Posted inଜାତୀୟ

ମୁସେୱାଲାଙ୍କ ହତ୍ୟା ପାଇଁ ଏଏପି ସରକାର ଦାୟୀ: ଭାଜପା

ଅମୃତସର,୨୯।୫: ପଞ୍ଜାବୀ ଗାୟକ ସିଦ୍ଧୁ ମୁସେୱାଲାଙ୍କୁ ରବିବାର ହତ୍ୟା କରାଯାଇଛି। ମାନସାଗ୍ରାମରେ କେତେକ ଅଜଣା ଦୁର୍ବୃତ୍ତ ତାଙ୍କ ଉପରକୁ ଗୁଳି ମାଡ କରି ତାଙ୍କୁ ହତ୍ୟା କରିଛନ୍ତି। ଏହି ହତ୍ୟା ଘଟଣାକୁ ନେଇ ପଞ୍ଜାବର ଆମ ଆଦମୀ ପାର୍ଟି ସରକାରଙ୍କୁ ଟାର୍ଗେଟ୍‌ କରିଛି ଭାଜପା। ମୁସେୱାଲାଙ୍କୁ ହତ୍ୟା କରିବା ପାଇଁ ଆମ ଆଦମୀ ପାର୍ଟି ସରକାର ଷଡଯନ୍ତ୍ର ରଚିଥିବା ବୋଲି ଭାଜପା ଗୁରୁତର ଅଭିଯୋଗ ଆଣିଛି। କେଉଁ ଆଧାରରେ ପଞ୍ଜାବ ସରକାର ସିଦ୍ଧୁ ମୁସେୱାଲାଙ୍କ ସୁରକ୍ଷା ହଟାଇ ଦେଇଥିଲେ ବୋଲି ଭାଜପା ପ୍ରଶ୍ନ କରିଛି। ଅରବିନ୍ଦ କେଜ୍‌ରିୱାଲଙ୍କ ଯୋଗୁ ସିଦ୍ଧୁ ମୁସେୱାଲାଙ୍କୁ ହତ୍ୟା କରାଯାଇଥିବା ଭାଜପା ମୁଖପାତ୍ର ସମ୍ବିତ ପାତ୍ର ଅଭିଯୋଗ କରିଛନ୍ତି। ସେ କହିଛନ୍ତି, ରିମୋଟ କଣ୍ଟ୍ରୋଲରେ ପଞ୍ଜାବ ସରକାର ଚାଲିଛି। ଦିଲ୍ଲୀରେ ବସିଥିବା ଅରବିନ୍ଦ କେଜ୍‌ରିୱାଲ ପଞ୍ଜାବ ସରକାର ଚଳାଉଛନ୍ତି।
ଅରବିନ୍ଦ କେଜ୍‌ରିୱାଲଙ୍କ ଖରାପ ରାଜନୀତି ହେତୁ ଆଜି ସିଦ୍ଧୁ ମୁସେୱାଲା ଆମ ସହ ନାହାଁନ୍ତି ବୋଲି ଭାଜପା ନେତା ମନଜିନ୍ଦର ସିର୍ସା କହିଛନ୍ତି। ଭାବପ୍ରବଣ ହୋଇ ସିର୍ସା କହିଛନ୍ତି, ପଞ୍ଜାବରେ ରିମୋଟ କଣ୍ଟ୍ରୋଲ ସରକାର ଚାଲିଛି। ଷଡଯନ୍ତ୍ରର ଏକ ଅଂଶ ଭାବରେ ମୁସେୱାଲା ହତ୍ୟାକାଣ୍ଡ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ହଜାର ହଜାର ଆଖୁଚାଷୀ, ଶ୍ରମିକଙ୍କ ଜୀବନଜୀବିକା ପ୍ରଭାବିତ, ପୁନଃ ଚିନିକଳ କାର୍ଯ୍ୟକ୍ଷମ ଦାବି କରି…

ବଲାଙ୍ଗୀର,୮ା୪(ସୁନିଲ କୁମାର ମହାନ୍ତି): ଦେଓଗାଁ ଚିନିକଳ ସମିତି ପକ୍ଷରୁ ବୁଧବାର ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜୟାନନ୍ଦ ସମବାୟ ଚିନିକଳ ପୁନଃ କାର୍ଯ୍ୟକ୍ଷମ କରିବା ଦାବି ନେଇ…

ବିବାଦୀୟ ମନ୍ତବ୍ୟ ଦେବା ପରେ କ୍ଷମା ମାଗିଲେ ଖାର୍ଗେ, ଭାବନାକୁ ଆଘାତ ଦେବା…

ନୂଆଦିଲ୍ଲୀ,୮।୪: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଗୁଜରାଟର ଲୋକଙ୍କ ସମ୍ପର୍କରେ ଦେଇଥିବା ବୟାନ ପାଇଁ କ୍ଷମା ପ୍ରାର୍ଥନା କରିଛନ୍ତି । ସେ କହିଛନ୍ତି ଯେ ସେ ସବୁବେଳେ ଗୁଜରାଟର…

ଫିଲ୍ମ ‘ମେହରମୁଣ୍ଡା’ର ରିଲିଜ ପାଇଁ ମା’ ତାରାତାରିଣୀଙ୍କ ଆଶୀର୍ବାଦ ନେଲେ ସିନେ କଳାକାର

ପୁରୁଷୋତ୍ତମପୁର,୮ା୪(ସବିତା ମିଶ୍ର): ନିଚ୍ଛକ ଓଡ଼ିଆ କାହାଣୀକୁ ନେଇ ରିଲିଜ ହେବାକୁ ଯାଉଛି ଫିଲ୍ମ ‘ମେହେରମୁଣ୍ଡା’। ମେହେରମୁଣ୍ଡା ରିଲିଜ ପୂର୍ବରୁ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ…

କାରରେ ଗଞ୍ଜେଇ ନେଇ ଜାଉଥିଲେ: ମାଡ଼ି ବସିଲା ପୋଲିସ

ନନ୍ଦପୁର,୮।୪(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ପୋଲିସ ଏକ ଓଆର୦୨ ବିଜେଡ ୬୧୭୦ ନମ୍ବ ବିଶିଷ୍ଟ କାର ସମେତ ୨୧ କିଲୋ ଗଞ୍ଜେଇ ଜବତ କରିଛି।…

ବିଶ୍ବ ଜାଣିଲା ସତ! ଯୁଦ୍ଧବିରତି ନେଇ ନାଁ ଘୋଷଣା କଲେ ଟ୍ରମ୍ପ, ପ୍ରଥମ ପ୍ରତିକ୍ରିୟା ଦେଲା ଚାଇନା

ନୂଆଦିଲ୍ଲୀ,୮।୪: ଇରାନ ଏବଂ ଆମେରିକା ମଧ୍ୟରେ ହୋଇଥିବା ଯୁଦ୍ଧବିରତି ଚୁକ୍ତିକୁ ସ୍ୱାଗତ କରିଛି ଚାଇନା । କିନ୍ତୁ ଇରାନ ସହିତ କୌଣସି ସିଧାସଳଖ ଆଲୋଚନାକୁ ନିଶ୍ଚିତ କରିନାହିଁ ଯାହା…

ପୁଶିଂ ବ୍ରିଜ୍‌ ନିର୍ମାଣସ୍ଥଳ ଚିହ୍ନଟ ନେଇ ପ୍ରଶାସନର କ୍ଷେତ୍ର ପରିଦର୍ଶନ

ନନ୍ଦପୁର,୮ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଦେଇ ଯାଇଥିବା କେ.କେ ରେଳପଥରେ ଏକ ପୁସିଂ ବ୍ରିଜ୍‌ ନିର୍ମାଣସ୍ଥଳ ଚିହ୍ନଟ କରିବାକୁ ପ୍ରଶାସନ ପକ୍ଷରୁ ମଙ୍ଗଳବାର କ୍ଷେତ୍ର…

ପ୍ଲାଟଫର୍ମରେ ବିଶ୍ରାମ ନେଉଥିଲେ ମା’-ବାପା: ୪ ମାସର ଶିଶୁପୁତ୍ରଙ୍କୁ ଉଠାଇ ନେଇଗଲେ…

ନିରାକାରପୁର,୮।୪(ମାନସ ଚନ୍ଦ୍ର ପଟ୍ଟନାୟକ):ଖୋର୍ଦ୍ଧା ରେଳ ଡିଭିଜନ ଅନ୍ତର୍ଗତ ନିରାକାରପୁର ରେଳ ଷ୍ଟେଶନ ପରିସରରୁ ୪ ମାସର ଶିଶୁପୁତ୍ର ଚୋରି। ସ୍ବାମୀ, ସ୍ତ୍ରୀ ଓ ଶିଶୁପୁତ୍ର ପ୍ଲାଟଫର୍ମରେ ବିଶ୍ରାମ…

ମା’-ଭାଇଙ୍କୁ ମରଣାନ୍ତକ ଆକ୍ରମଣ କରିଥିଲେ ପ୍ରତାପ: ମିଳିଲା ଏମିତି ଦଣ୍ଡ

ଦାରିଙ୍ଗବାଡି,୮।୪(ଅରୁଣ ସାହୁ):ଏକ ଘରୋଇ ହିଂସାକୁ ନେଇ ଦାରିଙ୍ଗବାଡି ପ୍ରଥମ ଶ୍ରେଣୀ ବିଚାର ବିଭାଗରେ ବିଚାର ହୋଇ ଅଭିଯୁକ୍ତଙ୍କୁ ଏକ ବର୍ଷ ସଶ୍ରମ କାରାଦଣ୍ଡ ଆଦେଶ ଶୁଣାଇଥିବା ଜଣାପଡିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri