ଆଉ ଜଣେ ବଙ୍ଗୀୟ ଅଭିନେତ୍ରୀଙ୍କ ଆତ୍ମହତ୍ୟା, ୧୫ ଦିନରେ ତୃତୀୟ…

କୋଲକାତା: ବଙ୍ଗଳା ଫିଲ୍ମଜଗତକୁ ଲାଗିଛି ପୁଣି ଏକ ଝଟକା। ଶୁକ୍ରବାର ଆଉ ଜଣେ ଅଭିନେତ୍ରୀ ଆତ୍ମହତ୍ୟା କରିଛନ୍ତି। ସେ ହେଲେ ମଞ୍ଜୁଷା ନିୟୋଗୀ। ଏହାକୁ ମିଶାଇ ପନ୍ଦର ଦିନ ମଧ୍ୟରେ ୩ ଅଭିନେତ୍ରୀ ଆତ୍ମହତ୍ୟା କଲେଣି। ପୂର୍ବରୁ ପଲ୍ଲବୀ ଦେ’ ଓ ବିଦିଶା ମଜୁମଦାର ନାମ୍ନୀ ୨ ଅଭିନେତ୍ରୀ ଜୀବନ ହାରିଥିବା ବେଳେ ଏବେ ସମାନ ବାଟ ଆପଣାଇଛନ୍ତି ଅଭିନେତ୍ରୀ ମଞ୍ଜୁଷା। ତାଙ୍କ ମୃତଦେହକୁ ଝୁଲନ୍ତା ଅବସ୍ଥାରେ ତାଙ୍କ ଘରୁ ଉଦ୍ଧାର କରାଯାଇଛି। ହେଲେ ବିଦିଶା ଓ ମଞ୍ଜୁସା ଉଭୟ ବେଶ ଘନିଷ୍ଠ ବାନ୍ଧବୀ ବୋଲି ଜଣାପଡ଼ିଛି। ଏଣୁ ତିନି ଦିନ ମଧ୍ୟରେ ଜଣକ ପରେ ଜଣେ ଆତ୍ମହତ୍ୟା କରିବା ଘଟଣାକୁ ଅଧିକ ରହସ୍ୟାବୃତ୍ତ କରିଛି। ପୋଲିସ ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଇ ଘଟଣାର ତଦନ୍ତ ଆରମ୍ଭ କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

ସୌରାଷ୍ଟ୍ରରୁ ଖେଳିବେ ଜାଡେଜା

ରାଜକୋଟ,୯ା୧୦: ରଣଜୀ ଟ୍ରଫି ୨୦୨୬-୨୭ ସିଜନରେ ଛତିଶଗଡ଼ ବିପକ୍ଷ ଓପନିଂ ମ୍ୟାଚରେ ସୌରାଷ୍ଟ୍ର ପକ୍ଷରୁ ଭାରତ ଅଲ୍‌ରାଉଣ୍ଡର ରବୀନ୍ଦ୍ର ଜାଡେଜା ଖେଳିବେ। ଜୟଦେବ ଉନାଡକଟ ତାଙ୍କ ଅଧିନାୟକ…

୧୦୦ରୁ ଊର୍ଦ୍ଧ୍ୱ ଅଫିସକୁ ଅଗ୍ନିଶମ ବିଭାଗର କଡ଼ା ନୋଟିସ

ପାରଳାଖେମୁଣ୍ଡି,୯ା୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର କେତେକ ପ୍ରମୁଖ ସରକାରୀ କାର୍ଯ୍ୟାଳୟରେ ଅଗ୍ନି ର୍ନିବାପକ ଯନ୍ତ୍ର ନ ଥିବା ଅଭିଯୋଗ ହୋଇଛି। ତହସିଲ, ଜିଲା କୋଷାଗାର ଓ ନିବନ୍ଧକ…

ଗଞ୍ଜାମ କଲେଜ ଛାତ୍ର ସଂସଦ ନିର୍ବାଚନ: ବିଜୁ ଛାତ୍ର ଜନତା ଦଳ ସମର୍ଥିତ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

ଗଞ୍ଜାମ, ୯।୧୦ (ବିଦ୍ୟାଧର ସାହୁ): ଆସନ୍ତା ୧୫ ତାରିଖରେ ଗଞ୍ଜାମ କଲେଜରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେବ। ଏହାକୁ ନେଇ କଲେଜ ପରିସର ଚଳଚଞ୍ଚଳ ହୋଇଉଠିଛି।…

ଘରେ ପଶି ନଗଦ ଟଙ୍କା ଓ ସୁନା ଅଳଙ୍କାର ଚୋରି ମାମଲା: ଆସିଲା ବଡ଼ ରାୟ

ଦିଗପହଣ୍ଡି, ୯।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଅନ୍ତର୍ଗତ ପଦ୍ମନାଭପୁର ପଞ୍ଚାୟତର ଚୈତନ୍ୟପୁର ଗ୍ରାମର ଏନ୍‌. ରାଜିୟା ରେଡ୍ଡୀଙ୍କ ଘରୁ ନଗଦ ଟଙ୍କା,…

ନନ୍ଦିଗ୍ରାମରେ ଭାଜପାର ବଡ଼ ବିଜୟ, ତାମିଲନାଡୁରେ ବିଜୟଙ୍କ TVKର ଜଲୱା!

ନୂଆଦିଲ୍ଲୀ,୯ା୧୦: ଦେଶର ବିଭିନ୍ନ ସ୍ଥାନରେ ୫ଟି ବିଧାନସଭା ଏବଂ ଗୋଟିଏ ଲୋକ ସଭା ଆସନରେ ଉପନିର୍ବାଚନ ହୋଇଥିଲା । ଆଜି ଭୋଟ ଗଣତି ଚାଲିଥିବା ବେଳେ, ଟ୍ରେଣ୍ଡ…

ଚଳନ୍ତା ସ୍କୁଲ ବସ୍‌ରେ ନାଗସାପ, ଡ୍ରାଇଭରଙ୍କ ପାଦରେ ଗୁଡ଼ାଇ ହୋଇଯିବା ପରେ…

କେସିଙ୍ଗା,୯ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଓ ବଲାଙ୍ଗୀର ସୀମାନ୍ତରେ ଥିବା ସଇଁତଳା ବ୍ଲକର ବେଲଗାଁ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ନିୟୋଜିତ ଥିବା ବସ୍‌ ନଂ ଓ ୦୩-ଏନ, ୬୯୪୫ରେ…

LPG New Connection: ମିଳୁନି ନୂଆ ଗ୍ୟାସ କନେକ୍ସନ; ଆସିଲା ବଡ଼ ଅପଡେଟ୍‌, ଏମିତି କରିପାରିବେ ବୁକିଂ…

ନୂଆଦିଲ୍ଲୀ,୯।୧୦: ଆମେରିକା ଓ ଇରାନ ମଧ୍ୟରେ ବଢ଼ୁଥିବା ଉତ୍ତେଜନାକୁ ଦୃଷ୍ଟିରେ ରଖି ୨୦୨୬ ମସିହାର ପ୍ରଥମ ତ୍ରୈମାସିକରେ ତୈଳ ବିପଣନ କମ୍ପାନୀଗୁଡ଼ିକ (OMCs) ଏକ ବଡ଼ ନିଷ୍ପତ୍ତି…

ଗୋପବନ୍ଧୁଙ୍କ ତ୍ୟାଗ, ସେବା ଚିର ସ୍ମରଣୀୟ

କୋରାପୁଟ,୯।୧୦(ଅମିତାଭ ବେହେରା): ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୯ତମ ଜୟନ୍ତୀ ଶୁକ୍ରବାର କୋରାପୁଟଠାରେ ପାଳିତ ହୋଇଯାଇଛି। ଏହି ଅବସରରେ ସ୍ଥାନୀୟ ଗୋପବନ୍ଧୁ ପାର୍କରେ ଆୟୋଜିତ ସ୍ମୃତି ସଭାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?