Posted inଜାତୀୟ

ଏମ୍ସରେ ଭର୍ତ୍ତି ହେଲେ ମନମୋହନ ସିଂହ

ନୂଆଦିଲ୍ଲୀ,୧୩।୧୦: ପୁଣି ଏମ୍ସରେ ଭର୍ତ୍ତି ହେଲେ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହ। ସ୍ବାସ୍ଥ୍ୟାବସ୍ଥା ଖରାପ ଥିବାରୁ ତାଙ୍କୁ ବୁଧବାର ଏମ୍ସରେ ଭର୍ତ୍ତି କରାଯାଇଛି। ଡା. ନୀତୀଶ ନାୟକଙ୍କ ତତ୍ତ୍ୱାବଧାନରେ ତାଙ୍କର ଚିକିତ୍ସା କରାଯାଉଛି। ତେବେ ସେ ନିଶ୍ୱାସ ନେବାରେ ଅସୁବିଧାର ସମ୍ମୁଖୀନ ହେଉଥିଲେ ଏବଂ ଛାତିରେ ଯନ୍ତ୍ରଣା ଅନୁଭବ କରୁଥିବା କୁହାଯାଉଛି।

ସୂଚନା ଥାଉ କି, ଚଳିତ ବର୍ଷ ଏପ୍ରିଲରେ କରୋନା ସଂକ୍ରମିତ ହୋଇଥିଲେ ମନମୋହନ। ଏମ୍ସରେ କିଛି ଦିନ ତାଙ୍କର ଚିକିତ୍ସା କରାଯିବା ପରେ ସେ ଡିସ୍‌ଚାର୍ଜ ହୋଇଥିଲେ। ଦୁଇ ଦିନ ପୂର୍ବେ ତାଙ୍କୁ ଜ୍ୱର ହୋଇଥିଲା। ନିଶ୍ୱାସପ୍ରଶ୍ୱାସ ନେବାରେ ସେ କଷ୍ଟ ଅନୁଭବ କରିଥିଲେ। ଡାକ୍ତରଙ୍କ ପରାମର୍ଶକ୍ରମେ ତାଙ୍କୁ ଏମ୍ସରେ ଭର୍ତ୍ତି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଙ୍ଗିଲା ୧୪୯ ବର୍ଷର ପରମ୍ପରା; ଆଉ ବଦଳିବ ନାହିଁ ରାଜଧାନୀ

ଶ୍ରୀନଗର,୩୦।୬: ଜମ୍ମୁ-କଶ୍ମୀରରେ ଦୀର୍ଘ ୧୪୯ ବର୍ଷ ହେଲା ଚାଲିଆସୁଛି ରାଜଧାନୀ ବଦଳିବାର ପରମ୍ପରା। ଏହି ପରମ୍ପରା ଅନୁଯାୟୀ ଜମ୍ମୁ-କଶ୍ମୀରର ରାଜଧାନୀ ପ୍ରତି ୬ ମାସରେ ଥରେ...

ରାଜ୍ୟ ସଭା ସାଇନ-ଏ-ଡାଏ

ନୂଆଦିଲ୍ଲୀ,୮ା୮(ପି.ଟି.): ରାଜ୍ୟ ସଭାକୁ ବୁଧବାରଠାରୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ଘୋଷଣା କରାଯାଇଛି। ଜୁନ୍‌ ୨୦ରେ ଆରମ୍ଭ ହୋଇଥିବା ପାର୍ଲାମେଣ୍ଟ ଅଧିବେଶନ ଜୁଲାଇ ୨୬ରେ ଶେଷ...

ଚଳିତ ବର୍ଷ ଶିଶୁଙ୍କୁ ଦିଆଯାଇ ପାରିବ ନାହିଁ କରୋନା ଟିକା

ନୂଆଦିଲ୍ଲୀ,୧୩ ।୮: ଚଳିତ ବର୍ଷ କରୋନା ମହାମାରୀଠାରୁ ଦୂରେଇ ରହିବାକୁ ଶିଶୁମାନଙ୍କୁ ଟିକା ଦିଆଯାଇ ପାରିବ ନାହିଁ ବୋଲି ଜଣାପଡିଛି । କୋଭିଡ ଟାସ୍କ ଫୋର୍ସର...

ଆଜି ସନ୍ଧ୍ୟାରେ ବସିବ କ୍ୟାବିନେଟ: ଲୋକ ସଭା ଭଙ୍ଗ ପାଇଁ ରାଷ୍ଟ୍ରପତିଙ୍କୁ ଦିଆଯିବ ପ୍ରସ୍ତାବ

ନୂଆଦିଲ୍ଲୀ, ୨୪।୫: ଶେଷ ହୋଇଛି ଲୋକ ସଭା ନିର୍ବାଚନ। ଫଳାଫଳ ବି ସ୍ପଷ୍ଟ ହୋଇଛି। ଏବେ ୧୬ଶ ଲୋକସଭା ଭଙ୍ଗ ପାଇଁ ଶୁକ୍ରବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ...

ମନୋଜ ସିହ୍ନା ଜମ୍ମୁ-କଶ୍ମୀରର ନୂଆ ଉପରାଜ୍ୟପାଳ

ଶ୍ରୀନଗର, ୬।୮: ଜମ୍ମୁ-କଶ୍ମୀରର ପ୍ରଥମ ଉପରାଜ୍ୟପାଳ (ଏଲ୍‌ଜି) ଗିରୀଶ ଚନ୍ଦ୍ର ମୁର୍ମୁ ବୁଧବାର ନିଜ ପଦରୁ ଇସ୍ତଫା ଦେଇଥିଲେ। ସେ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ନିକଟକୁ...

କୋଭିଡ୍‌ ନିୟମ ଭୁଲି ନାଚିଲେ ଭାଜପା ଏମ୍‌ପି

ଜୟପୁର,୨୨।୬: ଦେଶରେ କରୋନା ସଂକ୍ରମଣ ହାର ହ୍ରାସ ପାଉଛି। ହେଲେ ଏବେ ମଧ୍ୟ ବିଭିନ୍ନ ରାଜ୍ୟରେ କଟକଣା ବଳବତ୍ତର ରହିଛି। କିନ୍ତୁ କଟକଣାକୁ ଖାତିର କରୁ...

ଦିଲ୍ଲୀ ଦଙ୍ଗା ସମୟରେ ଶାହା ଥିଲେ କେଉଁଠି: ଅଧିର ରଞ୍ଜନ

ନୂଆଦିଲ୍ଲୀ,୧୧।୩: ଦିଲ୍ଲୀରେ ଦଙ୍ଗା ଜାରି ରହିଥିବା ସମୟରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା କେଉଁଠି ଥିଲେ ବୋଲି ଲୋକ ସଭାରେ କଂଗ୍ରେସ ସଦସ୍ୟ ଅଧିର ରଞ୍ଜନ ଚୌଧୁରୀ...

ଜୁଲାଇ ୧୯ ପର୍ଯ୍ୟନ୍ତ ବଢିଲା ଲକଡାଉନ୍‌

ଚେନ୍ନାଇ,୧୦ ।୭: ତାମିଳନାଡୁରେ କରୋନା ଗ୍ରାଫ୍ ତଳମୁହାଁ ହୋଇଥିଲେ ବି ରାଜ୍ୟ ସରକାର ଏତେଶୀଘ୍ର ନିୟମ କୋହଳ କରିବା ମୁଡରେ ନାହାଁନ୍ତି । ଏମ୍ କେ...

Advertisement


Archives

Model This Week