Posted inଜାତୀୟ

ରାଷ୍ଟ୍ରପତି ନିର୍ବାଚନ: ଭୋଟ୍‌ ଦେଲେ ପୂର୍ବତନ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୮।୭: ଦେଶର ୧୫ତମ ରାଷ୍ଟ୍ରପତି ପାଇଁ ପୂର୍ବାହ୍ନ ୧୦ଟାରୁ ଆରମ୍ଭ ହୋଇଛି ମତଦାନ। ସଂସଦରେ ପ୍ରଧାନମନ୍ତ୍ରୀଙ୍କ ଠାରୁ ଆରମ୍ଭ କରି ବିଭିନ୍ନ ଦଳର ଏମ୍‌ପିମାନେ ନିଜର ମତାଧିକାର ସାବ୍ୟସ୍ତ କରିଛନ୍ତି। ଇତି ମଧ୍ୟରେ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ ସଂସଦ ଭବନକୁ ଆସି ଭୋଟ୍‌ ଦେଇଥିବା ଦେଇଛନ୍ତି। ସେ ନିଜର ବାଲାଟ୍‌ ପେପର ଏକାକୀ ବକ୍ସ ମଧ୍ୟରେ ପକାଇ ପାରି ନଥିଲେ। ତେବେ ତାଙ୍କୁ ପେପର ପକାଇବା ପାଇଁ ୫ ଜଣ ଅଧିକାରୀ ସହାୟତା କରିଥିଲେ। ବୟସଜିନତ ରୋଗ କାରଣରୁ ମନମୋହନ ସିଂ ଦୀର୍ଘ ଦିନ ହେଲା ଅସୁସ୍ଥ ରହିଛନ୍ତି। ତଥାପି ସେ ଆଜି ଜଣେ ରାଜ୍ୟ ସଭା ସଦସ୍ୟ ଭାବେ ରାଷ୍ଟ୍ରପତି ନିର୍ବାଚନରେ ଭୋଟ୍‌ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Jio Plan: ମାତ୍ର ୧୨୩ ଟଙ୍କାରେ ୨୮ ଦିନର ଭାଲିଡିଟି, ଏମାନଙ୍କୁ ମିଳିବ ଲାଭ…

ନୂଆଦିଲ୍ଲୀ,୯।୨: ରିଲାଏନ୍ସ ଜିଓର ଏକ ଶସ୍ତା ପ୍ରିପେଡ୍ ରିଚାର୍ଜ ପ୍ଲାନ୍ ହେଉଛି ₹୧୨୩ ପ୍ଲାନ୍, ଯାହା ୨୮ ଦିନର ଭ୍ୟାଲିଡିଟି ଦେଇଥାଏ। ଏହି ପ୍ଲାନ୍ ବିଶେଷକରି ଜିଓ…

ରିଲିଜ ପୂର୍ବରୁ ‘ଲିକ୍’ ହୋଇଗଲା ପୂର୍ବତନ ସେନାଧ୍ୟକ୍ଷଙ୍କ ପୁସ୍ତକ, FIR ରୁଜୁ କଲା ଦିଲ୍ଲୀ ପୋଲିସ

ନୂଆଦିଲ୍ଲୀ,୯।୨: ପୂର୍ବତନ ସେନାଧ୍ୟକ୍ଷ ଜେନେରାଲ ଏମ୍.ଏମ୍. ନରଭାଣେଙ୍କ ଆଗାମୀ ପୁସ୍ତକ ‘ଫୋର୍ ଷ୍ଟାର୍ସ ଅଫ୍ ଡେଷ୍ଟିନି’ର ଅନଧିକୃତ ପ୍ରସାରଣକୁ ନେଇ ଦିଲ୍ଲୀ ପୋଲିସ ଏକ ଅପରାଧିକ ମାମଲା…

ରେଳ ଷ୍ଟେଶନରୁ ନିଖୋଜ ହୋଇଗଲେ ଯୁବତୀ , ମା’ଙ୍କ ସହ ଯାଉଥିବାବେଳେ…

ରାୟଗଡା, (ଆଶିଷ ରଞ୍ଜନ ପଣ୍ଡା): ଧାନବାଦ-ଆଲେପୀ ଏକ୍ସପ୍ରେସ ଟ୍ରେନରେ ଯାତ୍ରା କରୁଥିବା ଜଣେ ଯୁବତୀ ରାୟଗଡା ରେଳ ଷ୍ଟେଶନରୁ ନିଖୋଜ ହୋଇଥିବା ନେଇ ରାୟଗଡା ଜିଆରପିଏସ ଥାନାରେ…

ଫାର୍ମହାଉସ ଅଞ୍ଚଳରେ ମହିଳାଙ୍କ ଗଳିତ ମୃତଦେହ, ପରିଚୟ ଖୋଜୁଛି ସଦର ଥାନା ପୋଲିସ

ଭବାନୀପାଟଣା,୯ା୨(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଶ୍ରୀପୁରସ୍ଥିତ ଏକ ଫାର୍ମହାଉସ ଅଞ୍ଚଳରୁ ସୋମବାର ଜଣେ ମହିଳାଙ୍କ ଗଳିତ ମୃତଦେହ ଜବତ ହୋଇଛି।…

ସି.କେ ନାଇଡୁ ଟ୍ରଫି: ଓଡ଼ିଶାକୁ ହରାଇ ବେଙ୍ଗଲ ୧୦୨ ରନରେ ବିଜୟୀ

ବରଗଡ,୯।୨(ପ୍ରେମାନନ୍ଦ ଖମାରୀ) : ବରଗଡ ବିକାଶ କ୍ରିକେଟ ଗ୍ରାଉଣ୍ଡରେ ଓଡ଼ିଶା ଦଳ ଓ ବେଙ୍ଗଲ ଦଳ ମଧ୍ୟରେ ଚାଲିଥିବା ସି.କେ ନାଇଡୁ ଟ୍ରଫିର ଇଲାଇଟ ଗ୍ରୁପ-ବିର ମ୍ୟାଚରେ…

ବାଇକ୍‌ରେ ଘରକୁ ଫେରୁଥିଲେ, ପଛପଟୁ ପିଟିଲା ପିକ୍‌ଅପ୍‌ ଭ୍ୟାନ୍‌; ଚାଲିଗଲା ଆରୋହୀଙ୍କ ଜୀବନ

ବଲାଙ୍ଗୀର,୯।୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷାର ଥାନା ଅନ୍ତର୍ଗତ ଧାନଘରା ବ୍ରିଜ ରାହୁଲ ଢ଼ାବା ନିକଟ ରାସ୍ତାରେ ସୋମବାର ସଂଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

ଚୁଟ୍‌କିରେ ଉଠାଇପାରିବେ PFରୁ ଟଙ୍କା: UPIରୁ ସିଧା ଆକାଉଣ୍ଟକୁ ଆସିବ, EPFO ଆଣୁଛି…

ନୂଆଦିଲ୍ଲୀ,୯।୨: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (ଇପିଏଫଓ)ର ପ୍ରାୟ ୮ କୋଟିରୁ ଅଧିକ ସଦସ୍ୟଙ୍କ ପାଇଁ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଶ୍ରମ ମନ୍ତ୍ରଣାଳୟ ଏକ…

ଗୁରୁବାର ଭାରତ ବନ୍ଦ ଡାକରା: କ’ଣ ରହିବ ଖୋଲା, କ’ଣ ବନ୍ଦ, ଜାଣନ୍ତୁ…

ନୂଆଦିଲ୍ଲୀ,୯।୨: କେନ୍ଦ୍ରୀୟ ଟ୍ରେଡ ୟୁନିଅନ ଦ୍ୱାରା କୃଷକ ସଂଗଠନଗୁଡ଼ିକର ଦୃଢ଼ ସମର୍ଥନ ସହିତ ଦେଶବ୍ୟାପୀ ଧର୍ମଘଟ ଡାକରା ଦିଆଯାଇଛି। ଫେବୃଆରୀ ୧୨ ତାରିଖ ଅର୍ଥାତ୍‌ ଗୁରୁବାର ଭାରତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri