Posted inଜାତୀୟ

ଭାଜପାକୁ ଭୋଟ ଦେଇଛନ୍ତି ମନମୋହନ-ମୁଲାୟମ!

ଆମ୍ବେଡ୍‌କର ନଗର,୧୧।୩: ଭାଜପାକୁ ଭୋଟ ଦେଇଛନ୍ତି ମନମୋହନ ସିଂ ଏବଂ ମୁଲାୟମ ସିଂ। କଥାଟା ଅଡ଼ୁଆ ଲାଗୁଥିଲେ ହେଁ ସତ। ତେବେ ଆମେ ଏଠାରେ ପୂର୍ବତନ ପ୍ରଧାନମନ୍ତ୍ରୀ ତଥା କଂଗ୍ରେସ ନେତା ମନମୋହନ ସିଂ କିମ୍ବା ୟୁପିର ପୂର୍ବତନ ମୁଖ୍ୟମନ୍ତ୍ରୀ ମୁଲାୟମ ସିଂ ଯାଦବଙ୍କ କଥା କହୁନାହୁଁ। ଏଠାରେ ଯେଉଁ ମନମୋହନ ଏବଂ ମୁଲାୟମଙ୍କ କଥା କୁହାଯାଇଛି, ସେମାନେ ଉତ୍ତରପ୍ରଦେଶ ଆମ୍ବେଡ୍‌କର ନଗର ଜିଲାର ଜଲାଲପୁର ବିଧାନସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ହାଇଦରାବାଦ ଗ୍ରାମର ଚାଷୀ ମିଥାଇ ଲାଲ୍‌ (୫୭)ଙ୍କ ଦୁଇପୁଅ।

ବର୍ତ୍ତମାନର ରାଜନୀତି ଲୋକମାନଙ୍କୁ ସବୁ ପ୍ରସଙ୍ଗରେ ପରସ୍ପରଠାରୁ ଅଲଗା କରିଦେଉଥିବାବେଳେ ମିଥାଇଲାଲ୍‌ଙ୍କ ପରିବାରରେ ବିଭିନ୍ନ ଦଳର ରାଜନେତାମାନେ ରହି ଶାନ୍ତି ଓ ସଦ୍‌ଭାବନାର ବାସ୍ତବ ବାର୍ତ୍ତା ଦେଉଛନ୍ତି। ମିଥାଇ ତାଙ୍କ ୭ ପିଲାଙ୍କ ନାମ ମୁଲାୟମ ସିଂ, କଲ୍ୟାଣ ସିଂ, ରାଜନାଥ ସିଂ, ବାଲ୍‌ ଠାକ୍‌ରେ, ଜୈଲ୍‌ ସିଂ, ମନମୋହନ ସିଂ ଏବଂ ଝିଅଙ୍କ ନାଁ ଜୟଲଲିଥା ରଖିଛନ୍ତି। ସମସ୍ତଙ୍କ ନାମ ଦେଶର ଜଣାଶୁଣା ରାଜନେତାଙ୍କ ନାମରେ ନାମିତ କରିଛନ୍ତି। ସମାଜରେ ତାଙ୍କ ପିଲାମାନଙ୍କୁ ସେମାନଙ୍କ ଭଳି ଉଚ୍ଚ ସମ୍ମାନ ମିଳିବା ଲକ୍ଷ୍ୟ ଦେଇ ସେ ଏଭଳି ଏକ ନିଆରା ବାଟ ଆପଣାଇଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମ ପାଇଁ ଜୀବନ ହାରିଲେ ଯୁବକ: ଭିଡିଓ ଭାଇରାଲ

ଭୁବନେଶ୍ୱର,୨୪।୫: ମୟୂରଭଞ୍ଜ ଜିଲା ରାସଗୋବନ୍ଦପୁର ଥାନା ମାଣିନ୍ଦା ଅଞ୍ଚଳରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ପ୍ରେମ ପାଇଁ ଜଣେ ଯୁବକ ବିଷ ପିଇ ସୋସିଆଲ ମିଡିଆରେ…

ଭୋ ଭୋ ହୋଇ କାନ୍ଦି ଗଡ଼ିଲେ ମା’, ଭାଇ ଦେଲେ ମୁଖାଗ୍ନି; ପଞ୍ଚଭୂତରେ ବିଲୀନ ହେଲେ ଟ୍ବିଶା…

ଭୋପାଳ,୨୪।୫: ପଞ୍ଚଭୂତର ବିଲୀନ ହେଲେ ମଡେଲ ତଥା ଅଭିନେତ୍ରୀ ଟ୍ବିଶା ଶର୍ମା। ରବିବାର ଭୋପାଳର ଭଦଭଦା ଶ୍ମଶାନ ଘାଟରେ ତାଙ୍କର ଅନ୍ତିମ ସଂସ୍କାର ସମ୍ପନ୍ନ ହୋଇଛି। ଟ୍ବିଶାଙ୍କ…

ଯନ୍ତ୍ରୀଙ୍କ ପିସି କାରବାର ଅଭିଯୋଗ, ବିଦ୍ୟାଳୟ ରୂପାନ୍ତରୀକରଣ କରି ପାଇଁ ଥାନାର ଦ୍ୱାରସ୍ଥ ହେଲେ ଯୁବକ

ଥୁଆମୂଳ ରାମପୁର,୨୪ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ କନିଷ୍ଠ ଯନ୍ତ୍ରୀ ଓ ଅସାଧୁ ବ୍ୟକ୍ତିଙ୍କ ମଧୁଚନ୍ଦ୍ରିକା ଏବେ ଚରମ ସୀମାରେ ପହଞ୍ଚିଛି। ଆଦିବାସୀ ବହୁଳ…

ପୁଅକୁ ମେଡିକାଲ ନେବାବେଳେ ବାପାଙ୍କ କୋଳରେ ଚାଲିଗଲା ଜୀବନ, ପୂରା ଘଟଣା ଜାଣିଲେ ଆଖିରେ ଆସିଯିବ ଲୁହ

ଲକ୍ଷ୍ନୌ,୨୪ା୫: ସୋସିଆଲ ମିଡିଆରେ ଏକ ହୃଦୟ ବିଦାରକ ଭିଡିଓ ଦ୍ରୁତ ଗତିରେ ଭାଇରାଲ ହେଉଛି। ଯେଉଁଥିରେ ଦେଖାଯାଉଛି ଏକ ନିଷ୍ପାପ ଶିଶୁର ଜୀବନ କିଛି ମୁହୂର୍ତ୍ତ ମଧ୍ୟରେ…

ଶ୍ବଶୁରଘରୁ ବର୍ଷାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର

କଟକ,୨୪।୫:(ପ୍ରଭୁକଲ୍ୟାଣ ପାଲ):  ପୁଣି ଯୌତୁକ ଜୁଇରେ ଆଉ ଜଣେ ନବବଧୂ। ନବବଧୂଙ୍କୁ ଯୌତୁକ ପାଇଁ ଶାଶୁଘର ଲୋକେ ହତ୍ୟା କରିଥିବା ଅଭିଯୋଗ ହୋଇଛି । ଯାଜପୁର ଟାଉନ…

ଆଗପଛ ହୋଇ ଆସୁଥିଲା ଦୁଇ କାର୍‌, ହଠାତ୍‌ ମଝି ରାସ୍ତାରେ ଘଟିଲା…

ଗଞ୍ଜାମ,୨୪ା୫(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମ୍ମା ଫାଣ୍ଡି ଅନ୍ତର୍ଗତ ଜାତୀୟ ରାଜପଥ-୧୬ ହୁମ୍ମା ଓ ଶଙ୍ଖନୂଆଗାଁ ମଧ୍ୟଭାଗରେ ଥିବା ଜଷ୍ଟିଂଙ୍ଗ ନିକଟରେ ଗୋଟିଏ କାର୍‌…

କ’ଣ ମୋଦିଙ୍କ ଗୋଟିଏ କଥାରେ ବିଦେଶ ଯିବା ବନ୍ଦ କରିଦେଲେ ଭାରତୀୟ? ଚମକାଇ ଦେବ RBIର ସଂଖ୍ୟା

ନୂଆଦିଲ୍ଲୀ,୨୪।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା କରାଯାଇଥିବା ଏକ ଅପିଲର ପ୍ରଭାବ ଭାରତୀୟମାନଙ୍କ ବିଦେଶ ଯାତ୍ରା ଧାରାରେ ପ୍ରକାଶ ପାଇବା ଆରମ୍ଭ କରିଛି କି? ଭାରତୀୟ ରିଜର୍ଭ…

ଭବିଷ୍ୟତରେ ବିଚାରପତି ହେବି: ଅନ୍ବେଷା

କୁଆଁରମୁଣ୍ଡା,୨୪।୫(ମହେନ୍ଦ୍ର କୁମାର ସାହୁ): ରାଜ୍ୟ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର +୨ ପରୀକ୍ଷା ଫଳରେ ୯୬.୮୩ ପ୍ରତିଶତ ନମ୍ବର ରଖିଥିବା ସୁନ୍ଦରଗଡ଼ ଜିଲାର ଝିଅ ଅନ୍ବେଷା ପରିଜା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri