Posted inଜାତୀୟ

କଂଗ୍ରେସର ଷ୍ଟାର ପ୍ରଚାରକ ତାଲିକାରେ ନାଁ ନ ଥିବାରୁ ରାଗିଲେ ମନିଷ ତିୱାରୀ

ନୂଆଦିଲ୍ଲୀ,୫ ।୨: ପଞ୍ଜାବରେ କଂଗ୍ରେସ ଦଳ ବିବାଦ ସହ ଯେମିତି ବନ୍ଧୁତା କରି ସାରିଲାଣି । ପଞ୍ଜାବ ବିଧାନସଭା ନିର୍ବାଚନକୁ ଆଉ କିଛିଦିନ ବାକି ଥିବା ବେଳେ ସବୁ ରାଜନୈତିକ ଦଳ ନିଜ ନିଜର ପ୍ରୟାସ ଆରମ୍ଭ କରିଦେଇଛନ୍ତି । କଂଗ୍ରେସ ବି ଏଥିରେ ପଛଘୁଞ୍ଚା ଦେଇ ନାହିଁ । ଏହି କ୍ରମରେ କଂଗ୍ରେସ ତା’ର ଷ୍ଟାର ପ୍ରଚାରକଙ୍କ ତାଲିକା ପ୍ରକାଶ କରିଛି । ଏଥିରେ ୩୦ ଜଣଙ୍କ ନାଁ ରହିଛି । ଏବେ ଏହି ଷ୍ଟାର ପ୍ରଚାରକ ତାଲିକାକୁ ନେଇ ପଞ୍ଜାବ କଂଗ୍ରେସରେ ପୁଣିଥରେ ବିବାଦ ମୁଣ୍ଡ ଟେକିଛି । ଷ୍ଟାର ପ୍ରଚାରକ ତାଲିକାରେ ଲୋକସଭା ଏମ୍‌ପି ମନିଷ ତିୱାରୀଙ୍କ ନାମ ନ ଥିବାରୁ ସେ ଏହାକୁ ନେଇ ଦଳ ଉପରେ ଅସନ୍ତୁଷ୍ଟ ପ୍ରକାଶ କରିଛନ୍ତି । ସେ କହିଛନ୍ତି ମୁଁ ଆଶ୍ଚର୍ଯ୍ୟ ହୋଇଥାଆନ୍ତି ଯଦି ମୋ ନାଁ ସେହି ତାଲିକାରେ ଥାଆନ୍ତା । ହେଲେ ଏହି ତାଲିକାରେ ନାମ ନ ରହିବାର କାରଣ ଅବଶ୍ୟ ସମସ୍ତେ ଜାଣିଥିଲେ । ଯେପର୍ଯ୍ୟନ୍ତ ହିନ୍ଦୁ-ଶିଖକୁ ନେଇ ପ୍ରଶ୍ନ ଉଠୁଛି, ପଞ୍ଜାବରେ ଏହାକୁ ନେଇ କେବେ କୌଣସି ଅଭିଯୋଗ ନ ଥାଏ । ଯଦି ଏହା ଅଭିଯୋଗ ହୋଇଥାଆନ୍ତା ତେବେ ମୁଁ ଆନନ୍ଦପୁର ସାହିବରୁ ଏମ୍‌ପି ହୋଇ ନ ଥାଆନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ସଂଗଠନ ସୁଦୃଢ଼ କରିବାକୁ ଭାଜପାର ଆହ୍ୱାନ: ଚିନାମାଳିପଶି ହାଟ ପଡ଼ିଆରେ …

ପାଟଣା, ୧୦।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲାର ପାଟଣା ବ୍ଲକ୍‌ ଅନ୍ତର୍ଗତ ଚିନାମାଳିପଶି ହାଟ ପଡ଼ିଆଠାରେ ଶନିବାର ଭାରତୀୟ ଜନତା ପାର୍ଟି ( ଭାଜପା)ର ପାଟଣା…

ମା’ ହିରାନୀଳା ମହାବିଦ୍ୟାଳୟ: ଯାଞ୍ଚ ପରେ ସମସ୍ତ ପ୍ରାର୍ଥତ୍ପତ୍ର ନାକଚ, କାହିଁକି ଜାଣନ୍ତୁ…

ଲାଞ୍ଜିଗଡ଼,୧୦ା୧୦(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଶ୍ୱନାଥପୁର ମା’ ହିରାନୀଳା ଡିଗ୍ରୀ ମହାବିଦ୍ୟାଳୟରେ ଛାତ୍ରସଂସଦ ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଯାଞ୍ଚ ପ୍ରକ୍ରିୟା ପରେ ଏକ…

ସାବିତ୍ରୀ ମହିଳା ମହାବିଦ୍ୟାଳୟର ୩୫ ପ୍ରାର୍ଥିନୀ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ

ଭଞ୍ଜନଗର, ୧୦।୧୦ (ବାବୁଲା ପ୍ରଧାନ): ଛାତ୍ର ସଂସଦ ନିର୍ବାଚନରେ ଶନିବାର ପ୍ରାର୍ଥିପତ୍ର ପ୍ରତ୍ୟାହାର ପରେ ଅପରାହ୍ଣ ୩ଟାରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି। ଗଞ୍ଜାମ ଜିଲ୍ଲା…

ଭୁବନେଶ୍ୱର କୁମାରଙ୍କ ପ୍ରତ୍ୟାବର୍ତ୍ତନ ଉପରେ ମହମ୍ମଦ ସାମି ଦେଲେ ଏମିତି ବୟାନ ସମସସ୍ତେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୦।୧୦: ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ପାଇଁ ଭୁବନେଶ୍ୱର କୁମାର ଚାରି ବର୍ଷ ପରେ ଭାରତୀୟ ଦଳକୁ ଫେରିଛନ୍ତି। ଅନ୍ୟପକ୍ଷରେ, ମହମ୍ମଦ ସାମି…

CJP ବିକ୍ଷୋଭ ମଧ୍ୟରେ ୩ ପୂର୍ବତନ ମୁଖ୍ୟମନ୍ତ୍ରୀ ଅଟକ, ଭାଜପା କହିଲା…

ନୂଆଦିଲ୍ଲୀ,୧୦।୧୦: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ହୋଇଥିବା ଏକ ବିକ୍ଷୋଭ ସମୟରେ ମମତା ବାନାର୍ଜୀ, ଅରବିନ୍ଦ କେଜରିୱାଲ ଏବଂ ପି. ବିଜୟନଙ୍କ ସମେତ ଅନେକ…

ସୁନ୍ଦରଗଡ଼ ୱାଟରସେଡ୍ ପିଡି ପ୍ରସନ୍ନ ପାତ୍ର ଗିରଫ: ଆୟଠାରୁ ୨୦୪% ଅଧିକ ସମ୍ପତ୍ତି

ସୁନ୍ଦରଗଡ଼, ୧୦।୧୦ (ଜୟ ନାରାୟଣ ମେଣ୍ଡୁଳି): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ସୁନ୍ଦରଗଡ଼ ମୃତ୍ତିକା ସଂରକ୍ଷଣ ଉପନିର୍ଦ୍ଦେଶକ ତଥା ଜଳବିଭାଜିକା ପ୍ରକଳ୍ପ ନିର୍ଦ୍ଦେଶକ (ୱାଟରସେଡ୍ ପିଡି)…

‘ଯୋଗ୍ୟ ହିତାଧିକାରୀଙ୍କ ନିକଟରେ ପହଞ୍ଚିବ ସରକାରୀ ସେବା’

ଭଞ୍ଜନଗର,୧୦ା୧୦(ବାବୁଲା ପ୍ରଧାନ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶାସନର ୨୫ ବର୍ଷ ପୂର୍ତ୍ତି ଅବସରରେ ଗତ ସେପ୍ଟେମ୍ବର ୧୭ରୁ ଏକ ମାସ ବ୍ୟାପୀ ସେବା ସଂକଳ୍ପ ଅଭିଯାନ ଆରମ୍ଭ…

ଖେମୁଣ୍ଡି କଲେଜ ଛାତ୍ର ସଂସଦ ନିର୍ବାଚନ: ବିଭିନ୍ନ ପଦବୀ ପାଇଁ ମଇଦାନ ରେ ୧୪ ପ୍ରାର୍ଥୀ , ଦ୍ବିି – ମୁଖି ପ୍ରତିଦ୍ବନ୍ଦିତା

ଦିଗପହଣ୍ଡି,୧୦|୧୦(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜ ରେ ଦୀର୍ଘ ୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନ ହେଉଥିବାରୁ ଛାତ୍ରୀ ଛାତ୍ର ଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?