Posted inଜାତୀୟ

ସିସୋଡିଆଙ୍କୁ ଖୁବ୍‌ଶୀଘ୍ର ମିଳିବ ଜାମିନ୍‌!, ଡି ଓ୍ବାଇ ଚନ୍ଦ୍ରଚୂଡ ଦେଲେ ଇସାରା

ନୂଆଦିଲ୍ଲୀ,୯।୭: ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲାରେ ତିହାର ଜେଲରେ ଥିବା ମନୀଷ ସିସୋଡିଆ ସୋମବାର ଜାମିନ ପାଇଁ ସୁପ୍ରିମକୋର୍ଟଙ୍କ ନିକଟରେ ହାଜର ହୋଇଛନ୍ତି। ବରିଷ୍ଠ ଆଇନଜୀବୀ ଅଭିଷେକ ମନୁ ସିଂଭୀ ଦିଲ୍ଲୀର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ତଥା ଆମ ଆଦମୀ ପାର୍ଟି (ଏଏପି) ନେତା ମନୀଷ ସିସୋଡିଆଙ୍କ ପକ୍ଷରୁ କୋର୍ଟରେ ହାଜର ହୋଇଛନ୍ତି। ଜାମିନ ଆବେଦନର ଶୀଘ୍ର ଶୁଣାଣି କରିବାକୁ ସେ କୋର୍ଟଙ୍କୁ ଅନୁରୋଧ କରିଛନ୍ତି। ତେବେ ଏହାକୁ ନେଇ ପ୍ରଧାନ ବିଚାରପତି ଡି ଓ୍ବାଇ ଚନ୍ଦ୍ରଚୂଡ ଏମିତି କିଛି କହିଛନ୍ତି ଯାହାପରେ ସିସୋଡିଆଙ୍କୁ ବେଲ୍‌ ମିଳିବା ନେଇ ଅନୁମାନ କରାଯାଉଛି।

ଅଭିଷେକ ମନୁ ସିଂଭି କୋର୍ଟରେ ଯୁକ୍ତି ଦର୍ଶାଇଛନ୍ତି ଯେ, ମନୀଷ ସିସୋଡିଆ ଦେଢ଼ ବର୍ଷ ହେଲା ଜେଲରେ ଅଛନ୍ତି। ମାମଲାର ଶୁଣାଣି ଶୀଘ୍ର ହେବ ବୋଲି କୋର୍ଟ କହିଥିଲେ ହେଲେ ଏପର୍ଯ୍ୟନ୍ତ ଆରମ୍ଭ କରି ନାହାନ୍ତି। ଏନେଇ ସିଜେଆଇ ଚନ୍ଦ୍ରଚୁଡ କହିଛନ୍ତି, ଆପଣ ଏକ ଇ-ମେଲ ପଠାଇଛନ୍ତି କି? ମୁଁ ଏହାକୁ ଦେଖିବି।

ସୂଚନାଥାଉ କି, ଦିଲ୍ଲୀ ହାଇକୋର୍ଟର ମେ ୨୧ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରି ମନୀଷ ସିସୋଡିଆ ସୁପ୍ରିମକୋର୍ଟରେ ପହଞ୍ଚିଛନ୍ତି। ତାଙ୍କ ଜାମିନ ଆବେଦନକୁ ହାଇକୋର୍ଟ ପ୍ରତ୍ୟାଖ୍ୟାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶକ୍ତିଶ୍ରୀ ଛାତ୍ରୀ ଆତ୍ମସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ: ଛାତ୍ରୀମାନଙ୍କୁ ସଚେତନ କରାଇଲେ…

ଦିଗପହଣ୍ଡି, ୧୦।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବିଜୁ ପଟ୍ଟନାୟକ ମହିଳା ଡିଗ୍ରୀ କଲେଜ ଶକ୍ତିଶ୍ରୀ ସଶକ୍ତିକରଣ ସେଲ ପକ୍ଷରୁ ଗତ ଜୁଲାଇ ୩୦…

ଅଚାନକ ଚଢାଉ କଲା ଅବକାରୀ ବିଭାଗ: ଜବତ ହେଲା ଏତେ ପରିମାଣର ମହୁଲି ଫୁଲ ସହ…

ମୋହନା,୧୦।୮( ମନ୍ମଥ ମିଶ୍ର ): ଗଜପତି ଜିଲାରେ ଅବକାରୀ ବିଭାଗର ବଡ଼ ଧରଣର ଚଢ଼ାଉ। ଅଡବା ଥାନା ଅନ୍ତର୍ଗତ କଟାମା ଗାଁରୁ ୯୦୦ କିଲୋଗ୍ରାମ ମହୁଲି ଫୁଲ…

ପୈତୃକ ଗାଁରେ ଘର କାମ ଆରମ୍ଭ କଲେ ରିଷଭ ପନ୍ତ

ପିଥୋରାଗଡ଼(ଉତ୍ତରାଖଣ୍ଡ),୧୦ା୮: ରିଷଭ ପନ୍ତଙ୍କ ମା’ ଉତ୍ତରାଖଣ୍ଡର ପିଥୋରାଗଡ଼ ଜିଲାରେ ନିଜ ପୈତୃକ ଗାଁକୁ ଫେରିବା ପରେ ସେମାନଙ୍କ ଘରର ପୁନଃ ନିର୍ମାଣ କାମ ଆରମ୍ଭ ହୋଇଛି। ଏହାକୁ…

ଜିଲାପାଳଙ୍କ ବଡ଼ ଆହ୍ବାନ: ପାଳନ ହେବ ‘ଘରେ ଘରେ ତ୍ରିରଙ୍ଗ’ କାର୍ଯ୍ୟକ୍ରମ

ଛତ୍ରପୁର,୧୦।୮୯(ଦିଲ୍ଲୀପ ସାମଲ/ଦାରିକା ପଟ୍ଟନାୟକ): ପବିତ୍ର ସ୍ବାଧୀନତା ଦିବସ ଏବଂ ଜାତୀୟ ସଙ୍ଗୀତ ‘ବନ୍ଦେ ମାତରମ’ର ୧୫୦ତମ ବର୍ଷପୂର୍ତ୍ତି ଅବସରରେ ଦେଶରେ ‘ଘରେ ଘରେ ତ୍ରିରଙ୍ଗା-୨୦୨୬’ କାର୍ଯ୍ୟକ୍ରମ ପାଳନ…

ବ୍ରହ୍ମପୁର ଚାଲାଣ କରୁଥିଲେ ଗଞ୍ଜେଇ, ବାଟରେ ଧରି ପକାଇଲା ପୋଲିସ, ତା’ପରେ…

ପାରଳାଖେମୁଣ୍ଡି,୧୦।୮ (ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ପୋଲିସ ୧୧ କିଲୋ ଗଞ୍ଜେଇ ଜବତ କରିବା ସହ ଜଣଙ୍କୁ ଗିରଫ କରିଛି। ସୋମବାର ସକାଳ ପ୍ରାୟ ୬ଟାରେ ଏସଆଇ ପ୍ରଫୁଲ୍ଲ…

ବଡ଼ ଯା’ ହତ୍ୟା ମାମଲା: ସାନ ଯା’ ନିର୍ଦ୍ଦୋଷରେ ଖଲାସ

ଭଞ୍ଜନଗର,୧୦।୮(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ବିଞ୍ଜିଗିରି ଗ୍ରାମର ବଡ ଯାଆ ସଙ୍ଗୀତା ସାଇଁଙ୍କୁ ତାଙ୍କ ସାନ ଯା’ ଅମି ସାଇଁ ଯୋଜନାବଦ୍ଧ ଭାବେ ଗତ…

ହତ୍ୟା ଉଦ୍ୟମ ଘଟଣାରେ ଫେରାର ଥିଲେ ଅଭିଯୁକ୍ତ, ୧ ବର୍ଷ ପରେ ଘରକୁ ଫେରିଥିବାବେଳେ ହଠାତ୍‌ ପହଞ୍ଚିଲା ପୋଲିସ, ତା’ପରେ…

ଦିଗପହଣ୍ଡି,୧୦।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମର ପିଣ୍ଟୁ ଜେନା(୨୯)ଙ୍କୁ ସୋମବାର କେ.ନୂଆଗାଁ ପୋଲିସ ହତ୍ୟା ଉଦ୍ୟମ ମାମଲାରେ ଗିରଫ କରି…

ମହିଳାଙ୍କୁ ମିଳିବ ଗୋଟିଏ ବର୍ଷ ପାଇଁ ମାଗଣା ମୋବାଇଲ ରିଚାର୍ଜ! ଶେଷରେ ମୋଦି ସରକାର ଦେଲେ ସଫେଇ

ନୂଆଦିଲ୍ଲୀ,୧୦।୮: ସୋସିଆଲ ମିଡିଆରେ ଅନେକ ଫଟୋ ଏବଂ ଭିଡିଓ ପ୍ରାୟତଃ ଭାଇରାଲ ହୁଏ। ଏଥିରେ ପ୍ରାୟତଃ ସରକାରୀ ଘୋଷଣା ଏବଂ ଯୋଜନା ବିଷୟରେ ସୂଚନା ଥାଏ। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri