବୈଠକ ଅନୁଷ୍ଠିତ...

ପ୍ରଥମ ଥର ପାଇଁ ଚାଞ୍ଚଲ୍ୟକର ମର୍ଡର କଲା ChatGPT! ଘଟଣା ଜାଣିଲେ…

ନୂଆଦିଲ୍ଲୀ,୧୨।୧୨:  ବର୍ତ୍ତମାନ ସମୟରେ ଯୁବପିଢିଙ୍କ ମଧ୍ୟରେ ଚାଟଜିପିଟିର ଲୋକପ୍ରିୟତା ବଢ଼ିବାରେ ଲାଗିଛି । ହେଲେ ଏହାରି ଭିତରେ ଚାଟଜିପିଟିକୁ ନେଇ ସାଂଘାତିକ ଅଭିଯୋଗ ସାମ୍ନାକୁ ଆସିଛି...

ଭାରତ ନିଜସ୍ୱ ବାୟୁ ମାନଦଣ୍ଡ ସ୍ଥିର କରିବ: ବିଶ୍ୱ ପ୍ରଦୂଷଣ ରାଙ୍କିଙ୍ଗକୁ ଗ୍ରହଣ କଲେନି ସରକାର

ନୂଆଦିଲ୍ଲୀ,୧୨।୧୨: ବିଭିନ୍ନ ସଂସ୍ଥା ଦ୍ୱାରା ପ୍ରକାଶିତ ବିଶ୍ୱ ବାୟୁ ଗୁଣବତ୍ତା ରାଙ୍କିଙ୍ଗଗୁଡ଼ିକୁ କୌଣସି ସରକାରୀ କର୍ତ୍ତୃପକ୍ଷ କରୁ ନାହାନ୍ତି। ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ (WHO)ର ବାୟୁ...

ମାତ୍ର ୧୦୦ ଟଙ୍କାରେ ମିଳିବ ଟି-୨୦ ବିଶ୍ୱକପ ଟିକେଟ୍‌, କେଉଁଠି ଆଉ କେମିତି କରିବେ ବୁକିଂ ଜାଣନ୍ତୁ…

ନୂଆଦିଲ୍ଲୀ,୧୨।୧୨: ICC ପୁରୁଷ ଟି-୨୦ ବିଶ୍ୱକପର ୧୦ମ ସଂସ୍କରଣ ଫେବୃଆରୀ ୭ ତାରିଖରେ ଆରମ୍ଭ ହେବ। ଏଥିରେ ଏକ ଗ୍ରୁପ ପର୍ଯ୍ୟାୟ, ଏକ ସୁପର ୮...

ଭାରସାମ୍ୟ ହରାଇ ରାସ୍ତାରେ ଓଲଟିଲା ଲୁହା ବୋଝେଇ ଟ୍ରକ୍‌, ଭିତରେ ଥିଲେ ଚାଳକ…

ପରଜଙ୍ଗ୧୨।୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଦଦରାଘାଟି ଫାଣ୍ଡି ଅଧୀନ ୧୪୯ ନଂ ଜାତୀୟ ରାଜପଥର କୁଲେଇ ବଅଁରପାଳ ଛକ ନିକଟରେରେ ଭାରସାମ୍ୟ ହରାଇ...

ଜି.ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା: ପାରଦ ତଳ ମୁହାଁ ଯୋଗୁ ଆଭ୍ୟନ୍ତରୀଣ ଅଞ୍ଚଳରେ ତୁଷାରପାତ

ଜି.ଉଦୟଗିରି, ୧୨/୧୨(ଶିଶିର ପଟ୍ଟନାୟକ / ଚିନ୍ମୟ କୁମାର ସେଠୀ ): ଜି.ଉଦୟଗିରି ଅଞ୍ଚଳରେ ବିଗତ ଦୁଇ ସପ୍ତାହ ହେବ ହାଡ଼ଭଙ୍ଗା ଶୀତରେ ଅସ୍ତବ୍ୟସ୍ତ ଅଞ୍ଚଳବାସୀ। ଶୁକ୍ରବାର...

ବଳଦକୁ ମାରି ଖାଇବା ରାଗରେ କଲରାପତରିଆକୁ ଦେଇଦେଲେ ବିଷ!

ବଣାଇ,୧୨।୧୨(ପ୍ରଦୀପ ତ୍ରିପାଠୀ): ବଣାଇଁ ବନଖଣ୍ଡ ଅନ୍ତର୍ଗତ ତାମରା ବନାଞ୍ଚଳର କୁସୁମଡ଼ିହି ଖେସାରା ଜଙ୍ଗଲରେ ଏକ ପ୍ରାୟ ୧୨ ବର୍ଷ ବୟସ୍କ ମାଈ କଲରାପତରିଆ ବାଘର ମୃତ୍ୟୁ...

IRCTC ଆଣୁଛି ନୂଆ ନିୟମ, ମିଳିବ ଏହି ସବୁ ସୁବିଧା

ନୂଆଦିଲ୍ଲୀ,୧୨।୧୨:  ଟ୍ରେନରେ ଯାତ୍ରା କରିବା ସମୟରେ ଆଉ ଖାଇବା ସମସ୍ୟା ଭୋଗିବାକୁ ପଡିବ ନାହିଁ । ଏଣିକି ଫ୍ଲାଇଟ ଭଳି ଖାଦ୍ୟର ମଜା ଟ୍ରେନରେ ମଧ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri