Posted inରାଜ୍ୟ

ସୁର ରାଉତରାୟଙ୍କ ପରିବାରରେ ଖୁସିର ଲହରୀ, ବାପା ହେଲେ ମନ୍ମଥ

ଭୁବନେଶ୍ବର,୪।୫: ବାପା ହେଲେ ମନ୍ମଥ ରାଉତରାୟ । ବିଜେଡି ନେତା ତଥା ପୂର୍ବତନ ପାଇଲଟ ମନ୍ମଥ ରାଉତରାୟଙ୍କ ଘରକୁ ଖୁସି ଆସିଛି । ରୋଜାଲିନ ପଟ୍ଟନାୟକ ଏକ ପୁତ୍ର ସନ୍ତାନକୁ ଜନ୍ମ ଦେଇଛନ୍ତି । କଂଗ୍ରେସର ବରିଷ୍ଠ ନେତା ସୁରେଶ କୁମାର ରାଉତରାୟ ଜେଜେବାପା ହୋଇଛନ୍ତି । ତେବେ ଜେଜେ ହେବା ପରେ ସୁର ରାଉତରାୟ ଖୁସି ନଜର ଆସିଛନ୍ତି । ନାତି ସହ ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି । ରାଉତରାୟ ପରିବାରରେ ଖୁସିର ଲହରୀ ଖେଳିଯାଇଛି।

କହିରଖୁଛୁ କି, ଗତବର୍ଷ ମାର୍ଚ୍ଚ ମାସରେ ମନ୍ମଥ ରାଉତରାୟ ରୋଜାଲିନ ପଟ୍ଟନାୟକଙ୍କୁ ବିବାହ କରିଥିଲେ । ରୋଜାଲିନ ପେଶାରେ ଜଣେ ବ୍ୟାଙ୍କର ହୋଇଥିବା ବେଳେ ସେ ମୁମ୍ବାଇରେ କାର୍ଯ୍ୟ କରନ୍ତି । ପରିବାର ଲୋକଙ୍କ ଉପସ୍ଥିତିରେ ଦୁହେଁ ଚନ୍ଦକା ରେସର୍ଟରେ ବିବାହ କରିଥିଲେ । ଆଜି ଏକ ଶିଶୁପୁତ୍ର ହୋଇଥିବା ନେଇ ମନ୍ମଥ ରାଉତରାୟ ସୋସିଆଲ ମିଡିଆରେ ଫଟୋ ସେୟାର କରି ସୂଚନା ଦେଇଛନ୍ତି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବଜ୍ରପାତ ନେଲା ମହିଳାଙ୍କ ଜୀବନ, ୪ ଗୁରୁତର

ରିଆମାଳ, ୨୦ା୬(ବଦ୍ରିନାରାୟଣ ଅଗ୍ରୱାଲା)- ଦେବଗଡ଼ ଜିଲା ରିଆମାଳ ବ୍ଲକ୍‌ କୁଣ୍ଢେଇଗୋଳା ଥାନା କରଲଗା ପଞ୍ଚାୟତ ଅନ୍ତର୍ଗତ ବରଖୋଳ ଗ୍ରାମରେ ଶନିବାର ବଜ୍ରପାତ ଘଟି ଜଣଙ୍କର ମୃତ୍ୟୁ ଘଟିଥିବା…

ସୀମାରେ ଜମା ହେଲେ ଶତାଧିକ ବାଂଲାଦେଶୀ, ଶୁଭେନ୍ଦୁ ସରକାରଙ୍କ ଆକ୍ସନ ପରେ ସୀମାନ୍ତରେ ହଲଚଲ!

କୋଲକାତା,୨୦।୬ : ପଶ୍ଚିମବଙ୍ଗରେ ଭାଜପା ସରକାର ଗଠନ ଏବଂ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ଦ୍ୱାରା ବେଆଇନ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ପରେ…

ଏନ୍‌ଇଇଟି-ୟୁଜି ପୁନଃ ପରୀକ୍ଷା, ନାଗପୁର ଛାତ୍ରଙ୍କୁ ଆବୁଧାବି ପରୀକ୍ଷା କେନ୍ଦ୍ର

ନାଗପୁର,୨୦ା୬: ଏନ୍‌ଇଇଟି-ୟୁଜି ପୁନଃ ପରୀକ୍ଷା ରବିବାର ହେବାକୁ ଥିବାବେଳେ ନାଗପୁରର ଜଣେ ଛାତ୍ରଙ୍କୁ ୟୁନାଇଟେଡ୍‌ ଆରବ ଏମିରେଟ୍ସ (ୟୁଏଇ)ର ଆବୁଧାବିରେ ପରୀକ୍ଷା କେନ୍ଦ୍ର ଦିଆଯାଇଥିବା ପରିବାର ଲୋକେ…

କୋହଲି ଦେବେ ଫିଟ୍‌ନେସ୍‌ ପରୀକ୍ଷା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୦ା୬: ଷ୍ଟାର ବ୍ୟାଟର ବିରାଟ କୋହଲି ସୁସ୍ଥ ହେବାରେ ଲାଗିଛନ୍ତି। ଇଂଲଣ୍ଡ ବିପକ୍ଷ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ସିରିଜ ପୂର୍ବରୁ ଜୁନ୍‌ ୨୨ରେ ତାଙ୍କ ଫିଟ୍‌ନେସ ଟେଷ୍ଟ…

୪୯ ପ୍ଲଟ, କୋଟି କୋଟି ଟଙ୍କାର ସମ୍ପତ୍ତି ଠାବ: ଗିରଫ ହେଲେ ଯନ୍ତ୍ରୀ ସତ୍ୟନାରାୟଣ ସେଠୀ

କୋରାପୁଟ, ୨୦।୬ (ଅମିତାଭ ବେହେରା): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କୋରାପୁଟ ଜିଲ୍ଲା କୋଟପାଡ଼ ବ୍ଲକର ସହକାରୀ ନିର୍ବାହୀ ଯନ୍ତ୍ରୀ ସତ୍ୟନାରାୟଣ ସେଠୀଙ୍କୁ ଓଡ଼ିଶା ଭିଜିଲାନ୍ସ…

୩-୦ରେ ଭାରତର କ୍ଲିନ ସୁଇପ

ଚେନ୍ନାଇ,୨୦ା୬: ପ୍ରସିଦ୍ଧ କ୍ରିଷ୍ଣାଙ୍କ ୫ ଉଇକେଟ ସଫଳତା ଏବଂ ଯଶସ୍ବୀ ଜୟସ୍ବାଲଙ୍କ ଅପରାଜିତ ଶତକ ବଳରେ ତୃତୀୟ ଦିନିକିଆ ମ୍ୟାଚ୍‌ରେ ଭାରତ ୯ ଉଇକେଟରେ ଆଫଗାନିସ୍ତାନକୁ ପରାସ୍ତ…

ଗାଁକୁ ପଶି ଆସିଲା ଭାଲୁ, ଲୋକେ ଆତଙ୍କିତ

କୋକସରା,୨୦।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଜଙ୍ଗଲକ୍ଷୟ ହେବା ଯୋଗୁ ଖାଦ୍ୟ ଅନ୍ବେଷଣରେ ଗାଁ ମୁହାଁ ହେଉଛନ୍ତି ବନ୍ୟଜନ୍ତୁ। ଏହି ପରିପ୍ରେକ୍ଷୀରେ ଏକ ଭାଲୁ କୋକସରା ଫରେଷ୍ଟ ସେକ୍ସନ ଚିକିଲି…

ଚାମେଲି ଓଝାଙ୍କୁ ନ୍ୟାୟ ପ୍ରଦାନ ଦାବି ତେଜିଲା

ଭବାନୀପାଟଣା,୨୦।୬(ଉତ୍ତମ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ତିଖିରି ପଞ୍ଚାୟତ ସରପଞ୍ଚ ଚାମେଲି ଓଝାଙ୍କୁ ନ୍ୟାୟ ପ୍ରଦାନ ଦାବି କରିଛି କଳାହାଣ୍ଡି ସରପଞ୍ଚ ସଂଘ। ଶନିବାର ରାଜ୍ୟ ସରପଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri