ସ୍ମୃତିରଞ୍ଜନଙ୍କୁ ଦଳରୁ ବିଦା କଲେ ମନମୋହନ

ଭୁବନେଶ୍ୱର,୧୮ା୮: ଭୁବନେଶ୍ୱର ସାଙ୍ଗଠନିକ ଜିଲା ଅନ୍ତର୍ଗତ ଶ୍ରୀକୃଷ୍ଣ ମଣ୍ଡଳ ସଭାପତି ସ୍ମୃତିରଞ୍ଜନ ଦାସଙ୍କର ବେଆଇନ କାର୍ଯ୍ୟକଳାପରେ ସଂପୃକ୍ତି ଅଭିଯୋଗ କାରଣରୁ ଦଳର ଭାବମୂର୍ତ୍ତି କ୍ଷୁଣ୍ଣ ହୋଇଛି। ତେଣୁ ରାଜ୍ୟ ସଭାପତି ମନମୋହନ ସାମଲଙ୍କ ନିର୍ଦ୍ଦେଶକ୍ରମେ ସ୍ମୃତି ରଞ୍ଜନ ଦାସଙ୍କୁ ଦଳରୁ ନିଲମ୍ବନ କରାଗଲା ବୋଲି ଶୃଙ୍ଖଳା କମିଟି ରାଜ୍ୟ ଆବାହକ ସୁଦର୍ଶନ ନାୟକ ସୂଚନା ଦେଇଛନ୍ତି।


ଅନ୍ୟପକ୍ଷରେ ସୋମବାର ମନମୋହନ  ଦିଲ୍ଲୀ ଗସ୍ତ କରିଛନ୍ତି। ଉପରାଷ୍ଟ୍ରପତି ନିର୍ବାଚନ ନେଇ ଏମ୍‌ପିମାନଙ୍କ ସହ ଆଲୋଚନା କରିପାରନ୍ତି। ଆସନ୍ତାକାଲି ଦିଲ୍ଲୀରେ ଏନଡିଏ ଏମ୍‌ପିମାନଙ୍କ ବୈଠକ ରହିଛି। ରାଜ୍ୟ କମିଟି ଏବଂ ବୋର୍ଡ ନିଗମ ନିଯୁକ୍ତି ନେଇ ଆଲୋଚନା କାର୍ଯ୍ୟକ୍ରମ ବି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଣିକି ପେଟ୍ରୋଲ ଓ ବିଜୁଳି ବିଲ ପେମେଣ୍ଟ କଲେ ଲାଗିବ ୫ଟଙ୍କା ଏକ୍ସଟ୍ରା ଚାର୍ଜ; ସାଧାରଣ ଲୋକଙ୍କୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୧୫।୯: ବଢ଼ୁଥିବା ମହଙ୍ଗା ମାଡ଼ ମଧ୍ୟରେ ଏବେ UPI ପେମେଣ୍ଟ ଉପରେ ଦେବାକୁ ପଡ଼ିବ ଚାର୍ଜ। ଅର୍ଥାତ ଆପଣଙ୍କର UPI ଆଉ ମାଗଣା ରହିଲା ନାହିଁ। ଏହି…

ମୃତଦେହ ନେଇ ଶ୍ମଶାନ ଯାଉଥିବା ବେଳେ ବଡ଼ ଅଘଟଣ: ଟ୍ରକ୍ ଧକ୍କା ଦେଇ ଘୋଷାଡ଼ି ନେଲା, ୫ ଗୁରୁତରଙ୍କୁ ବିଧାୟକ ନିଜ ଗାଡ଼ିରେ…

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି – ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ପୋଡ଼ାମାରି ନିକଟସ୍ଥ ରାଜନାପଲ୍ଲୀ ଗ୍ରାମ ମୁଖ୍ୟରାସ୍ତାରେ ମଙ୍ଗଳବାର ସନ୍ଧ୍ୟା ପ୍ରାୟ ସାଢ଼େ ୭ଟାରେ…

UPI ପେମେଣ୍ଟ ଉପରେ ନୂଆ ଚାର୍ଜ: ୫୦୦୦ରେ ୨୦ ଓ ୧୦,୦୦୦ରେ କଟିବ ୪୦ ଟଙ୍କା, ଜାଣନ୍ତୁ…

ନୂଆଦିଲ୍‌ଲୀ,୧୫।୯: ଡିଜିଟାଲ କାରବାର ଉପରେ ଶୁଳ୍କ ଲାଗୁ ନେଇ ବିରୋଧ ମଧ୍ୟରେ ସରକାର UPI ଉପରେ ମର୍ଚାଣ୍ଟ ଡିସକାଉଣ୍ଟ ରେଟ (MDR)କୁ ନେଇ ଏକ ନୂଆ ନିଷ୍ପତ୍ତି…

ଯୌତୁକ ନିର୍ଯ୍ୟାତନା ପରେ ସ୍ତ୍ରୀ ବାପ ଘରେ, ଏବେ ଅନ୍ୟ ଯୁବତୀଙ୍କୁ ନେଇ ସ୍ୱାମୀ ଫେରାର, ଥାନାରେ…

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ସାନଖେମୁଣ୍ଡି ବ୍ଲକ୍ ଡେଙ୍ଗାଓସ୍ତା ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଅଧିକ ଯୌତୁକ ପାଇଁ…

ଆଇସିସି ମହିଳା ଟି୨୦ ପ୍ଲେୟର ର଼୍ୟାଙ୍କିଙ୍ଗ: ପ୍ରଥମ, ଦ୍ୱିତୀୟ ସ୍ଥାନରେ ଭାରତୀୟ ଖେଳାଳି, ଜାଣନ୍ତୁ…

ତାଲିକାରେ ଦୁବାଇ, ୧୫ା୯: ଭାରତ ସ୍ପିନର ଶ୍ରୀ ଚରଣୀ କ୍ୟାରିୟର ଶ୍ରେଷ୍ଠ ରେଟିଂ ପଏଣ୍ଟ ସହ ସଦ୍ୟ ପ୍ରକାଶିତ ଆଇସିସି ମହିଳା ଅନ୍ତର୍ଜାତୀୟ ଟି୨୦ ପ୍ଲେୟର ର଼୍ୟାଙ୍କିଙ୍ଗ…

ସେପ୍ଟେମ୍ୱର ୧୬ ସକାଳ ୯ଟାରେ ୫ ରାଶିଙ୍କ ଖୋଲିବ ଭାଗ୍ୟ; ପାଇବେ ପ୍ରଚୁର ଧନ, ଚାକିରିରେ ବଡ଼ ଅଫର୍‌

୧୬ ସେପ୍ଟେମ୍ୱର, ୨୦୨୬ ହେଉଛି ଭାଦ୍ରବ ମାସ ଶୁକ୍ଳ ପକ୍ଷର ପଞ୍ଚମୀ ତିଥି ଏବଂ ବୁଧବାର। ଏହା ସହିତ ଏହା ଦ୍ୱିତୀୟ ଚାତୁର୍ମାସ୍ୟର ୨୪ତମ ଦିନ। ଏହି…

ରାତି ଗୋଟାଏରେ ଭାଙ୍ଗିଥିଲେ ତାଲା, ବାଜିଲା ସାଇରନ୍! ୟୁନିୟନ ବ୍ୟାଙ୍କରୁ ବଡ଼ ଡକାୟତି ପଣ୍ଡ, ୭ ଡକାୟତ…

ବୈଶିଙ୍ଗା,୧୫।୯ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମାନଗୋବିନ୍ଦପୁରଠାରେ ଥିବା ୟୁନିୟନ ବ୍ୟାଙ୍କରୁ ଏକ ବଡ଼ ଡକାୟତି ଯୋଜନା ପଣ୍ଡ ହୋଇଯାଇଛି। ବ୍ୟାଙ୍କରେ ଲାଗିଥିବା…

ଆଉ ମାଗଣା ନୁହେଁ UPI! ₹୨୦୦୦ ରୁ ଅଧିକ ଦେଣନେଣ ଉପରେ ଲାଗିବ ଚାର୍ଜ, ନୂଆ ନିୟମ ଜାରି କଲେ ସରକାର…

ନୂଆଦିଲ୍ଲୀ,୧୫।୯: ୟୁପିଆଇ (UPI) ଦେଣନେଣକୁ ନେଇ ସୃଷ୍ଟି ହୋଇଥିବା ଦ୍ୱନ୍ଦ୍ୱ ଉପରେ ସରକାର ପୂର୍ଣ୍ଣଚ୍ଛେଦ ପକାଇଛନ୍ତି। ସରକାରଙ୍କ ଦ୍ୱାରା ଜାରି ନୂଆ ବିଜ୍ଞପ୍ତି ଅନୁଯାୟୀ, ଅକ୍ଟୋବର ୧୫ରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?