ପୁଣି ଦିଲ୍ଲୀ ଗଲେ ମନମୋହନ ସାମଲ: ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ଉପରେ…

ଭୁବନେଶ୍ୱର,୧୮।୩: ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ ପୁଣି ଦିଲ୍ଲୀ ଗସ୍ତରେ ଯାଇଛନ୍ତି। ନିର୍ବାଚନ କମିଟି ବୈଠକରେ ପ୍ରସ୍ତୁତ ସାମ୍ଭାବ୍ୟ ପ୍ରାର୍ଥୀ ତାଲିକା ଧରି ସେ ଦିଲ୍ଲୀ ଯାଇଛନ୍ତି। ତେବେ ସେଠାରେ ସଂସଦୀୟ ବୋର୍ଡ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ଉପରେ ନିଷ୍ପତି ନେବେ।
ରବିବାର ବରିଷ୍ଠ ନେତାଙ୍କୁ ନେଇ କାର୍ଯ୍ୟାଳୟରେ ଘନଘନ ବୈଠକ ବସିଥିଲା। ଏଥିରେ ବହୁ ବରିଷ୍ଠ ନେତା ଓ କର୍ମୀ ସାମିଲ ହୋଇଥିଲେ।
ପୁରା ମାହୋଲ ସରଗରମ ଥିବା ଜଣାପଡୁଥିଲା। ରାଜ୍ୟର ୧୪୭ ବିଧାନସଭା ଓ ୨୧ ଲୋକସଭା ଆସନ ନେଇ କାହାକୁ ପ୍ରାର୍ଥୀ କରାଯିବ କାହାକୁ କେଉଁ ଆସନ ଦିଆଯିବ ଏବଂ ଅନ୍ୟ କର୍ମୀଙ୍କୁ କିପରି ସନ୍ତୁଷ୍ଟ କରାଯିବ ସେ ନେଇ ବୈଠକରେ ଆଲୋଚନା କରାଯାଇଥିଲା। ସଠିକ ଭାବେ ପ୍ରାର୍ଥୀଙ୍କ ତାଲିକା ପ୍ରସ୍ତୁତ କରାଯାଇ ଏହାକୁ ଦିଲ୍ଲୀ ପଠାଯିବାରଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ସମୀର ଦାସଙ୍କୁ ନେଇ ଆସିଲା ବଡ଼ ଖବର, ସମର୍ଥକ କହିଲେ ଟିକେଟ ଦିଅ ନ ହେଲେ ଦଳ ଛାଡ଼ିବୁ

ଭୁବନେଶ୍ୱର,୨୭।୪: ବିଧାୟକ ସମୀର ଦାଶଙ୍କ ଟିକେଟ କଟିବା ପରେ ସରଗରମ ନିମାପଡା ରାଜନୀତି । ସମର୍ଥକଙ୍କୁ ନେଇ ମେଳି ବାନ୍ଧୁଛନ୍ତି ସମୀର । ୩୦ ତାରିଖ...

ରେକର୍ଡ ଭାଙ୍ଗିଲା ରାଜଧାନୀ ତାତି, ୪୪ ଟପିଲା

ଭୁବନେଶ୍ୱର,୨୭।୪: ସାରା ଓଡ଼ିଶାରେ ତାପମାତ୍ରା ବୃଦ୍ଧି ପାଇବାରେ ଲାଗିଛି। ରାଜଧାନୀ ତତଲା କଡେଇରେ  ଭାଜି ହେବା ସହ ରାଜଧାନୀବାସୀ ଶନିବାର ପ୍ରବଳ ତାତିରେ ଆକ୍ତାମାକ୍ତା ହୋଇଛନ୍ତି।...

ଭବାନୀପାଟଣା ନିର୍ବାଚନ ମଣ୍ଡଳୀର ବିଧାୟିକା ପ୍ରାର୍ଥୀନୀ ଲଳିତା ନାଏକଙ୍କ ପଦଯାତ୍ରା

କେସିଙ୍ଗା,୨୭।୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଳକର ବାଲସି ଗ୍ରାମ ପଞ୍ଚାୟତରେ ଭବାନୀପାଟଣା ନିର୍ବାଚନ ମଣ୍ଡଳୀର ବିଜେଡି ଦଳର ବିଧାୟିକା ପ୍ରାର୍ଥୀନୀ ଲଳିତା ନାଏକ ଶନିବାର...

କଟକ-ଭୁବନେଶ୍ୱରକୁ ରେଡ୍‌ ଓ୍ବାର୍ଣ୍ଣିଂ

ଭୁବନେଶ୍ୱର,୨୭।୪: ତାତିରୁ ନିସ୍ତାର ନାହିଁ। ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ଶନିବାର ଲାଗି କଟକ-ଭୁବନେଶ୍ୱର(ଟୁଇନ୍‌ ସିଟି)କୁ ରେଡ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଏଠାରେ...

ବିଜେଡି ଛାଡ଼ିବା ସଙ୍କେତ ଦେଲେ ସମୀର !

ନିମାପଡ଼ା,୨୭।୪: ନିମାପଡ଼ା ବିଧାନସଭା ଆସନ ଲାଗି ବିଜେଡି ପକ୍ଷରୁ ପ୍ରାର୍ଥୀ ଘୋଷଣା କରାଯାଇସାରିଛି। ହେଲେ ଏଯାଏ ସଦ୍ୟ ସାମିଲ ହୋଇଥିବା ପ୍ରାର୍ଥୀ ଦିଲୀପ ନାୟକ ପ୍ରଚାର...

‘ଓଡ଼ିଶାରେ କେବଳ ନବୀନ ଇଞ୍ଜିନ ଚାଲିବ’

ନୂଆପଡା,୨୭।୪: ଓଡିଶାରେ ଚାଲିବ କେବଳ ନବୀନ ଇଞ୍ଜିନ । ୨୪ ବର୍ଷ ଧରି ରାଜ୍ୟରେ ନବୀନ ଇଞ୍ଜିନ ଚାଲିଛି, ଆହୁରି ଚାଲିବ। ପଡୋଶୀ ଛତିଶଗଡରେ ଡବଲ...

ଲୁଣା ନଦୀରେ ଗୋଡ଼ ଖସି ଛାତ୍ରୀ ନିଖୋଜ: ଉଦ୍ଧାର କାର୍ଯ୍ୟ ଜାରି

ମହାକାଳପଡ଼ା,୨୭।୪( ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ମଙ୍ଗଳପୁର ପଞ୍ଚାୟତ ବନ୍ଧପଡ଼ା ଗ୍ରାମରେ ଏକ ଅଘଟଣ ଘଟିଛି। ଦୁଇ ସାଙ୍ଗ ନିକଟ...

ଏଯାଏ ଛିଣ୍ଡୁନି ଅଙ୍କ, ଚିନ୍ତାରେ ଆଶାୟୀ; ଆଉ ୬-୧୫-୯ ଆସନ ବାକି

ଭୁବନେଶ୍ୱର,୨୭।୪: ନିର୍ବାଚନ ତାରିଖ ପାଖେଇ ଆସିଲେ ହେଁ ରାଜ୍ୟର ୩ ପ୍ରମୁଖ ଦଳ ସମସ୍ତ ଆସନରେ ପ୍ରାର୍ଥୀ ଘୋଷଣା କରିନାହାନ୍ତି। ଏଯାବତ ବିଜେଡି ୬, ଭାଜପା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri