
ଭୁବନେଶ୍ୱର,୪।୩: ଦ୍ୱିତୀୟଥର ପାଇଁ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି ସୁରେଶ କୁମାର ରାଉତରାୟଙ୍କ ସାନ ପୁଅ ମନ୍ମଥ ରାଉତରାୟ। ରୋଜାଲିନ ପଟ୍ଟନାୟକଙ୍କୁ ବିବାହ କରିଛନ୍ତି ମନ୍ମଥ ରାଉତରାୟ। ଉଭୟଙ୍କର ପ୍ରେମ ବିବାହ ହୋଇଥିବା କୁହାଯାଉଛି। ଦୁଇ ପରିବାର ଲୋକଙ୍କ ଉପସ୍ଥିତିରେ ବିବାହ ସମ୍ପନ୍ନ ହୋଇଛି।
ଭୁବନେଶ୍ୱର,୪।୩: ଦ୍ୱିତୀୟଥର ପାଇଁ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି ସୁରେଶ କୁମାର ରାଉତରାୟଙ୍କ ସାନ ପୁଅ ମନ୍ମଥ ରାଉତରାୟ। ରୋଜାଲିନ ପଟ୍ଟନାୟକଙ୍କୁ ବିବାହ କରିଛନ୍ତି ମନ୍ମଥ ରାଉତରାୟ। ଉଭୟଙ୍କର ପ୍ରେମ ବିବାହ ହୋଇଥିବା କୁହାଯାଉଛି। ଦୁଇ ପରିବାର ଲୋକଙ୍କ ଉପସ୍ଥିତିରେ ବିବାହ ସମ୍ପନ୍ନ ହୋଇଛି।
ସମ୍ବଲପୁର, ୧୭।୭: ବାଲେଶ୍ୱର ଏଫଏମ କଲେଜ ଘଟଣାର କିଛି ଦିନ ଯାଉଣୁ ପୁଣି ଜଣେ ଛାତ୍ରୀଙ୍କ ଉପରେ ହୋଇଛି ନିର୍ଯାତନା। ଏଥିରେ ମଧ୍ୟ ଜଣେ ଅଧ୍ୟାପକ...
ସାଲେପୁର,୧୭।୭(ଅରବିନ୍ଦ ଭୂୟାଁ):ବାଲେଶ୍ବର ଛାତ୍ରୀ ମୃତ୍ୟୁ ଘଟଣାର ପ୍ରତିବାଦରେ ଆଜି ସାଲେପୁରଠାରେ କଂଗ୍ରେସ ଦଳର ଦୁଇଗୋଷ୍ଠୀ ମଧ୍ୟରେ ମୁହଁାମୁହିଁ ପରିସ୍ଥିତି ସୁଷ୍ଟି ହୋଇଛି । ସାଲେପୁର କୁଆପାଳ...
ପଟ୍ଟାମୁଣ୍ଡାଇ,୧୭।୭,(କଳ୍ପତରୁ ନାୟକ): ବାଲେଶ୍ୱର ଫକୀରମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ଆତ୍ମାହୁତି ଘଟଣାରେ ସରକାରୀ ଉଦାସୀନତାର ପ୍ରତିବାଦରେ କଂଗ୍ରେସ ଏବଂ ବାମଦଦଳ ଗୁଡିକ ପକ୍ଷରୁ...
କୋଟପାଡ଼,୧୭ା୭(ରାଜଶେଖର): କୋଟପାଡ଼ କଂଗ୍ରସ କମିଟି ଛତିଶଗଡ଼ ଓଡ଼ିଶା ଜାତୀୟ ରାଜପଥ ୬୩ ଫାଟକ ନିକଟରେ ପ୍ରତିବାଦ, ଶତାଧିକ ଭାରୀଯାନ ରାସ୍ତା ଦୁଇ ପାର୍ଶ୍ୱରେ ଅଟକିଛି l...
ଆଳି, ୧୭।୭ (ବନମାଳୀ ସେନାପତି): ଖରସ୍ରୋତା ନଦୀକୁ ଡେଇଁ ପଡିଛନ୍ତି ଯୁବତୀ। ଏଭଳି ଏକ ଅଘଟଣ ଘଟିଛି କେନ୍ଦ୍ରାପଡ଼ା ଜିଲା ଆଳି ଥାନା ଅନ୍ତର୍ଗତ ଗୋବିନ୍ଦପୁର...
ଭୁବନେଶ୍ୱର,୧୭।୭: ରାଜ୍ୟର ସମସ୍ତ ସରକାରୀ ସ୍କୁଲମାନଙ୍କରେ କଲେଜ ଭଳି ଆଭ୍ୟନ୍ତରୀଣ ଅଭିଯୋଗ କମିଟି (ICC) ଗଠନ କରିବା ପାଇଁ ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ଜାରି...
ପାରଳାଖେମୁଣ୍ଡି,୧୭।୭(ଗିରିଧାରୀ ପରିଛା): ବାଲେଶ୍ୱର ଫକୀର ମୋହନ ମହାବିଦ୍ୟାଳୟର ଛାତ୍ରୀ ସୌମ୍ୟାଶ୍ରୀ ବିଶି ଆତ୍ମହତ୍ୟା ଘଟଣା ଓ ପରିବାରକୁ ନ୍ୟାୟ ଦାବିରେ ଗୁରୁବାର ସାରା ରାଜ୍ୟରେ କଂଗ୍ରେସ...
ନୂଆଦିଲ୍ଲୀ,୧୭।୭: କେନ୍ଦ୍ର ସରକାରଙ୍କ ବାର୍ଷିକ ସ୍ବଚ୍ଛତା ସର୍ଭେରେ, ଇନ୍ଦୋର ଲଗାତାର ଅଷ୍ଟମ ଥର ପାଇଁ ଭାରତର ସବୁଠାରୁ ସ୍ବଚ୍ଛ ସହର ହେବାର ଟାଇଟଲ ପାଇଛି। ସେହିପରି...