Posted inଜାତୀୟ

ଯୋଗ ଦେବେ ନାହିଁ ମନମୋହନ ସିଂ

ନୂଆଦିଲ୍ଲୀ,୧୩।୩: ନିକଟରେ ଶେଷ ହୋଇଥିବା ୫ ରାଜ୍ୟର ବିଧାନସଭା ନିର୍ବାଚନରେ କଂଗ୍ରସର ପରାଜୟ ପରେ ପ୍ରଥମ ଥର ପାଇଁ ବସିବାକୁ ଯାଉଛି କଂଗ୍ରେସ ଓ୍ବାର୍କିଂ କମିଟି। ରବିବାର ହେବାକୁ ଯାଉଥିବା ଏହି ଗୁରୁତ୍ୱପୂର୍ଣ୍ଣ ଦଳୀୟ ବୈଠକରେ ଯୋଗ ଦେବେ ନାହିଁ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ।

ତେବେ ୮୯ ବର୍ଷୀୟ ଭେଟେରାନ କଂଗ୍ରେସ ନେତା ସ୍ବାସ୍ଥ୍ୟ ଜନିତ କାରଣରୁ ବୈଠକରେ ଯୋଗ ଦେବେ ନାହିଁ। ତାଙ୍କ ବ୍ୟତୀତ ପୂର୍ବତନ ପ୍ରତିରକ୍ଷା ମନ୍ତ୍ରୀ ଏ କେ ଆଣ୍ଟୋନିଙ୍କ ସମେତ ଅନ୍ୟ ୩ ବରିଷ୍ଠ ନେତା ଦଳର ବୈଠକରେ ଦେବେ ନାହିଁ ବୋଲି ସୂଚନା ମିଳିଛି। ଅପରାହ୍ନ ୪ଟା ବେଳେ ହେବାକୁ ଥିବା ବୈଠକ ପାଇଁ ମୋଟ ଉପରେ ୫୭ କଂଗ୍ରେସ ନେତାଙ୍କୁ ଆମନ୍ତ୍ରଣ କରାଯାଇଛି। ଏହି ବୈଠକରେ କଂଗ୍ରେସରେ କିଛି ବଡ଼ ଧରଣ ପରିବର୍ତ୍ତନ ହେବା ନେଇ ଆଶା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାରଧାମ ପ୍ରୋଜେକ୍ଟରେ ସଡ଼କ ଚୌଡ଼ା କରିବାକୁ ମଞ୍ଜୁରୀ, ଚାଇନା ଉପରେ ବି ନଜର…

ନୂଆଦିଲ୍ଲୀ, ୧୪।୧୨: ଉତ୍ତରାଖଣ୍ଡର ଗଙ୍ଗୋତ୍ରୀ, ଯମୁନୋତ୍ରୀ, କେଦାରନାଥ ଏବଂ ବଦ୍ରିନାଥ ଆଦି ଧାମକୁ ସଂଯୋଗ କରିବା ଲାଗି ପ୍ରସ୍ତାବିତ ଚାରଧାମ ପ୍ରୋଜେକ୍ଟକୁ ମଞ୍ଜୁରୀ ମିଳିଛି। ଏହା...

ଫାରୁକ୍‌ ଅବ୍‌ଦୁଲ୍ଲାଙ୍କୁ ଇଡିର ଜେରା

ନୂଆଦିଲ୍ଲୀ, ୧ା୮(ପି.ଟି.): ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ନ୍ୟାଶନାଲ କନ୍‌ଫରେନ୍ସ ନେତା ଫାରୁକ୍‌ ଅବ୍‌ଦୁଲ୍ଲାଙ୍କୁ ମନି ଲଣ୍ଡରିଂ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ପକ୍ଷରୁ ବୁଧବାର ଜେରା...

ଏଲ୍‌ଏସି: କିଏ ସତ କହୁଛନ୍ତି

ନୂଆଦିଲ୍ଲୀ,୨୨ା୬: ଲଦାଖର ଗଲଓ୍ବାନ ଉପତ୍ୟକାରେ ଚାଇନା ସେନା ସହ ସଂଘର୍ଷ ବେଳେ ୨୦ ଭାରତୀୟ ଯବାନ ଶହୀଦ ହେବା ପରେ ପ୍ରକୃତ ନିୟନ୍ତ୍ରଣରେଖା (ଏଲ୍‌ଏସି) ଚରମ...

ଶୁକ୍ରବାର ଶପଥ ନେଇପାରନ୍ତି ୟେଦୁରପ୍ପା: ଆଜି ଶାହଙ୍କୁ ଭେଟିବେ

ବେଙ୍ଗାଲୁରୁ, ୨୪।୭: ଶେଷରେ କର୍ନାଟକରେ ଭାଜପା କ୍ଷମତା ଦଖଲ କରିବାକୁ ଯାଉଛିି। ୧୪ ମାସର ମେଣ୍ଟ ସରକାର ବିଧାନସଭାରେ ସଂଖ୍ୟା ଗରିଷ୍ଠତା ପ୍ରଦର୍ଶନ କରିବାକୁ ଅସମର୍ଥ...

ମୃତ୍ୟୁ କ୍ଷେତ୍ର ପାଲଟିଛି ଏଲ୍‌ଓସି

ପୁଣେ, ୩୧।୮: ଭାରତ ଓ ପାକିସ୍ତାନ ମଧ୍ୟରେ ଥିବା ନିୟନ୍ତ୍ରଣ ରେଖା (ଏଲ୍‌ଓସି) ଏବଂ ଅନ୍ତର୍ଜାତୀୟ ସୀମା ଯବାନ ଏବଂ ସାଧାରଣ ନାଗରିକଙ୍କ ମୃତ୍ୟୁ କ୍ଷେତ୍ରରେ...

ନିର୍ବାଚନରେ ପରାସ୍ତ ହେବାପରେ କାନ୍ଦିଲେ ଟିକ୍‌ଟକ୍‌ ଷ୍ଟାର୍‌ ସୋନାଲି

ଚଣ୍ଡିଗଡ,୨୫।୧୦: ଟିକ୍‌ଟକ୍‌ ଷ୍ଟାର ସୋନାଲି ଫୋଗାଟ ନିର୍ବାଚନ ମୈଦାନରେ ଫେଲ୍‌ ମାରିବା ପରେ ଚିରାଚରିତ ଟିକ୍‌ଟକ୍‌ ଭିଡିଓ କରି ନିଜ ପ୍ରତିକ୍ରିୟା ଦେଇଛନ୍ତି। ପରାଜୟ ପରେ...

ଗୁରୁତର କରୋନା ରୋଗୀଙ୍କ ପାଇଁ ଆସିଲା ଔଷଧ

ନୂଆଦିଲ୍ଲୀ,୧୬।୧: କୋଭିଡ୍‌ ଆକ୍ରାନ୍ତଙ୍କ ଚିକିତ୍ସା ଲାଗି ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ) ଦୁଇଟି ନୂଆ ଔଷଧ ବ୍ୟବହାର କରିବାକୁ ସୁପାରିସ କରିଛି। ତାହା ହେଲା ବାରିସିଟିନିବ୍‌...

ମହାରାଷ୍ଟ୍ରରେ ୭୧୪ ପୋଲିସ କରୋନା ପଜିଟିଭ

ମୁମ୍ବାଇ,୯।୫: ମହାରାଷ୍ଟ୍ରରେ କରୋନା ସଂକ୍ରମଣ ବେଳକୁ ବେଳ ଅଣାୟତ ହେବାରେ ଲାଗିଛି। ଏବେ ମହାରାଷ୍ଟ୍ରରେ ୭୧୪ ପୋଲିସ କରୋନା ସଂକ୍ରମିତ ହୋଇଥିବା ଜଣାପଡିଛି। ଏମାନଙ୍କ ମଧ୍ୟରୁ...

Advertisement
Archives

Model This Week