Posted inଖେଳ

‘ ଆଇପିଏଲ୍‌ ଦଳରେ ୫ ବିଦେଶୀଙ୍କୁ ଖେଳିବାକୁ ଦିଆଯାଉ ସୁଯୋଗ ’

ନୂଆଦିଲ୍ଲୀ,୧୭।୫ : ଆସନ୍ତା ବର୍ଷ ଇଣ୍ଡିଆନ ପ୍ରିମିୟର ଲିଗ୍‌ର ୧୫ତମ ସଂସ୍କରଣ ପାଇଁ ଦୁଇଟି ନୂଆ ଫ୍ରାଞ୍ଚାଇଜକୁ ସାମିଲ କରାଯାଇପାରେ। ଆଇପିଏଲର ବୃଦ୍ଧି ହୋଇଥିବାରୁ ବିଦେଶୀ ଖେଳାଳିଙ୍କ ନିୟମରେ ପରିବର୍ତ୍ତନ ସପକ୍ଷରେ ମତ ବାଢ଼ିଛନ୍ତି ପୂର୍ବତନ ଭାରତୀୟ ବ୍ୟାଟ୍ସମ୍ୟାନ ସଞ୍ଜୟ ମାଞ୍ଜରେକର। ବର୍ତ୍ତମାନ ନିୟମ ଅନୁସାରେ, ଚୂଡ଼ାନ୍ତ ଏକାଦଶରେ ୪ ବିଦେଶୀ ଖେଳାଳି ସାମିଲ ହୋଇପାରିବେ। ଏଥି ଯୋଗୁ ବହୁ ପ୍ରତିଭାଶାଳୀ ବିଦେଶୀ କ୍ରିକେଟରଙ୍କୁ ସୁଯୋଗ ମିଳୁନାହିଁ।

ଆଇପିଏଲରେ ଦଳ ସଂଖ୍ୟା ୧୦କୁ ବୃଦ୍ଧି ହେଉଥିବାରୁ ଚୂଡ଼ାନ୍ତ ଏକାଦଶରେ ୫ ବିଦେଶୀ ଖେଳାଳିଙ୍କୁ ସୁଯୋଗ ଦିଆଯାଇପାରେ। ଦଳ ସଂଖ୍ୟା ବଢ଼ିଲେ ୬୦ ଭାରତୀୟ ଖେଳାଳି ୨୦୨୨ ଆଇପିଏଲରେ ଖେଳିବାକୁ ସୁଯୋଗ ପାଇବେ। ଆଉ ମୋ ମତରେ ଏହା ଯଥେଷ୍ଟ। ଆଇପିଏଲ ଯୋଗୁ ବହୁ ଭାରତୀୟ ଖେଳାଳି ସାମ୍ନାକୁ ଆସିଛନ୍ତି। କିନ୍ତୁ ନିୟମ ଯୋଗୁ ପ୍ରତିଭାଶାଳୀ ବିଦେଶୀ ଖେଳାଳିଙ୍କୁ ସୁଯୋଗ ନ ମିଳିବା ଲଜ୍ଜାର ବିଷୟ। ତେବେ ଏହା ଇଣ୍ଡିଆନ ପ୍ରିମିୟର ଲିଗ୍‌ ହୋଇଥିବାରୁ ଅଧିକରୁ ଅଧିକ ଭାରତୀୟ ଖେଳାଳିଙ୍କୁ ଖେଳାଇବା ଦରକାର ନାହିଁ ବୋଲି ଇଏସ୍‌ପିଏନ୍‌କ୍ରିକଇନ୍‌ଫୋ ସହ ଆଲୋଚନାବେଳେ ମାଞ୍ଜରେକର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନକୁ ଧୂଳି ଚଟାଇ ସ୍ବର୍ଣ୍ଣ ଜିତିଲା ଭାରତ

ନୂଆଦିଲ୍ଲୀ,୩।୧୦: ଭାରତୀୟ କ୍ରିକେଟ ଦଳ ୨୦୨୬ ଏସୀୟ କ୍ରୀଡ଼ାରେ ସ୍ବର୍ଣ୍ଣ ପଦକ ଜିତିଛି। ଫାଇନାଲ ମ୍ୟାଚରେ ପାକିସ୍ତାନକୁ ୧୯ ରନରେ ପରାସ୍ତ କରି ଭାରତ ଏହି ସ୍ବର୍ଣ୍ଣ…

Chanakya Niti: ଭୁଲ୍‌ରେ ବି କାହା ସହ ଶେୟାର କରନ୍ତୁନି ଏହି ୫ ଗୁପ୍ତ କଥା, ହୋଇପାରେ ବଡ଼ କ୍ଷତି

ଆଚାର୍ଯ୍ୟ ଚାଣକ୍ୟ ପ୍ରାଚୀନ ଭାରତର ଜଣେ ମହାନ ଦାର୍ଶନିକ, ଅର୍ଥନୀତିଜ୍ଞ, ଶିକ୍ଷକ ତଥା ମହାନ ରାଜନୀତିଜ୍ଞ ଥିଲେ। ସମାଜର କଲ୍ୟାଣ ଏବଂ ସଫଳ ଜୀବନଯାପନ ପାଇଁ ସେ…

ବୈଭବ ସୂର୍ଯ୍ୟବଂଶୀଙ୍କ ୱିକେଟ ନେବା ପରେ ‘Baby Celebration’ କଲେ ସାଇମ ଆୟୁବ, ଅଭିଷେକ ନେଲେ ପ୍ରତିଶୋଧ

ନୂଆଦିଲ୍ଲୀ,୩।୧୦: ୨୦୨୬ ଏସୀୟ କ୍ରୀଡ଼ା ପୁରୁଷ କ୍ରିକେଟ ଫାଇନାଲ ସମୟରେ, ସାଇମ ଆୟୁବ ବୈଭବ ସୂର୍ଯ୍ୟବଂଶୀଙ୍କୁ ଆଉଟ କରିବା ପରେ ‘Baby Celebration’ (ଶିଶୁକୁ କୋଳରେ ଧରି…

ଗୁଡ଼ାରୀରୁ ଭୁବନେଶ୍ୱରକୁ ବସ୍‌ ଚଳାଚଳ ଦାବି: ସାଇକେଲ ଯାତ୍ରାବେଳେ ଅଧାବାଟରେ ଅସୁସ୍ଥ ହେଲେ ପ୍ରମୋଦ

ଗୁଣପୁର,୩ା୧୦(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଡ଼ାରୀରୁ ରାଜଧାନୀ ଭୁବନେଶ୍ୱରକୁ ସିଧାସଳଖ ସରକାରୀ ବସ୍‌ ଚଳାଚଳ ଦାବିରେ ଗାନ୍ଧୀ ଜୟନ୍ତୀରୁ ସାଇକେଲ ଯାତ୍ରା ଆରମ୍ଭ କରିଥିବା ଆନ୍ଦୋଳନକାରୀ ପ୍ରମୋଦ…

୧୫ ଛକା,୧୩ ଚୌକା, T20 କ୍ରିକେଟରେ ସର୍ବାଧିକ ସ୍କୋର ହାସଲ କଲା ଟିମ୍‌ ଇଣ୍ଡିଆ

ନୂଆଦିଲ୍ଲୀ,୩।୧୦: ୨୦୨୬ ଏସୀୟ କ୍ରୀଡ଼ା ଫାଇନାଲରେ ପ୍ରଥମେ ବ୍ୟାଟିଂ କରି ଭାରତ ମୋଟ ୨୧୧ ରନ ସଂଗ୍ରହ କରିଛି। ଶେଷ ତିନି ଓଭରରେ ଶିବମ ଦୁବେ ଏବଂ…

ସୁବର୍ଣ୍ଣରେଖାରେ ଗାଧୋଇବାବେଳେ ବୁଡ଼ିଗଲେ ଅଣ ଓଡ଼ିଆ ପର୍ଯ୍ୟଟକ

ବାଲେଶ୍ୱର,୩ା୧୦(ବାଞ୍ଛାନିଥି ଦେ): ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ରାଜଘାଟ ନିକଟରେ ସୁବର୍ଣ୍ଣରେଖା ନଦୀରେ ଶନିବାର ଗାଧୋଇବା ବେଳେ ଜଣେ ଅଣ ଓଡ଼ିଆ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି।…

କ୍ରିସ ଗେଲଙ୍କୁ ପଛରେ ପକାଇ ଇତିହାସ ଚରିଲେ ଅଭିଷେକ ଶର୍ମା

ନୂଆଦିଲ୍ଲୀ,୩।୧୦: ଅଭିଷେକ ଶର୍ମା ୨୦୨୬ ଏସୀୟ କ୍ରୀଡ଼ା (Asian Games) ଫାଇନାଲରେ ଇତିହାସ ସୃଷ୍ଟି କରିଛନ୍ତି। ସେ ପାକିସ୍ତାନ ବିପକ୍ଷରେ ୨୮ଟି ବଲରେ ୬୧ ରନର ଏକ…

ଛୋଟ କଥାରୁ ବଡ଼ କାଣ୍ଡ: ବୋହୂ ଉପରକୁ ଗରମ ତେଲ ଫୋପାଡ଼ିଲେ ଶାଶୁ

ଖଇରା,୩ା୧୦(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ଖଇରା ଥାନା ଅଧୀନ ମଠ ନୂଆଗାଁ ଗ୍ରାମରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଯାଇଛି। ବାଡ଼ିରୁ ଏକ ମନ୍ଦାର ଗଛ ଡାଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?