ମୁଖ୍ୟମନ୍ତ୍ରୀଙ୍କ ‘ମିଛ ଓ ଗୁଜବ’ ମନ୍ତବ୍ୟକୁ ନେଇ ଏମିତି ପ୍ରତିକ୍ରିୟା ଦେଲେ ମନମୋହନ ସାମଲ

ଭୁବନେଶ୍ୱର,୧୦।୩(ଅସମାପିକା ସାହୁ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ୫-ଟି ଅଧ୍ୟକ୍ଷ କାତ୍ତିକ ପାଣ୍ଡିଆନ୍‌ଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ୫-ଟି ଏବଂ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ତାଙ୍କର ସୋସିଆଲ ମିଡିଆରେ ଏହି ଭିଡିଓ ଶେୟାର କରିଛନ୍ତି। ଏଥିରେ କାର୍ତ୍ତିକ ପାଣ୍ଡିଆନ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଶ୍ନ କରୁଛନ୍ତି କି ରାଜନୀତିରେ ସବୁଠାରୁ ଖରାପ ଜିନିଷ କ’ଣ ? ଯାହାର ଉତ୍ତରରେ ମୁଖ୍ୟମନ୍ତ୍ରୀ ଗୁଜବ ଆଉ ମିଛକଥା ବୋଲି କହୁଛନ୍ତି। ଯାହା ରାଜ୍ୟରେ ଚାଲିଥିବା ମେଣ୍ଟ ଚର୍ଚ୍ଚାକୁ ଇଙ୍ଗିତ କରୁଥିବା ଚର୍ଚ୍ଚା ହେଉଛି।
ମୁଖ୍ୟମନ୍ତ୍ରୀଙ୍କ ଏହି ‘ମିଛ ଓ ଗୁଜବ’ ମନ୍ତବ୍ୟ ଉପରେ ପ୍ରତିକ୍ରିୟା ମନମୋହନ ସାମଲ କହିଛନ୍ତି, ଏହା ଉପରେ ଟିପ୍ପଣୀ କରିବା ମୋର ଠିକ ହେବ ନାହିଁ। ଓଡ଼ିଶା ରାଜନୀତିରେ ମିଥ୍ୟା ଗୁଜବ କରାଯାଉଛି କି ବୋଲି ପ୍ରଶ୍ନରେ ମନମୋହନ କହିଛନ୍ତି, ଜନସାଧାରଣ ବେଷ୍ଟ ଜଜ। ସେମାନେ ହିଁ ନିଷ୍ପତି ନେବେ ।


Enter your email to get our daily news in your inbox.

All Right Reserved By Dharitri.Com

ଶୀତଳ ଷଷ୍ଠୀ ପାଇଁ ଜୁନ୍ ୨୦ରେ ବନ୍ଦ ରହିବ ସରକାରୀ କାର୍ଯ୍ୟାଳୟ

ସମ୍ବଲପୁର, ୧୭/୬ (ପ୍ରମୋଦ ବହିଦାର): ଓଡ଼ିଶା ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ନିର୍ଦ୍ଦେଶକ୍ରମେ ଉତ୍ତରାଞ୍ଚଳ ରାଜସ୍ୱ କମିଶନର (ଆରଡିସି) କାର୍ଯ୍ୟାଳୟ ପକ୍ଷରୁ ୨୦୨୬ କ୍ୟାଲେଣ୍ଡର ବର୍ଷ…

ବଡ଼ିଲା ସ୍କୁଲ ଛୁଟି ଅବଧି: ଏହି ଜିଲାରେ ୨୦ ଯାଏ …

ସୋନପୁର,୧୭।୬(ମୃତ୍ୟୁଞ୍ଜୟ ଶତପଥୀ): ଜିଲାରେ ଜାରି ରହିଥିବା ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ଅସହ୍ୟ ଗରମକୁ ଦୃଷ୍ଟିରେ ରଖି ସୁବର୍ଣ୍ଣପୁର ଜିଲା  ପ୍ରଶାସନ ପକ୍ଷରୁ ସ୍କୁଲ ଓ କଲେଜ…

ଉଦ୍ଧବ ଠାକ୍‌ରେଙ୍କୁ ବଡ଼ ଝଟ୍‌କା: ଏକନାଥ ଶିନ୍ଦେଙ୍କୁ ସମର୍ଥନ ଘୋଷଣା କଲେ ୬ ଏମ୍‌ପି

ମୁମ୍ବାଇ,୧୭।୬: ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ନେତୃତ୍ୱାଧୀନ ଶିବସେନା(ୟୁବିଟି)କୁ ବଡ଼ ଝଟ୍‌କା ଲାଗିଛି। ଡେପୁଟି ସିଏମ ଏକନାଥ ସିନ୍ଦେଙ୍କ ନେତୃତ୍ୱରେ ଶିବସେନାକୁ ଦଳର ୬ ଜଣ…

ଡ଼ାକ୍ତରଖାନାରେ ନଥିଲେ ଡ଼ାକ୍ତର! ଚାଲିଗଲା ନବଜାତ ଶିଶୁର ଜୀବନ, ଚିକିତ୍ସା ଅବହେଳା ଆଣି ପରିବାର ଲୋକଙ୍କ ଉତ୍ତେଜନା

ପାଟଣାଗଡ଼, ୧୭।୬(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣାଗଡ଼ ଡାକ୍ତରଖାନାରେ ବୁଧବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ।ଡାକ୍ତରଙ୍କ ଅବହେଳାରୁ ଜଣେ ନବଜାତ ଶିଶୁର ମୃତ୍ୟୁ ହୋଇଥିବା…

ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖି ଏମିତି କହିଲେ ଚାମେଲି, ଚାରିଆଡ଼େ ଚର୍ଚ୍ଚା

କେନ୍ଦ୍ରାପଡ଼ା/ମହାକାଳପଡା,୧୭ା୬:  କେନ୍ଦ୍ରାପଡ଼ା ଜିଲା ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କୁ ଜାମିନ ମିଳିଛି । ଏହି ଘଟଣା ବର୍ତ୍ତମାନ ସାରା ରାଜ୍ୟରେ ଚର୍ଚ୍ଚାର ବିଷୟ ପାଲଟିଥିବା ବେଳେ…

ରଜ ଖେଳ ବିବାଦରୁ ରକ୍ତାକ୍ତ ସଂଘର୍ଷ

ରାଉରକେଲା,୧୭।୬ (ସଙ୍ଗୀତା ଜେନା): ରଜ ପର୍ବ ଆନନ୍ଦ ଉଲ୍ଲାସରେ ଚାଲିଥିବାବେଳେ ଇସ୍ପାତ ସହର ରାଉରକେଲାରେ ରକ୍ତାକ୍ତ ସଂଘର୍ଷ ହୋଇଛି। ରଜ ଖେଳ ଆୟୋଜନକୁ କେନ୍ଦ୍ର କରି ସୃଷ୍ଟି…

ଭାରତକୁ ବଡ଼ ଝଟକା ଦେଲା ଆମେରିକା: ମୋଦି-ଟ୍ରମ୍ପ ସାକ୍ଷାତ ପୂର୍ବରୁ…

ପ୍ୟାରିସ୍‌,୧୭।୬: ଫ୍ରାନ୍ସରେ ଅନୁଷ୍ଠିତ G7 ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ହେବାକୁ ଥିବା ବୈଠକ ପୂର୍ବରୁ ଆମେରିକା…

ବଦଳି ପାଇଁ ଉପବାଚସ୍ପତିଙ୍କ ନାମରେ ଜାଲ୍‌ ଦସ୍ତଖତ, ଦୁଇ ସହକାରୀ ଯନ୍ତ୍ରୀଙ୍କ ନାଁରେ କ୍ୟାପିଟାଲ ଥାନାରେ ଏତଲା

ଭୁବନେଶ୍ୱର,୧୭।୬(ତ୍ରିନାଥ ମହାନ୍ତି): ବଦଳି ପାଇଁ ଓଡ଼ିଶା ବିଧାନସଭାର ଉପବାଚସ୍ପତି ଭବାନୀ ଶଙ୍କର ଭୋଇଙ୍କ ଦସ୍ତଖତକୁ ଜାଲ୍‌ କରିବା ଏବଂ ସରକାରୀ ଡି.ଓ. ପ୍ୟାଡ୍‌ର ଦୁରୁପଯୋଗ କରିବା ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri