ମନୀଷ୍‌ ଦାସ ହତ୍ୟାକାଣ୍ଡ ମାମଲା: ୩୦୦ରୁ ଊର୍ଦ୍ଧ୍ୱ ପୃଷ୍ଠାର ଚାର୍ଜଶିଟ୍‌ ଦାଖଲ

ଭୁବନେଶ୍ୱର,୧୨ା୨(ବ୍ୟୁରୋ): ବହୁଚର୍ଚ୍ଚିତ ମନୀଷ୍‌ ଦାସ ହତ୍ୟାକାଣ୍ଡ ମାମଲାରେ ଚାର୍ଜଶିଟ୍‌ ଦାଖଲ ହୋଇଛି। ଇନ୍‌ଫୋସିଟି ଥାନା ପୋଲିସ ପକ୍ଷରୁ ୩୦୦ରୁ ଅଧିକ ପୃଷ୍ଠାର ଚାର୍ଜଶିଟ୍‌ ଦାଖଲ କରାଯାଇଛି। ମାମଲାରେ ୩ ଜଣଙ୍କୁ ମୁଖ୍ୟ ଅଭିଯୁକ୍ତ ଭାବେ ପୋଲିସ ଦର୍ଶାଇଛି। ମନୀଷ୍‌ଙ୍କ ୩ ବନ୍ଧୁ ଦୀନେଶ, ମୃତ୍ୟୁଞ୍ଜୟ ଓ ଅମରିତଙ୍କୁ ହତ୍ୟାକାରୀ ବୋଲି ଦର୍ଶାଇଛି। ବ୍ୟବଚ୍ଛେଦ ରିପୋର୍ଟ, ଡାଏଟମ୍‌ ରିପୋର୍ଟ, ଭିସେରା ରିପୋର୍ଟରୁ ମିଳିଥିବା ତଥ୍ୟ ଚାର୍ଜଶିଟରେ ଉଲ୍ଲେଖ ରହିଛି।
ଉଲ୍ଲେଖଯୋଗ୍ୟ, ୨୦୨୧ ଅକ୍ଟୋବର ୯ ତାରିଖରେ ହୋଟେଲରେ ବିଲ୍‌ ପେମେଣ୍ଟକୁ ନେଇ ସାଙ୍ଗମାନଙ୍କ ମଧ୍ୟରେ ବଚସା ହୋଇଥିଲା। ଏହାପରେ ମାର୍‌ପିଟ ବେଳେ ସାଙ୍ଗମାନଙ୍କ ମାଡ଼ରେ ମନୀଷ୍‌ଙ୍କ ମୃତ୍ୟୁ ହୋଇଥିଲା। ତା’ ପରଦିନ ଅର୍ଥାତ୍‌ ୧୦ ତାରିଖରେ ପାତ୍ରପୁର ନିକଟ ଏକ ପୋଖରୀରୁ ମନୀଷ୍‌ଙ୍କ ମୃତଦେହ ଉଦ୍ଧାର କରାଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ରେଭେନ୍‌ଶା ବିଶ୍ୱବିଦ୍ୟାଳୟ: ନାମଲେଖାରେ ଅସନ୍ତୋଷ: ନିର୍ଦ୍ଧାରିତ ସିଟ୍‌ର ଦୁଇଗୁଣା ଛାତ୍ରୀଛାତ୍ରଙ୍କୁ ନିମନ୍ତ୍ରଣ

କଟକ ଅଫିସ,୨୦ା୭: ରେଭେନ୍‌ଶା ବିଶ୍ୱବିଦ୍ୟାଳୟରେ ଶୁକ୍ରବାର ଆଇଏସ୍‌ଟି ଓ ଆଇଟିଏମ୍‌ ବିଭାଗରେ ନାମଲେଖା ସମୟରେ ଅଭିଭାବକ ଏବଂ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଅସନ୍ତୋଷ ଦେଖାଯାଇଛି। ନିର୍ଦ୍ଧାରିତ ସିଟ୍‌ଠାରୁ...

ଆଇଏସ୍‌ସି ଦ୍ୱାଦଶ ପରୀକ୍ଷା ଫଳ: ପ୍ରଜ୍ଞା ମିଶ୍ର ରାଜ୍ୟ ଟପ୍ପର

ଭୁବନେଶ୍ୱର,୨୫।୭(ବ୍ୟୁରୋ): କାଉନ୍‌ସିଲ ଫର୍‌ ଦି ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ୍‌ ଏକ୍‌ଜାମିନେଶନ (ସିଆଇଏସ୍‌ଇ) ଦ୍ୱାରା ପରିଚାଳିତ ଆଇଏସ୍‌ସି ଦ୍ୱାଦଶ ପରୀକ୍ଷା ଫଳ ରବିବାର ପ୍ରକାଶ ପାଇଛି। ଚଳିତବର୍ଷ...

ପରଲୋକରେ ପୂର୍ବତନ ମନ୍ତ୍ରୀ ଭାଗବତ ମହାନ୍ତି

ଭୁବନେଶ୍ୱର,୮।୧୨(ବ୍ୟୁରୋ): କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ଭାଗବତ ପ୍ରସାଦ ମହାନ୍ତିଙ୍କ ଶନିବାର ବିଳମ୍ବିତ ରାତିରେ ପରଲୋକ ଘଟିଛି। ୯୩ ବର୍ଷ ବୟସରେ ଭୁବନେଶ୍ୱରସ୍ଥିତ...

ଖୋଲିଲା ସ୍ବତନ୍ତ୍ର ଅତ୍ୟାଧୁନିକ ହୃଦ୍‌ରୋଗ ଚିକିତ୍ସା କେନ୍ଦ୍ର

ଭୁବନେଶ୍ୱର, ୧୭।୧୨(ବ୍ୟୁରୋ): ଏଣିକି କ୍ୟାପିଟାଲ୍‌ ହସ୍ପିଟାଲରେ ମିଳିବ ଉନ୍ନତ ମାନର ହୃଦରୋଗ ଚିକିତ୍ସା ସେବା। ଏଥି ଲାଗି ରୋଗୀଙ୍କୁ ଟଙ୍କାଟିଏ ବି ଖର୍ଚ୍ଚ କରିବାକୁ ପଡ଼ିବ...

ବୈଜ୍ଞାନିକଙ୍କଠାରୁ ୫ ଲକ୍ଷ ଠକେଇ

ଭୁବନେଶ୍ୱର,୨ା୯(ବ୍ୟୁରୋ) : ଋଣ କରାଇ ଦେବା ନାଁରେ ଲୋକଙ୍କଠାରୁ ଲୁଟୁଛନ୍ତି ଘରୋଇ ବ୍ୟାଙ୍କ୍‌ କର୍ମଚାରୀ। ସେମାନେ ଜଣେ ବୈଜ୍ଞାନିକଙ୍କଠାରୁ ମଧ୍ୟ ୫ଲକ୍ଷ ଟଙ୍କା ଠକି ନେଇଛନ୍ତି।...

ଥାନାରେ ନାବାଳିକାଙ୍କୁ ବଳାତ୍କାର ଘଟଣା: କ୍ରାଇମ୍‌ବ୍ରାଞ୍ଚ ନେଲା ତଦନ୍ତ ଭାର

କଟକ/ପୁରୀ ଅଫିସ/ସୁନ୍ଦରଗଡ଼(ଡି.ଏନ୍‌.ଏ.),୧ା୭: ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା ଭିତରେ ଜଣେ ନାବାଳିକାଙ୍କୁ ବାରମ୍ବାର ବଳାତ୍କାର ଓ ଗର୍ଭପାତ ଘଟଣାର ତଦନ୍ତ ଭାର କ୍ରାଇମ୍‌ବ୍ରାଞ୍ଚକୁ ପ୍ରଦାନ କରାଯାଇଛି।...

ନଦୀରେ ଭାସିଯାଇ ନାବାଳକଙ୍କ ମୃତ୍ୟୁ

ଭୁବନେଶ୍ୱର,୪ା୧୧(ବ୍ୟୁରୋ) : ମଞ୍ଚେଶ୍ୱର ଥାନା ଅଧୀନ କୂଆଖାଇ ନଦୀ କୂଳରେ ରବିବାର ଛଟପୂଜା ବେଳେ ଏକ ଦୁଃଖଦ ଘଟଣା ଘଟିଛି। ପୂଜାର୍ଚ୍ଚନା ଚାଲିଥିବାବେଳେ ଅସାବଧାନତା ବଶତଃ...

୨୪ ଘଣ୍ଟାରେ ୨୫୧ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୭।୨(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୨୫୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିରେ ୧୪୬ କ୍ୱାରାଣ୍ଟାଇନ୍‌ରୁ ଥିବା ବେଳେ ୧୦୫ ଲୋକାଲ...

Advertisement
Archives

Model This Week