Posted inଜାତୀୟ

ମନୀଷ ସିସୋଡିଆଙ୍କ ପିଏ ଦେବେନ୍ଦ୍ର ଶର୍ମାଙ୍କୁ ଇଡିର ସମନ

ନୂଆଦିଲ୍ଲୀ,୧୮।୩: ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ଆମ ଆଦମୀ ପାର୍ଟି(ଏଏପି)ନେତା ତଥା ଦିଲ୍ଲୀର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆଙ୍କ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ହାଜତ ମିଆଦକୁ ଦିଲ୍ଲୀର ଏକ ଅଦାଲତ ୫ ଦିନ ବଢ଼ାଇ ଦେଇଛନ୍ତି। ବର୍ତ୍ତମାନ ଏହି ମାମଲାରେ ଇଡି ତାଙ୍କ ପିଏ ଦେବେନ୍ଦ୍ର ଶର୍ମାଙ୍କୁ ପଚରାଉଚରା ପାଇଁ ଶନିବାର ଡକାଇଥିବା ଜଣାପଡିଛି। ସୂଚନାନୁସାରେ, ପୂର୍ବରୁ ମଧ୍ୟ ପିଏ ଶର୍ମାଙ୍କୁ ଡକାଯାଇଥିଲା, କିନ୍ତୁ ସେ ସମୟ ମାଗିଥିଲେ। ଏହାପୂର୍ବରୁ ସିବିଆଇ ତାଙ୍କୁ ପଚରାଉଚରା କରିସାରିଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ପାଇସ୍‌ ଜେଟ୍‌ ବିମାନକୁ ଅଟକାଇଥିଲା ପାକ୍‌ ବାୟୁସେନା

ନୂଆଦିଲ୍ଲୀ,୧୮-୧୦:ଫେବୃୟାରୀ ୨୬ରେ ଭାରତୀୟ ବାୟୁସେନାର ବାଲାକୋଟ ଏୟାରଷ୍ଟ୍ରାଇକ୍‌ ପରେ ନୂଆଦିଲ୍ଲୀ ଓ ଇସ୍‌ଲାମାବାଦ ମଧ୍ୟରେ ଉତ୍ତେଜନା ଲାଗିରହିଛି। ସେପ୍ଟେମ୍ବର ୨୩ରେ ନୂଆଦିଲ୍ଲୀରୁ କାବୁଲ ଯାଉଥିବା ଭାରତୀୟ...

ଇତିହାସ ପାଲଟିବ ମିଗ୍‌-୨୭: ବାୟୁସେନାରୁ ନେବ ବିଦାୟ

ଯୋଧପୁର,୨୬।୧୨: ଡିସେମ୍ବର ୨୭ ପରେ ଯୁଦ୍ଧ ବିମାନ ମିଗ୍‌-୨୭ ଇତିହାସ ପାଲଟିବ। ଭାରତୀୟ ବାୟୁସେନାରୁ ମିଗ୍‌-୨୭ ଯୁଦ୍ଧ ବିମାନକୁ ବିଦାୟ ଦିଆଯିବ। ଶେଷଥର ପାଇଁ ଏହା...

ସୁଇସାଇଡ୍‌ ନୋଟ୍‌ରେ ଚିଦାମ୍ବରମଙ୍କ ନାଁ ଲେଖି ଆତ୍ମହତ୍ୟା କଲେ ପୂର୍ବତନ ବାୟୁସେନା କର୍ମଚାରୀ

ପ୍ରୟାଗରାଜ,୯।୯: ଉତ୍ତର ପ୍ରଦେଶର ପ୍ରୟାଗରାଜରେ ଜଣେ ୫୫ ବର୍ଷୀୟ ପୂର୍ବତନ ବାୟୁସେନା କର୍ମଚାରୀ ଆର୍ଥିକ ଅନଟନ ମଧ୍ୟ ଦେଇ ଗତି କରୁଥିବା ବେଳେ ରବିବାର ଆତ୍ମହତ୍ୟା...

୧୪ରେ ଦେଶବ୍ୟାପୀ ତୀବ୍ର ହେବ ଆନ୍ଦୋଳନ: କୃଷକ ସଙ୍ଗଠନ

ନୂଆଦିଲ୍ଲୀ,୯ା୧୨-କେନ୍ଦ୍ର ସରକାରଙ୍କ ୩ କୃଷି ଆଇନ ପ୍ରତ୍ୟାହାର ଦାବିରେ ଚାଲିଥିବା ଆନ୍ଦୋଳନ ଭିନ୍ନ ମୋଡ଼ ନେଇଛି। ବିବାଦୀୟ କୃଷି ଆଇନ ସମ୍ପୂର୍ଣ୍ଣ ପ୍ରତ୍ୟାହାର କରା ନ...

ଆୟକର ଛାଡ଼ ସୁବିଧା ନେବେନି ସିଇସି

ନୂଆଦିଲ୍ଲୀ,୨୧।୫(ପି.ଟି.): ତ୍ୟାଗର ନିଦର୍ଶନ ସ୍ବରୂପ ମୁଖ୍ୟ ନିର୍ବାଚନ କମିଶନର(ସିଇସି) ରାଜୀବ କୁମାର ଏବଂ ନିର୍ବାଚନ କମିଶନର (ଇସି) ଅନୁପ ଚନ୍ଦ୍ର ପାଣ୍ଡେ ସେମାନଙ୍କୁ ମିଳୁଥିବା ଆୟକର...

ଘୃଣା ସୃଷ୍ଟିକାରୀ ଭାଷଣ: ନିର୍ବାଚନ ଆୟୋଗ କେନ୍ଦ୍ର ସରକାରଙ୍କ ନିଷ୍ପତ୍ତି ଲୋଡିଲେ…

ନୂଆଦିଲ୍ଲୀ, ୧୪।୯ : ଘୃଣା ଭାଷଣ ପ୍ରସଙ୍ଗରେ ନିର୍ବାଚନ ଆୟୋଗ ସୁପ୍ରିମକୋର୍ଟରେ ଏକ ସତ୍ୟପାଠ ଦାଖଲ କରିଛନ୍ତି। ଘୃଣାର ବକ୍ତବ୍ୟକୁ ନେଇ ଆୟୋଗ ପୁଣି ଥରେ...

ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଜାରି କଲା ୨୦୨୦-୨୧ ବାର୍ଷିକ ରିପୋର୍ଟ, ସିଏଏ-ମାଓବାଦୀ ହିଂସା- ପାରାମିଲିଟାରୀ ଫୋର୍ସରେ ମହିଳାଙ୍କ ସଂଖ୍ୟା ସମ୍ପର୍କରେ ସୂଚନା…

ନୂଆଦିଲ୍ଲୀ, ୨୭।୪ : କେନ୍ଦ୍ରୀୟ ସ୍ବରାଷ୍ଟ୍ର ମନ୍ତ୍ରଣାଳୟର ବାର୍ଷିକ ରିପୋର୍ଟ ୨୦୨୦-୨୧ ଜାରି ହୋଇଛି। ଏଥିରେ ସିଏଏ, ମାଓବାଦୀ ହିଂସା ହ୍ରାସ, ପାରାମିଲିଟାରୀ ଫୋର୍ସରେ ମହିଳାଙ୍କ...

ମହରମର ଜୁଲୁସ ବାହାରିବା ସମୟରେ ଦୁର୍ଘଟଣା

ହାଇଦ୍ରାବାଦ, ୧୦।୯: ଆନ୍ଧ୍ର ପ୍ରଦେଶ କୁର୍ନଲ ଜିଲାରେ ବି ଖଣ୍ଡ୍ରାପାଡୁ ଗଁ।ରେ ସୋମବାର ବିଳମ୍ବିତ ରାତିରେ ଏକ ଦୁର୍ଘଟଣା ଘଟିଛି। ମୁସଲମାନ ସମ୍ପ୍ରଦାୟର ବଡ଼ ପର୍ବ...

Advertisement
Archives

Model This Week