Posted inଜାତୀୟ

ଏମ୍ସରେ ଭର୍ତ୍ତି ହେଲେ ମନମୋହନ ସିଂହ

ନୂଆଦିଲ୍ଲୀ,୧୩।୧୦: ପୁଣି ଏମ୍ସରେ ଭର୍ତ୍ତି ହେଲେ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହ। ସ୍ବାସ୍ଥ୍ୟାବସ୍ଥା ଖରାପ ଥିବାରୁ ତାଙ୍କୁ ବୁଧବାର ଏମ୍ସରେ ଭର୍ତ୍ତି କରାଯାଇଛି। ଡା. ନୀତୀଶ ନାୟକଙ୍କ ତତ୍ତ୍ୱାବଧାନରେ ତାଙ୍କର ଚିକିତ୍ସା କରାଯାଉଛି। ତେବେ ସେ ନିଶ୍ୱାସ ନେବାରେ ଅସୁବିଧାର ସମ୍ମୁଖୀନ ହେଉଥିଲେ ଏବଂ ଛାତିରେ ଯନ୍ତ୍ରଣା ଅନୁଭବ କରୁଥିବା କୁହାଯାଉଛି।

ସୂଚନା ଥାଉ କି, ଚଳିତ ବର୍ଷ ଏପ୍ରିଲରେ କରୋନା ସଂକ୍ରମିତ ହୋଇଥିଲେ ମନମୋହନ। ଏମ୍ସରେ କିଛି ଦିନ ତାଙ୍କର ଚିକିତ୍ସା କରାଯିବା ପରେ ସେ ଡିସ୍‌ଚାର୍ଜ ହୋଇଥିଲେ। ଦୁଇ ଦିନ ପୂର୍ବେ ତାଙ୍କୁ ଜ୍ୱର ହୋଇଥିଲା। ନିଶ୍ୱାସପ୍ରଶ୍ୱାସ ନେବାରେ ସେ କଷ୍ଟ ଅନୁଭବ କରିଥିଲେ। ଡାକ୍ତରଙ୍କ ପରାମର୍ଶକ୍ରମେ ତାଙ୍କୁ ଏମ୍ସରେ ଭର୍ତ୍ତି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାୟୁସେନା ଯୁଦ୍ଧ ବିମାନ ମିଗ -୨୧ ଦୁର୍ଘଟଣାଗ୍ରସ୍ତ: ପାଇଲଟ୍‌ ମୃତ

ଚଣ୍ଡିଗଡ଼,୨୧।୫: ପଞ୍ଜାବର ମୋଗା ନିକଟରେ ଭାରତୀୟ ବାୟୁସେନା ଏକ ଯୁଦ୍ଧ ବିମାନ ମିଗ -୨୧ ଦୁର୍ଘଟଣାଗ୍ରସ୍ତ ହୋଇଛି। ପ୍ରଶିକ୍ଷଣ ସମୟରେ ପ୍ରାପ୍ତ ସୂଚନା ଅନୁଯାୟୀ, ପାଇଲଟ...

‘ଆମେରିକା ନିର୍ବାଚନ ଫଳାଫଳ ଦ୍ୱିପାକ୍ଷିକ ସମ୍ପର୍କକୁ ପ୍ରଭାବିତ କରିବନି’

ନୂଆଦିଲ୍ଲୀ,୪।୧୧: ଆମେରିକା ରାଷ୍ଟ୍ରପତି ନିର୍ବାଚନର ଫଳାଫଳ ଦ୍ୱିପାକ୍ଷିକ ସମ୍ପର୍କକୁ ପ୍ରଭାବିତ କରିବ ନାହିଁ ବୋଲି ବହିର୍ବ୍ୟାପାର ମନ୍ତ୍ରଣାଳୟର ସଚିବ ହର୍ଷ ଶ୍ରୀଙ୍ଗ୍‌ଲା ବୁଧବାର କହିଛନ୍ତି। ରାଷ୍ଟ୍ରପତି...

ୟୁଟ୍ୟୁବ ଦେଖି ସନ୍ତାନ ପ୍ରସବ କଲେ ନାବାଳିକା: ଆଉ ତା’ପରେ..

ନାଗପୁର,୬।୩: ମହାରାଷ୍ଟ୍ରର ନାଗପୁର ସହରରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଏଠାରେ ଜଣେ ୧୫ ବର୍ଷର ନାବାଳିକା ୟୁଟ୍ୟୁବ ଦେଖି ଏକ ସନ୍ତାନକୁ ଜନ୍ମ...

ଏବେ ଚୁଲି ଜଳାଇବା ବି ମହଙ୍ଗା !…

ନୂଆଦିଲ୍ଲୀ,୨୩।୧୦: ଦେଶରେ ଖାଦ୍ୟଶସ୍ୟଠାରୁ ଆରମ୍ଭ କରି ପେଟ୍ରୋଲ, ଡିଜେଲ, ଗ୍ୟାସ୍‌ ଆଦିର ଦାମ ବୃଦ୍ଧି ପାଇଛି। ଏବେ ଚୁଲି ଜଳାଇବା ବି ମହଙ୍ଗା ହେବାକୁ ଯାଉଛି।...

ସୁରକ୍ଷା ପ୍ରତିଶ୍ରୁତି ଦେଲେ ମମତା: ଆନ୍ଦୋଳନ ପ୍ରତ୍ୟାହାର ପାଇଁ ଡାକ୍ତର ରାଜି

କୋଲକାତା,୧୭ା୬(ପି.ଟି.) ପଶ୍ଚିମବଙ୍ଗରେ ୨ ଜଣ ଡାକ୍ତରଙ୍କୁ ମରଣାନ୍ତକ ଆକ୍ରମଣ ପ୍ରତିବାଦରେ ସପ୍ତାହେ ହେଲା ଆନ୍ଦୋଳନ ଜାରି ରହିଥିବାବେଳେ ସୋମବାର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସେମାନଙ୍କ ପାଇଁ...

ସମ୍ପତ୍ତି ଅଧିକାର ମୌଳିକ ମାନବିକ ଅଧିକାର, ସରକାରଙ୍କ ଉପରେ ୧୦ ଲକ୍ଷ ଜରିମାନା ଜାରି କଲେ ହାଇକୋର୍ଟ…

ଶ୍ରୀନଗର, ୧।୭ : ଜଣେ ବ୍ୟକ୍ତିଙ୍କ ସମ୍ପତ୍ତି ଅଧିକାର ଏକ ମୌଳିକ ମାନବିକ ଅଧିକାର। ଏହାର ଉଲ୍ଲଂଘନ କରାଯାଇ ପାରିବ ନାହିଁ । ସରକାର ବଳ...

ଏଣିକି ହୋଟେଲ ମାଲିକ ମନଇଛା ଲଗାଇପାରିବେନି ସର୍ଭିସ ଚାର୍ଜ

ନୂଆଦିଲ୍ଲୀ,୪।୭: ହୋଟେଲ ଏବଂ ରେଷ୍ଟୁରାଣ୍ଟକୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ସୋମବାର କେନ୍ଦ୍ର ସରକାର ସର୍ଭିସ ଚାର୍ଜକୁ ନେଇ ଏକ ବଡ଼ ନିଷ୍ପତ୍ତି...

ସାବଧାନ: ପାକିସ୍ତାନରୁ ଆସୁଛି ‘କୌନ ବନେଗା କରୋଡପତି’ ମେସେଜ୍‌

ନୂଆଦିଲ୍ଲୀ,୨୩।୯: ସୁରକ୍ଷା ଏଜେନ୍ସିର ସୂଚନା ଅନୁଯାୟୀ ଭାରତର ଲୋକପ୍ରିୟ ଟେଲିଭିଜନ ଶୋ’ ‘କୌନ ବନେଗା କରୋଡପତି’ କୁ ବଦନାମ କରିବାକୁ ପାକିସ୍ତାନର କେତେ ଜଣ ଲୋକ...

Advertisement
Archives

Model This Week