ପୁଣି ଦିଲ୍ଲୀ ଗଲେ ମନମୋହନ : ଏଥର ଆସିବ ଓଡ଼ିଶା ପ୍ରାର୍ଥୀଙ୍କ ନାଁ

ଭୁବନେଶ୍ୱର,୨୩।୩: ଦିନ କେଇଟା ପରେ ନିର୍ବାଚନ। ଏ ନେଇ ପ୍ରସ୍ତୁତି ଆରମ୍ଭ  ହୋଇଗଲାଣି।  ପୁଣି ଦିଲ୍ଲୀ ଗଲେ ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ। ଆଗାମୀ ଦିନରେ ହେବାକୁ ଥିବା କେନ୍ଦ୍ର ନିର୍ବାଚନ କମିଟି ବୈଠକରେ ଯୋଗ ଦେବାକୁ ସେ ଦିଲ୍ଲୀ ଗସ୍ତ କରିଛନ୍ତି।
ଏହାସହ ତାଙ୍କ ସହିତ ମାନସ ମହାନ୍ତି ମଧ୍ୟ ଦିଲ୍ଲୀ ଗସ୍ତ କରିଛନ୍ତି। ଏହି ଗସ୍ତରେ ଓଡ଼ିଶା ପାଇଁ କିଛି ଲୋକସଭା ପ୍ରାର୍ଥୀଙ୍କ ନାମ ଚୂଡାନ୍ତ ହୋଇପାରେ ବୋଲି ସୂଚନା ମିଳିଛି ।
ଅନ୍ୟପକ୍ଷେ, ରାଜ୍ୟରେ ଚାଲିଥିବା ମେଣ୍ଟ ଚର୍ଚ୍ଚାରେ ଶୁକ୍ରବାର ପୂର୍ଣ୍ଣଚ୍ଛେଦ ପଡ଼ିଛି। ବିଜେଡି ଏକାକୀ ସମସ୍ତ  ଆସନରେ ନିର୍ବାଚନ ଲଢିବ ବୋଲି ଦଳର ସାଂଗଠନିକ ସଂପାଦକ ପ୍ରଣବ ପ୍ରକାଶ ଦାସ ଘୋଷଣା କରିଥିଲେ । ପରେ ସମସ୍ତ ଚର୍ଚ୍ଚାରେ ଅନ୍ତ ଘଟିଥିଲା। ସେପଟେ ଭାଜପା ମଧ୍ୟ ଏକାକୀନ ନିର୍ବାଚନ ଲଢିବାକୁ ପୁରା ପ୍ରସ୍ତୁତ ଅଛି ବୋଲି ରାଜ୍ୟ ଭାଜପା ନେତା କହିଛନ୍ତି ।

Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଫସିଲେ କିଙ୍ଗ ଖାନଙ୍କ ପୁଅ ଆର୍ଯ୍ୟନ ଖାନ, ଭିଡିଓ ଭାଇରାଲ ପରେ ବଢିଲା ଅଡୁଆ

ମୁମ୍ବାଇ,୬।୧୨: ଶାହରୁଖ ଖାନଙ୍କ ପୁଅ ଆର୍ଯ୍ୟନ ଖାନ ବିବାଦରେ ଗଭୀର ଭାବରେ ଜଡିତ। ପ୍ରଥମେ ଡ୍ରଗ୍ସ ମାମଲା, ତା’ପରେ ‘ବ୍ୟାଡ୍ସ ଅଫ ବଲିଉଡ’ରେ ତାଙ୍କ ଭୂମିକାକୁ...

ଭାରତର ଏସବୁ ଜିନିଷ ଉପରେ ନିର୍ଭର କରେ ଋଷିଆ, ଖର୍ଚ୍ଚ କରେ ଏତେ ଟଙ୍କା

ନୂଆଦିଲ୍ଲୀ,୬।୧୨: ରୁଷିଆ ଏବଂ ଭାରତ ଦୀର୍ଘଦିନ ଧରି ଦୃଢ଼ ସମ୍ପର୍କ ଉପଭୋଗ କରିଆସିଛନ୍ତି। ଏହି ଗଭୀର ସମ୍ପର୍କ ଦୁଇ ଦେଶ ମଧ୍ୟରେ ବାଣିଜ୍ୟରେ ପ୍ରତିଫଳିତ ହୋଇଛି।...

ଇଣ୍ଡିଗୋ ସଙ୍କଟ: ଖୁବ୍‌ ଜୋର ପାଟି କରି କାଉଣ୍ଟର ଉପରକୁ ଚଢିଗଲେ ବିଦେଶିନୀ

ନୂଆଦିଲ୍ଲୀ,୬।୧୨: ଗତ ଚାରି ଦିନ ମଧ୍ୟରେ ସାରା ଦେଶରେ ୧,୦୦୦ରୁ ଅଧିକ ଇଣ୍ଡିଗୋ ବିମାନ ବାତିଲ କରାଯାଇଛି, ଯାହା ଯାତ୍ରୀମାନଙ୍କୁ ବହୁତ ଅସୁବିଧାର ସମ୍ମୁଖୀନ କରୁଛି।...

ସ୍ବାମୀ ରଣବୀରଙ୍କୁ ନେଇ ଏମିତି କହିଦେଲେ ଦୀପିକା, ଚର୍ଚ୍ଚା ଆରମ୍ଭ

ମା’ ହେବା ପରେ ବଦଳିଗଲେଣି ଅଭିନେତ୍ରୀ ଦୀପିକା ପାଦୁକୋନ। ସେ ଏବେ ନିଜ କ୍ୟାରିୟର୍‌ ନୁହେଁ, ଝିଅ ଦୁଆକୁ ଅଧିକ ସମୟ ଦେଉଛନ୍ତି। ଏସବୁ ଭିତରେ...

ଭାରତ ସହ ମ୍ୟାଚ ପୂର୍ବରୁ ଦକ୍ଷିଣ ଆଫ୍ରିକାକୁ ଲାଗିଲା ୩ ବଡ଼ ଝଟକା!

ନୂଆଦିଲ୍ଲୀ,୬।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ତୃତୀୟ ଏକଦିବସୀୟ ମ୍ୟାଚ ବିଶାଖାପାଟଣାରେ ଖେଳାଯାଉଛି, ଯାହା ତିନି ମ୍ୟାଚ ବିଶିଷ୍ଟ ସିରିଜର ନିର୍ଣ୍ଣାୟକ ମ୍ୟାଚ। ଦକ୍ଷିଣ...

କରୁଣ ନାୟାରଙ୍କୁ ଅଣଦେଖା କଲା BCCI!

ନୂଆଦିଲ୍ଲୀ,୬।୧୨: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ହେଉଛି ଭାରତର ସର୍ବୋଚ୍ଚ ପ୍ରଶାସକ ସଂସ୍ଥା। କୁହାଯାଏ ଯେ ଏହି ଦେଶର ପ୍ରତ୍ୟେକ କ୍ରିକେଟର୍‌ BCCI ସହ...

ଭାରତର ୫ ମହଙ୍ଗା ମହିଳା ପ୍ରବଚକ, ଯିଏ କଥା କହି ନେଇଯାଆନ୍ତି ଏତେ ଫି

ନୂଆଦିଲ୍ଲୀ,୬।୧୨: ବୃନ୍ଦାବନର ପ୍ରସିଦ୍ଧ କାହାଣୀକାର ଇନ୍ଦ୍ରେଶ ଉପାଧ୍ୟାୟ ଏବଂ ପୂର୍ୱତନ ଡିଏସପିଙ୍କ ଝିଅ ଶିପ୍ରା ଶର୍ମା ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ଶୁକ୍ରବାର, ଡିସେମ୍ୱର 5...

ଜି.ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା: ଶୀତର ମଜା ଉଠାଉଛନ୍ତି ପର୍ଯ୍ୟଟକ

ଜି.ଉଦୟଗିରି,୬।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ ): ଜି.ଉଦୟଗିରି ଅଞ୍ଚଳରେ ଫେରିଛି ହାଡ଼ଭଙ୍ଗା ଶୀତ । ସରକାରୀ ସୂଚନା ଅନୁସାରେ କନ୍ଧମାଳ ଜିଲାରେ ସର୍ବନିମ୍ନ ତାପମାତ୍ରା ସହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri