ମନମୋହନ କହିଲେ ଓଡ଼ିଶାବାସୀଙ୍କୁ ଧନ୍ୟବାଦ, ଆଗାମୀ ୫ ବର୍ଷରେ…

ଭୁବନେଶ଼୍ବର, ୩୦।୦୬: ଭାରତୀୟ ଜନତା ପାର୍ଟିର ନବନିର୍ବାଚିତ ବିଧାୟକ ଏବଂ ଏମ୍‌ପିମାନଙ୍କୁ ସମ଼୍ବର୍ଦ୍ଧନା ଦେବା ପାଇଁ ଆରମ୍ଭ ହୋଇଛି କାର୍ଯ୍ୟକ୍ରମ । ଭୁବନେଶ଼୍ବରର ପ୍ରଦର୍ଶନୀ ପଡ଼ିଆରେ ଏହି ସମ଼୍ବର୍ଦ୍ଧନା ସଭା ହେଉଥିବା ବେଳେ ଏଥିରେ ସମସ୍ତ ଏମ୍‌ପି ଓ ବିଧାୟକ ଉପସ୍ଥିତ ରହିଛନ୍ତି । ଭାଜପାର ୨୦ ଏମ୍‌ପି ଏବଂ ୭୮ ଜଣ ବିଧାୟକ ସଭାରେ ଯୋଗଦେଇଥିବା ବେଳେ ମୁଖ୍ୟମନ୍ତ୍ରୀ, ଉପ-ମୁଖ୍ୟମନ୍ତ୍ରୀ, କେନ୍ଦ୍ର ମନ୍ତ୍ରୀ ଓ ପ୍ରମୁଖ ନେତୃବୃନ୍ଦ ଉପସ୍ଥିତ ରହିଛନ୍ତି ।

ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଓଡ଼ିଶାରେ ବିଜୟ ପାଇଁ ରାଜ୍ୟବାସୀଙ୍କୁ କୃତଜ୍ଞତା ଜ୍ଞାପନ କରିଛନ୍ତି । ଏଥସହ ସେ କେନ୍ଦ୍ରୀୟ ନେତୃବୃନ୍ଦଙ୍କୁ ମଧ୍ୟ କୃତଜ୍ଞତା ଜଣାଇଛନ୍ତି । ପ୍ରଧାନମନ୍ତ୍ରୀ, ଗୃହମନ୍ତ୍ରୀ ପ୍ରତିରକ୍ଷା ମନ୍ତ୍ରୀଙ୍କୁ କୃତଜ୍ଞତା ଜ୍ଞାପନ କରିବା ସହ ସାଢ଼େ ୪ କୋଟି ଓଡ଼ିଶାବାସୀଙ୍କୁ ଧନ୍ୟବାଦ ଜଣାଉଛି ବୋଲି ସେ କହିଛନ୍ତି । ଆମ ସପକ୍ଷରେ ୮୧ ବିଧାୟକଙ୍କ ସମର୍ଥନ ରହିଛି ବୋଲି ସେ କହିବା ସହିତ ପ୍ରଧାନମନ୍ତ୍ରୀ କେନ୍ଦ୍ର ମନ୍ତ୍ରୀ ପରିଷଦରେ ୩ ଜଣଙ୍କୁ କ୍ୟାବିନେଟ୍‌ ଦାୟିତ଼୍ବ ଦେଇଛନ୍ତି ବୋଲି ସେ କହିଛନ୍ତି । ସଂକଳ୍ପ ପତ୍ରର ପ୍ରତି କଥାକୁ ପାଳନ କରିବା ଭାଜପା ସରକାର । ଆଗାମୀ ୫ ବର୍ଷ ଦିନ ରାତି ପରିଶ୍ରମ କରିବାକୁ ପଡ଼ିବ ବୋଲି ସେ ତାଙ୍କ ଭାଷଣରେ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ସାଇବର ଜାଲିଆତି ସିଣ୍ଡିକେଟ୍‌ର ବଡ଼ ପର୍ଦ୍ଦାଫାଶ

ନୂଆଦିଲ୍ଲୀ,୬ା୬: କେନ୍ଦ୍ରୀୟ ଦିଲ୍ଲୀ ପୋଲିସ ମାସେବ୍ୟାପୀ ଚଢ଼ାଉ କରି ୭ଟି ଆନ୍ତଃରାଜ୍ୟ ସାଇବର ଜାଲିଆତି ସିଣଣ୍ଡିକେଟ୍‌ର ପର୍ଦ୍ଦାଫାଶ କରିବା ସହ ୧୪ ଜଣଙ୍କୁ ଗିରଫ କରିଛି। ଜଣେ…

ହିଟ୍‌ ଓ୍ବେଭ୍‌ ସହ କାଳବୈଶାଖୀ, ୧୦ ଯାଏ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୬ା୬ (ବନ୍ଦନା ସେଠୀ) – ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ସହ ଗୁଳୁଗୁଳି ଜାରି ରହିଥିବାବେଳେ ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚୁଛି। ଆସନ୍ତା ୧୦ ତାରିଖ…

ଆମେରିକା ପ୍ରବେଶ ପାଇଁ ଇରାନ ଫୁଟବଲ ଦଳକୁ ମିଳିଲା ଭିଜା

ଓ୍ବାଶିଂଟନ,୫।୬: ଯୁକ୍ତରାଷ୍ଟ୍ର ଆମେରିକା(ୟୁଏସ୍‌) ଇରାନ ବିଶ୍ୱକପ୍‌ ପୁଟ୍‌ବଲ ଦଳର ସଦସ୍ୟମାନଙ୍କୁ ଭିଜା ପ୍ରଦାନ କରିଛି। ଫଳରେ ଇରାନ ଦଳ ଆମେରିକାରେ ପ୍ରବେଶ କରିପାରିବ। ମେକ୍ସିକୋର ଟିଜୁଆନାରେ ଦଳ…

RI ଚାକିରି ଆଶା ଦେଖାଇ ଲୁଟିଥିଲେ ୫.୫ ଲକ୍ଷ ଟଙ୍କା; ହୀରାକୁଦରୁ ଅଭିଯୁକ୍ତଙ୍କୁ ବାନ୍ଧିଲା କେନ୍ଦୁଝର ପୋଲିସ

କେନ୍ଦୁଝର,୬।୬(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାରୀ ଚାକିରି ଯୋଗାଇଦେବାର ମିଥ୍ୟା ପ୍ରତିଶ୍ରୁତି ଦେଇ ଲକ୍ଷ ଲକ୍ଷ ଟଙ୍କା ଠକେଇ କରିବା ମାମଲାରେ କେନ୍ଦୁଝର ଟାଉନ ପୋଲିସକୁ ଏକ ବଡ଼…

ପେଟ୍ରୋଲ ପମ୍ପ ଛାଡ଼ନ୍ତୁ, ଘର ଆଗରେ ଲଗାନ୍ତୁ EV ଚାର୍ଜିଂ ଷ୍ଟେଶନ; କେଇଦିନରେ ବଦଳିଯିବ ଆପଣଙ୍କ ଭାଗ୍ୟ!

ନୂଆଦିଲ୍ଲୀ,୬।୫: ଦିନ ଥିଲା ଯେତେବେଳେ ପେଟ୍ରୋଲ ପମ୍ପର ମାଲିକ ହେବା ପ୍ରତ୍ୟେକ ବ୍ୟବସାୟୀଙ୍କ ପାଇଁ ଏକ ବଡ଼ ସ୍ବପ୍ନ ଥିଲା। କିନ୍ତୁ ବଦଳୁଥିବା ସମୟ ସହିତ ଏହି…

ପ୍ରଥମ ଦିନ ଖେଳ ଶେଷ ସୁଦ୍ଧା ଭାରତ ୩୬୮/୩

ନୂଆ ଚଣ୍ଡିଗଡ଼,୬ା୬ ଭାରତ-ଆଫଗାନିସ୍ତାନ ମଧ୍ୟରେ ଏକମାତ୍ର ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ମ୍ୟାଚ୍‌ର ପ୍ରଥମ ଦିନ ସମ୍ପୂର୍ଣ୍ଣ ରୂପେ ଭାରତୀୟ ବ୍ୟାଟରଙ୍କ ନିୟନ୍ତ୍ରଣରେ ରହିଛି। ଅଧିନାୟକ…

ମା ଙ୍କୁ ଆକ୍ରମଣ ପରେ ଝିଅଙ୍କୁ ବଳାତ୍କାର ଉଦ୍ୟମ: ଅଭିଯୁକ୍ତ ଗଲେ ଜେଲ   

ଦିଗପହଣ୍ଡି,୬|୬(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଳକ ଚୁଡୁଙ୍ଗପୁର ଗ୍ରାମର ଜଣେ ବିବାହିତା ଯୁବତୀ ତାଙ୍କ ଘର ବାରଣ୍ଡାରେ ବସିଥିବା ବେଳେ  ଗ୍ରାମର ଏ.ଶଙ୍କର ପାତ୍ର ତାଙ୍କୁ…

ରକ୍ତ ଦାନ ମହତ ଦାନ: ଆୟୋଜନ ପାଇଁ ପ୍ରସ୍ତୁତି

ଦିଗପହଣ୍ଡି, ୬|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡିର ଜଣାଶୁଣା ଫଟୋ ଏବଂ ଭିଡିଓଗ୍ରାଫର ସ୍ବର୍ଗତ ଓଡ଼ି ପ୍ରଦୀପ କୁମାରଙ୍କ ଦ୍ଵାଦଶାହ ସ୍ମୃତି ସଭା ଅବସରରେ  ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri