Posted inଜାତୀୟ

କଂଗ୍ରେସକୁ ଏକ ସୁରକ୍ଷିତ ହାତର ଆବଶ୍ୟକତା ରହିଛି: ମନିଷ ତିୱାରି

ନୂଆଦିଲ୍ଲୀ,୧୪ ।୧୦: କଂଗ୍ରେସ ଅଧ୍ୟକ୍ଷ ପଦ ପାଇଁ ହେବାକୁ ଯାଉଥିବା ନିର୍ବାଚନରେ ପ୍ରାର୍ଥୀ ହୋଇଥିବା ବରିଷ୍ଠ ନେତା ମଲ୍ଲିକାର୍ଜୁନ ଖର୍ଗେଙ୍କୁ ଅନେକ ନେତାଙ୍କର ସମର୍ଥନ ରହିଥିବା ଦେଖାଗଲାଣି । ଏବେ କଂଗ୍ରେସ ନେତା ମନିଷ ତିୱାରି ବି ତାଙ୍କ ଉପରେ ଭରସା କରି କହିଛନ୍ତି, ଦଳକୁ ଏକ ‘ସେଫ ପେୟାର ଅଫ ହ୍ୟାଣ୍ଡସ’ ବା ଏମିତି ହାତର ଆବଶ୍ୟକତା ରହିଛି ଯିଏ ଦଳକୁ ସମ୍ଭାଳି ପାରିବ । ସେ ଆହୁରି ମଧ୍ୟ କହିଛନ୍ତି ଖର୍ଗେଙ୍କ ଭଳି ଦଳକୁ ଏକ ନେତାଙ୍କର ଆବଶ୍ୟକତା ରହିଛି, ଯିଏ ଦଳର ଅଧ୍ୟକ୍ଷ ଭାବେ ସ୍ଥିରତା ପ୍ରଦାନ କରିପାରିବେ ।
ସୂଚନାଯୋଗ୍ୟ, କଂଗ୍ରେସ ନେତା ମନିଷ ତିୱାରି ୩୦ ସେପ୍ଟେମ୍ବରରେ ଖର୍ଗେଙ୍କ ପ୍ରସ୍ତାବକଙ୍କ ମଧ୍ୟରୁ ଜଣେ ଥିଲେ । ସେ କହିଛନ୍ତି ଯଦି ସମସ୍ତ ତଥ୍ୟକୁ ନେଇ ବିଚାର କରାଯାଏ ଓ ନିଷ୍ପକ୍ଷ ମୂଲ୍ୟାୟନ କରାଯାଏ, ତେବେ ମଲ୍ଲିକାର୍ଜୁନ ଖର୍ଗେ ତାଙ୍କ ଜୀବନର ୫୦ ବର୍ଷରୁ ଅଧିକ ସମୟ କଂଗ୍ରେସର ସେବାରେ ସର୍ମିତ କରିଛନ୍ତି । ଏପଟେ ଦଳକୁ ବି ଏକ ସୁରକ୍ଷିତ ହାତର ଆବଶ୍ୟତା ରହିଛି । ଖର୍ଗେ ବହୁ ସମୟ ଦଳରେ କଟାଇଛନ୍ତି ଓ ସବୁଠାରୁ ଛୋଟ ପଦବୀରୁ ଆଜି ଏହିଠାରେ ପହଞ୍ଚିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଏନସିସି ଆର୍ମି ୱିଙ୍ଗର କ୍ୟାଡେଟ ଚୟନ ଶିବିର: ଛାତ୍ରୀଛାତ୍ରଙ୍କ ମଧ୍ୟରେ ବୃଦ୍ଧି ପାଉଛି ଆଗ୍ରହ

ଭଞ୍ଜନଗର, ୨୫।୮ (ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମଙ୍ଗଳବାର ଏନସିସି ଆର୍ମି ୱିଙ୍ଗର କ୍ୟାଡେଟ ଚୟନ ଶିବିର ଅନୁଷ୍ଠିତ…

ବ୍ୟବସାୟୀଙ୍କ ଘରୁ ଚୋରି ଘଟଣାରେ ୬ ଗିରଫ: ସୁନା-ରୁପା ଜବତ

କେସିଙ୍ଗା,୨୫।୮(ତୁମେଶ୍ୱର ସାହୁ) : କେସିଙ୍ଗା ସହର ୱାର୍ଡ ନଂ-୩ର ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତ ଜୁଲାଇ ୨୧ ତାରିଖରେ ତାଲା ଭାଙ୍ଗି ସୁନା, ରୁପା ଓ…

ପନିର ଅପମିଶ୍ରଣ ନେଇ କଟକରେ ରେଡ୍‌ ପରେ ଏବେ ପାହାଳ ପାଳି: ମିଠା କିଣୁଥିଲେ ଜାଣି ରଖନ୍ତୁ….

ଭୁବନେଶ୍ୱର,୨୫।୮: ପାର୍ବଣ ପୂର୍ବରୁ ରାଜଧାନୀ ଭୁବନେଶ୍ୱରରେ ଛେନା ଓ ପନିରର ଗୁଣବତ୍ତାକୁ ନେଇ ଚିନ୍ତା ବଢ଼ିଛି। ନକଲି ଓ ଅପମିଶ୍ରିତ ଛେନା-ପନିର ବିକ୍ରି ଅଭିଯୋଗକୁ ନେଇ BMC…

ସ୍ବାମୀଙ୍କ ଆଗରେ ଚାଲିଗଲା ସାବିତ୍ରୀଙ୍କ ଜୀବନ: ନାତୁଣୀ ଜନ୍ମଦିନ ସାରି ଫେରୁଥିବାବେଳେ ଘଟିଲା…

ତାଳଚେର,୨୫।୮(ମନୋଜ ନନ୍ଦ): ଅନୁଗୋଳ ଜିଲା ତାଳଚେର ଚାଇଁପାଳ ଓଭର ବ୍ରିଜ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଠାରେ ଏକ ସ୍କୁଟିକୁ ଧକ୍କା ଦେଇଛି ଟ୍ରକ।…

ଚମକିଲେ ବୈଭବ ସୂର୍ଯ୍ୟବଂଶୀ; ଗୋଟିଏ ଓଭରରେ କଲେ ଏମିତି କାମ, ଚାହିଁକି ରହିଗଲେ…

ନୂଆଦିଲ୍ଲୀ,୨୫।୮: ବେଙ୍ଗାଲୁରୁସ୍ଥିତ BCCI ସେଣ୍ଟର ଅଫ୍ ଏକ୍ସିଲେନ୍ସରେ ଚାଲିଥିବା ଦୁଲୀପ ଟ୍ରଫିର କ୍ୱାର୍ଟରଫାଇନାଲ୍ ମ୍ୟାଚ୍‌ରେ ଇଷ୍ଟ ଜୋନ୍ ପକ୍ଷରୁ ଦମଦାର ବୋଲିଂ କରିଛନ୍ତି ୧୫ ବର୍ଷୀୟ ବୈଭବ…

ଚିନି ପରେ ଏବେ ଗୁଡ଼ ହେଲା ମହଙ୍ଗା, ଦୁଇଗୁଣା ବଢିଲା ଦର; ଜାଣନ୍ତୁ ଦାମ ବଢ଼ିବାର କାରଣ

ନୂଆଦିଲ୍ଲୀ,୨୫।୮: ଗତ କିଛି ଦିନ ଧରି ଚିନିର ବଢ଼ୁଥିବା ଦାମ ଲୋକଙ୍କ ଚିନ୍ତା ବଢ଼ାଇଥିବା ବେଳେ ଏବେ ଗୁଡ଼ ମଧ୍ୟ ମହଙ୍ଗା ହୋଇଛି। ଚିନି ପରେ ଗୁଡ଼ର…

ଡଙ୍ଗା ଚଢୁଥିଲେ ପରେଶ୍ୱର,ଟାଣିନେଲା କୁମ୍ଭୀର: ଆଉ ତା’ପରେ ଘଟିଲା…

ରାଜକନିକା,୨୫।୮(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ ତ୍ରୈଲୋକ୍ୟପୁର ପଞ୍ଚାୟତ ଗଙ୍ଗାଧର ପ୍ରସାଦ ଡିଆ ଗାଁ ସନ୍ନିକଟ ଖରସ୍ରୋତା ନଦୀର ଭରାନଦୀରେ ମଙ୍ଗଳବାର ସକାଳେ ସମୟରେ…

ଧ୍ରୁବ ଜୁରେଲଙ୍କ ‘ଟାଟୁ’ ପଛରେ କ’ଣ ଅଛି ଅର୍ଥ? ଜାଣିବା ପରେ ଆପଣ ମଧ୍ୟ ତାଙ୍କୁ…

ନୂଆଦିଲ୍ଲୀ,୨୫।୮: ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଧ୍ରୁବ ଜୁରେଲ ଶତକ ପୂରଣ କରିବା ମାତ୍ରେ, ତାଙ୍କର ଉତ୍ସବ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ସେ ପ୍ରଥମେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri