୩ ବର୍ଷ ତଳେ ପ୍ରେମ ବିବାହ କରିଥିଲେ ମନୀଷା: ଶାଶୁଘରେ ଘଟିଲା…

ବରଗଡ,୧୫।୧(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଅମ୍ବାଭୋନା ଥାନା ଭୁକ୍ତା ଗ୍ରାମରେ ଜଣେ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି। ମୃତ ମହିଳା ହେଲେ, ଉକ୍ତ ଗ୍ରାମର ଭୋଳାନାଥ ପାତିକାରଙ୍କ ସ୍ତ୍ରୀ ମନିଷା(୨୯)। ଶାରୀରିକ, ମାନସିକ ନିର୍ଯାତନା ଦେଇ ମନିଷାଙ୍କୁ ଶାଶୁଘର ଲୋକେ ହତ୍ୟା କରିଥିବା ନେଇ ମୃତ ମହିଳାଙ୍କ ମା’ ଶୁଭଲୟା ପାତିକାର ଅମ୍ବାଭୋନା ଥାନାରେ ଅଭିଯୋଗ କରିଛନ୍ତି। ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ ଚଳାଇଛି। ସୂଚନା ଅନୁଯାୟୀ, ଗତ ୩ବର୍ଷ ତଳେ ଭୋଳାନାଥ ଓ ମନିଷାଙ୍କର ପ୍ରେମ ବିବାହ ହୋଇଥିଲା। ତାଙ୍କର ୨ ବର୍ଷର ଏକ ପୁଅ ରହିଛି। ତେବେ ବୁଧବାର ଶାଶୁଘର ଲୋକେ ମନିଷାଙ୍କୁ ସ୍ଥାନୀୟ ଡାକ୍ତରଖାନାକୁ ଆଣିଥିଲେ। ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ମୃତ ମହିଳାଙ୍କ ମା ପୋଲିସରେ ହତ୍ୟା ଅଭିଯୋଗ ଆଣିଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଦ୍ୱିତୀୟ ସ୍ତ୍ରୀଙ୍କ ଆକ୍ରମଣରେ ପ୍ରଥମ ସ୍ତ୍ରୀ ମୃତ

ଚିତ୍ରକୋଣ୍ଡା, ୫।୮(ଶିବଦତ୍ତ ସାହୁ): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ଥାନା ଅଧୀନ ପେଟିଆଗୁଡା ଗ୍ରାମରେ ଘରୋଇ କଳହକୁ ନେଇ ସୋମବାର ରାତିରେ ଏକ ହତ୍ୟାକାଣ୍ଡ ଘଟିଛି। ଗ୍ରାମର ଶୁକ…

ଏହି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା: ଅରେଞ୍ଜ୍‌ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୫ା୮(ବନ୍ଦନା ସେଠୀ):ଚଳିତ ମୌସୁମୀରେ ଏଯାଏ ରାଜ୍ୟରେ ଭଲ ବର୍ଷା ହୋଇଛି। ଜୁଲାଇରେ ସ୍ବାଭାବିକଠାରୁ ଅଧିକ ବର୍ଷା ହୋଇଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।…

ସାର ପଳାଉଛି ଛତିଶଗଡ଼: ଚାଷୀ ହତାଶ

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ ସର୍ବାଧିକ ଧାନ ଫସଲ ହେଉଥିବା ବରଗଡ଼ ଜିଲାରେ ବର୍ତ୍ତମାନ ସାର ସଙ୍କଟ ଚାଷୀମାନଙ୍କୁ ଚିନ୍ତାରେ ପକାଇଦେଇଛି। ଜିଲାରେ ସାର ମହଜୁଦ ଅଛି, ଅଭାବ…

ଘରୁ ଡାକିନେଇ ଯୁକ୍ତ୨ ଛାତ୍ରଙ୍କୁ ବାଡ଼େଇ ମାରିଦେଲେ ୨ ସାଥୀ: ମଦ ପିଆଇ…

ଡେରାବିଶ, ୫ା୮(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ଥାନା ଅଞ୍ଚଳର ଜଣେ ଯୁକ୍ତ୨ କଲେଜ ଛାତ୍ରଙ୍କୁ ଘରୁ ଡାକି ନେଇ ତାଙ୍କର ୨ଜଣ ସାଙ୍ଗ ମାଡ଼ମାରି…

ମୁଁ ଘରକୁ ଯିବିନି, ମୋତେ ମୋ ପ୍ରେମିକ ପାଖରେ ଛାଡିଦିଅ…ନାବାଳିକାଙ୍କ ହାଇଡ୍ରାମା ଦେଖି ପୋଲିସ ତାଜୁବ

ଭୁବନେଶ୍ୱର,୫ା୮ (ପ୍ରସନଜିତ୍‌ ସାହୁ):ମୁଁ ଘରକୁ ଯିବିନି। ମୋତେ ଜେଲରେ ଥିବା ମୋ ପ୍ରେମିକ ପାଖରେ ଛାଡିଦିଅ..। ଭୁବନେଶ୍ବର କୋର୍ଟ ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନରେ ଏମିତି ଚିତ୍କାର କରି…

ଆବାସିକ ବିଦ୍ୟାଳୟରେ ହିଂସାକାଣ୍ଡ: ୯ମ ଶ୍ରେଣୀ ପିଲାଙ୍କୁ ନିସ୍ତୁକ ପିଟିଲେ ୧୦ମ ଛାତ୍ର

କଲ୍ୟାଣସିଂହପୁର/ରାୟଗଡ଼ା, ୫।୮ (ଦୀପକ କୁମାର ପରିଡ଼ା/ କୈଳାଶ ଚନ୍ଦ୍ର ପୃଷ୍ଟି): ରାୟଗଡ଼ା ଜିଲାରେ ଥିବା ଆବାସିକ ବିଦ୍ୟାଳୟରେ ହିଂସାକାଣ୍ଡ ବଢ଼ିବାରେ ଲାଗିଛି। କୋଲନରା ବ୍ଲକ୍‌ ଅନ୍ତର୍ଗତ ରିଭଲକଣାସ୍ଥିତ…

ସୁନାବେଡ଼ା ଅଞ୍ଚଳରେ କଲରାପତରିଆ ବାଘ ଆତଙ୍କ: ଭିଡିଓ ଭାଇରାଲ ହେବା ପରେ…

ନୂଆପଡ଼ା,୫ା୮ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସୁନାବେଡ଼ା ଅଭୟାରଣ୍ୟରେ କଲରାପତରିଆ ବାଘ ଆତଙ୍କ ଦେଖାଦେଇଛି। ବାଘ ରାସ୍ତାରେ ବୁଲୁଥିବା ଭିଡିଓ ସୋସିଆଲ ମିଡିଆରେ…

ସହାୟତା ନୀତି: ଚାଷୀ ଅଲୋଡ଼ା

ଭୁବନେଶ୍ୱର, ୫ା୮(ରବିନାରାୟଣ ଜେନା): ବନ୍ୟା, ବାତ୍ୟା ଭଳି ବିଭିନ୍ନ ପ୍ରାକୃତିକ ବିପର୍ଯ୍ୟୟରେ ଚାଷୀଙ୍କ ଫସଲ ନଷ୍ଟ ହେଲେ ସରକାରଙ୍କ ପକ୍ଷରୁ ମିଳୁଥିବା ସହାୟତା ଅତ୍ୟନ୍ତ ନଗଣ୍ୟ। ମାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri