Posted inଜାତୀୟ

ଜୁନ ୨ ପର୍ଯ୍ୟନ୍ତ ସିସୋଡିଆଙ୍କ ନ୍ୟାୟିକ ହେପାଜତ ବୃଦ୍ଧି

ନୂଆଦିଲ୍ଲୀ,୧୨।୫: ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ତିହାର ଜେଲରେ ଥିବା ଆମ ଆଦମୀ ପାର୍ଟି ନେତା ତଥା ଦିଲ୍ଲୀର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆଙ୍କ ଅଡୁଆ ବଢିବାରେ ଲାଗିଛି। ଶୁକ୍ରବାର ସିବିଆଇ ମାମଲାର ଶୁଣାଣି କରି ରୌଜ୍‌ ଏଭିନ୍ୟୁ କୋର୍ଟ ସିସୋଡିଆଙ୍କ ନ୍ୟାୟିକ ହେପାଜତକୁ ଜୁନ ୨ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି।

ଏହି ସମୟ ମଧ୍ୟରେ ଦିଲ୍ଲୀ ସରକାର ଏବଂ କେନ୍ଦ୍ର ମଧ୍ୟରେ ଚାଲିଥିବା ବିବାଦକୁ ନେଇ ଏକ ଦିନ ପୂର୍ବରୁ ଆସିଥିବା ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତି ଉପରେ ସିସୋଡିଆ ମଧ୍ୟ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ସେ କହିଛନ୍ତି, ମୋଦି ଜୀ ସମ୍ବିଧାନ ପାଳନ କରିବା ଉଚିତ୍‌। ଗୁରୁବାର ସୁପ୍ରିମକୋର୍ଟ ଦିଲ୍ଲୀ ସରକାରଙ୍କ ସପକ୍ଷରେ ରାୟ ଦେଇ କହିଛନ୍ତି ଦିଲ୍ଲୀ ସରକାରଙ୍କୁ ଅଧିକାରୀଙ୍କ ପୋଷ୍ଟ ଏବଂ ସ୍ଥାନାନ୍ତର କରିବାର ଅଧିକାର ରହିବ। ସୁପ୍ରିମକୋର୍ଟଙ୍କ ଏହି ନିଷ୍ପତ୍ତିକୁ ଏଏପି ସରକାର ପାଇଁ ଏକ ବଡ଼ ବିଜୟ ବୋଲି ବିବେଚନା କରାଯାଉଛି।

 


Enter your email to get our daily news in your inbox.

All Right Reserved By Dharitri.Com

ନା ଖୋଲିଲା ହର୍ମୁଜ, ନା ହେଲା କୌଣସି ଚୁକ୍ତି… ଏହାପରେ ବି କାହିଁକି ଯୁଦ୍ଧ ବନ୍ଦ କରିବାକୁ ଚାହୁଁଛନ୍ତି ଟ୍ରମ୍ପ୍‌? ଜାଣନ୍ତୁ କ’ଣ ରହିଛି ଏହାର ବଡ଼ କାରଣ

ଓ୍ବାଶିଂଟନ,୧।୪: ଇରାନ ଏବଂ ଆମେରିକା ମଧ୍ୟରେ ସଂଘର୍ଷ ଏକ ନୂତନ ମୋଡ଼ ନେଇଛି। ଇରାନ ସହିତ ଯୁଦ୍ଧ ଏବେ ଯେକୌଣସି ମୁହୂର୍ତ୍ତରେ ଶେଷ ହୋଇପାରେ। ଆମେରିକା ମଧ୍ୟ…

ଓଲଟିଲା ମାଛ ବୋଝେଇ ମିନି ଟ୍ରକ: ଆଉ ତା’ପରେ ଘଟିଲା…

ଗଞ୍ଜାମ,୧।୪(ଅନାଥ ତରାଇ): ଗଞ୍ଜାମ ଥାନା ଅନ୍ତର୍ଗତ ବିଞ୍ଚଣାପଲି ଛକ ୧୬ ନମ୍ବର ଜାତୀୟ ରାଜପଥଠାରେ ଗତକାଲି ବିଳମ୍ବିତ ରାତି ପ୍ରାୟ ୧୨ଟା ୩୦ ମିନିଟ ସମୟରେ ଏକ…

ଗଞ୍ଜାମ ଜିଲାକୁ ୩ ଜାତୀୟ ପୁରସ୍କାର: ଚାରିଆଡ଼ୁ ଛୁଟିଲା ଶୁଭେଚ୍ଛାର ସୁଅ

ଛତ୍ରପୁର, ୧/୪(ଦିଲ୍ଲୀପ ସାମଲ): ପୁଣି ରାଜ୍ୟରେ ଗଞ୍ଜାମ ଜିଲା ସୁନାମ ଆଣିଛି । ଜିଲାକୁ ୩ଟି ଜାତୀୟ ପୁରସ୍କାର ମିଳିଛି । ଦୀନଦୟାଲ ଉପାଧ୍ୟାୟ ପଞ୍ଚାୟତ ସତତ…

ବଡ଼ ଦୁର୍ଘଟଣା, ସେନା ବିମାନ ଦୁର୍ଘଟଣାଗ୍ରସ୍ତ, ୨୯ ମୃତ

ମସ୍କୋ,୧।୪: ରୁଷିଆରେ ଏକ ବଡ଼ ବିମାନ ଦୁର୍ଘଟଣାର ରିପୋର୍ଟ ସାମ୍ନାକୁ ଆସିଛି। ରୁଷିଆ ପ୍ରତିରକ୍ଷା ମନ୍ତ୍ରଣାଳୟକୁ ଉଦ୍ଧୃତ କରି, ସମ୍ବାଦ ସଂସ୍ଥା TASS ବୁଧବାର ରିପୋର୍ଟ କରିଛି…

ବଦଳିଛି ମାନଚିତ୍ର, ବାଟବଣା ବିକାଶ ପଥ: ଜିଲା ଗଠନକୁ ପୂରିଲା ୩୩ବର୍ଷ

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଗଠନକୁ ୩୩ବର୍ଷ ପୂରିଛି। ନୂତନ ଜିଲା ମନ୍ୟତା ପାଇବା ପରେ ୧୯୯୩ ଅପ୍ରେଲ ୧ ତାରିଖ ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରବାଦ ପୁରୁଷ ସ୍ବର୍ଗତ…

ଆଜି ସମଲେଶ୍ବରୀଙ୍କ ମହାସ୍ନାନ: ମନ୍ଦିରରେ ଶ୍ରଦ୍ଧାଳୁଙ୍କ ସମାଗମ

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ)- ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଶ୍ବରୀଙ୍କ ବୁଧବାର ମହାସ୍ନାନ ହୋଇଛି। ଏହି କ୍ରମରେ ଶୀତଳଧାରା ଅର୍ପଣ ପୂର୍ବକ ପ୍ରାତଃ ୪ଟା ୫୧ମିନିଟରୁ ଭକ୍ତମାନଙ୍କ ଦ୍ୱାରା…

ବଢ଼ିଲା ଗ୍ୟାସ୍‌ ଦର: ଜାଣନ୍ତୁ କେତେ ହେଲା ସିଲିଣ୍ଡର

ନୂଆଦିଲ୍ଲୀ,୧।୪:କମର୍ସିଆଲ LPG ଦର ବଢ଼ାଇଛନ୍ତି କେନ୍ଦ୍ର ସରକାର। କମର୍ସିଆଲ LPG ସିଲିଣ୍ଡର ପିଛା ଦର ୧୯୫ ଟଙ୍କା ୫୦ ପଇସା ବୃଦ୍ଧି ହୋଇଛି। ନୂଆଦିଲ୍ଲୀରେ ୧୯ କେଜି…

ଜନଗଣନା ପାଇଁ ପ୍ରସ୍ତୁତି ଜୋରଦାର: ଗଣନାକାରୀ, ପର୍ଯ୍ୟବେକ୍ଷକଙ୍କୁ ତାଲିମ

ଦାରିଙ୍ଗବାଡି, ୧ା୪ (ଅରୁଣ ସାହୁ)କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଓଡିଶା ଆଦର୍ଶ ବିଦ୍ୟାଳୟ ପରିସରରେ ୩ ଦିନିଆ ଜନ ଗଣନା-୨୦୨୭ ପାଇଁ ଗଣନାକାରୀ ଓ ପର୍ଯ୍ୟବେକ୍ଷକଙ୍କୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri