ଜେଲ୍‌ରୁ ଫେରିଥିବା ନିଲମ୍ବିତ ସଦସ୍ୟଙ୍କୁ ଏମିତି ସ୍ବାଗତ କଲେ ମନମୋହନ: ଭାଜପାର ଫିଟିଲା ସବୁ ଗୁମର

ଭୁବନେଶ୍ୱର,୧୯ା୭ (ସୁନିତ୍‌ ମିଶ୍ର):ଭୁବନେଶ୍ୱର ମ୍ୟୁନିସିପାଲ କର୍ପୋରେଶନ (ବିଏମ୍‌ସି) ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କୁ ଅଫିସରେ ଆକ୍ରମଣ ଅଭିଯୋଗରେ ଗିରଫ ହୋଇ ଜେଲ ଯିବା ପରେ ଜାମିନରେ ଫେରିଥିବା ଭାଜପାର ୫ ସମର୍ଥକ ଜେଲରୁ ବାହାରିବା ପରେ ଶୁକ୍ରବାର ଦଳର ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ସଙ୍ଗଠନ ମନ୍ତ୍ରୀ ମାନସ ମହାନ୍ତିଙ୍କୁ ଭେଟିଛନ୍ତି। ଭାଜପା ନେତା ଜଗନ୍ନାଥ ପ୍ରଧାନଙ୍କ ସହ ସମାନେ ଦଳର ୨ ଶୀର୍ଷ ନେତାଙ୍କୁ ସାକ୍ଷାତ କରିବା ନେଇ ସାମାଜିକ ଗଣମାଧ୍ୟମରେ ଫଟୋ ଘୂରିବୁଲୁଛି। ନିଲମ୍ବିତ ନେତାଙ୍କୁ କିପରି କିଛିଦିନ ବ୍ୟବଧାନରେ ଦଳର ସଭାପତି ଏବଂ ସଙ୍ଗଠନ ମନ୍ତ୍ରୀ ଭେଟିବାର ସୁଯୋଗ ଦେଲେ ତାହା ଚର୍ଚ୍ଚାର ବିଷୟବସ୍ତୁ ପାଲଟିଛି। ସୂଚନାଯୋଗ୍ୟ, ଏହି ଘଟଣାରେ କର୍ପୋରେଟର ଅପରୂପ ନାରାୟଣ ରାଉତ ଏବଂ ତାଙ୍କ ସହ ରଶ୍ମିରଞ୍ଜନ ମହାପାତ୍ର, ଦେବାଶିଷ ପ୍ରଧାନ, ସଚିକାନାଥ ସ୍ବାଇଁ ଏବଂ ସଞ୍ଜୀବ ମିଶ୍ର ଗିରଫ ହୋଇଥିଲେ। ପରେ ଜଗନ୍ନାଥ ମଧ୍ୟ ଗିରଫ ହୋଇଥିଲେ। ଏମାନେ ସମସ୍ତେ ଏବେ ବେଲ୍‌ ପାଇ ବାହାରକୁ ଆସିସାରିଛନ୍ତି। କେବଳ ଚାପରେ ପଡ଼ି ଦଳ ସେମାନଙ୍କୁ ନିଲମ୍ବନ କରିଥିବା ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବଙ୍ଗ ରାଜନୀତିରେ ହଇଚଇ; ଏହି କଂଗ୍ରେସ ନେତାଙ୍କୁ ଘୃଣା କରନ୍ତି ମମତା! TMC ନେତା କଲେ ବଡ଼ ଖୁଲାସା

କୋଲକାତା,୨୧।୯: ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ବିଧାନସଭା ଆସନରେ ଅକ୍ଟୋବର ୬ରେ ଉପନିର୍ବାଚନ ହେବ । ଏହା ପୂର୍ବରୁ ରାଜ୍ୟ ରାଜନୀତିରେ ତୃଣମୂଳ କଂଗ୍ରେସ ଓ କଂଗ୍ରେସ ମଧ୍ୟରେ ସମୀକରଣକୁ…

ବ୍ୟାକ୍ଟେରିଆ ରୋକିବାର ସହଜ ଉପାୟ

ବ୍ୟାକ୍ଟେରିଆ ଆମ ଶରୀରରେ କାୟା ବିସ୍ତାର କଲେ ତାହା କେତେକ ରୋଗର କାରଣ ସାଜିଥାଏ। ତେବେ ଏହାକୁ ପ୍ରତିହତ କରିବାର ଏକ ସହଜ ତଥା ସରଳ ଉପାୟ…

ଜଏଣ୍ଟ ରିପ୍ଲେସମେଣ୍ଟ ସର୍ଜରି

ଏବେ ଆମ ଦେଶରେ ଜଏଣ୍ଟ ରିପ୍ଲେସମେଣ୍ଟ ସର୍ଜରିର ଚାହିଦା ଅଭୂତପୂର୍ବ ଭାବେ ବୃଦ୍ଧି ପାଉଛି। ଗୁରୁତର ଆର୍ଥ୍ରାଇଟିସ ଏବଂ ଜଏଣ୍ଟର ଅନ୍ତିମ ପର୍ଯ୍ୟାୟର ରୋଗରେ ପୀଡ଼ିତ ଅନେକ…

ସଲମାନଙ୍କ ସମର୍ଥନରେ ବାହାରିଲେ ରୋହିତ ଶେଟ୍ଟୀ; ଟ୍ରୋଲର୍ସଙ୍କୁ ଦେଲେ ଜବରଦସ୍ତ ଜବାବ

ମୁମ୍ବାଇ,୨୧।୯: ବଲିଉଡ୍ ଷ୍ଟାର୍ ସଲମାନ ଖାନ୍‌ ଏବେ ‘ବିଗ୍ ବସ୍ ୨୦’କୁ ନେଇ ଚର୍ଚ୍ଚାରେ ରହିଛନ୍ତି । ନିକଟରେ ‘ୱିକେଣ୍ଡ କା ୱାର୍’ରେ ସୋସିଆଲ ମିଡିଆ ଟ୍ରୋଲର୍ସଙ୍କ…

ବସ୍ତା ରେଳ ଷ୍ଟେଶନ୍‌ରେ ଅଘଟଣ; ୨ ମହିଳାଙ୍କୁ ଧକ୍କା ଦେଲା ଟ୍ରେନ, ତାପରେ…

ବାଲେଶ୍ୱର,୨୧।୯( ବାଞ୍ଛାନିଧି ଦେ): ଦକ୍ଷିଣପୂର୍ବ ରେଳପଥର ଖଡ଼ଗପୁର ଡିଭିଜନ ଅନ୍ତର୍ଗତ ବସ୍ତା ରେଳ ଷ୍ଟେଶନ ନିକଟରେ ବଡ଼ ଦୁର୍ଘଟଣା ଘଟିଯାଇଛି । ସୋମବାର ଟ୍ରେନ ଧକ୍କାରେ ଦୁଇ…

ସମଗ୍ର ପୃଥିବୀରେ କୋଣାର୍କ ସର୍ବାପେକ୍ଷା ଅଧିକ ଅଳଂକୃତ ମନ୍ଦିର

ଉପରେ ଯେଉଁ ଶୀର୍ଷକ ବ୍ୟବହାର କରିଛୁ, ତାହା ଫର୍ଗୁସନ୍‌ଙ୍କ ମତ। ସେ ମଧ୍ୟ ଶ୍ରୀପଦ୍ମକେଶର ମନ୍ଦିର ଶବ୍ଦ ବ୍ୟବହାର କରିନାହାନ୍ତି। ଜଣେ ଭାରତୀୟ ମନମୋହନ ଗାଙ୍ଗୁଲି ମଧ୍ୟ…

ନିଜ ନାଗରିକଙ୍କ ପାଇଁ ଆଡଭାଇଜରୀ ଜାରି କଲା ଆମେରିକା; ମଧ୍ୟ-ପୂର୍ବରେ ପରିସ୍ଥିତି ଜଟିଳ ହେବାର ଆଶଙ୍କା

ଓ୍ବାଶିଂଟନ,୨୧।୯: ଆମେରିକା ନିଜ ନାଗରିକମାନଙ୍କ ପାଇଁ ଏକ ନୂତନ ଆଡଭାଇଜରୀ ଜାରି କରି ଇରାନ ଗସ୍ତ ନ କରିବାକୁ ଅନୁରୋଧ କରିଛି। ଏଥିରେ ଆମେରିକୀୟ ନାଗରିକମାନଙ୍କୁ ଯେକୌଣସି…

ଗଞ୍ଜାମରେ ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା, ବାଦ୍ ପଡ଼ିଲା ୧.୮୮ ଲକ୍ଷ…

ଛତ୍ରପୁର,୨୧।୯(ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଞ୍ଜାମ ଜିଲାରେ ଦୀର୍ଘ ସାଢ଼େ ତିନି ମାସ ଧରି ଚାଲିଥିବା ସ୍ୱତନ୍ତ୍ର ସଘନ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଶେଷ ହେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?