Posted inଜାତୀୟ

‘ମନ କି ବାତ’ର ୧୦୦ ତମ ଏପିସୋଡରେ ଜାରି ହେବ ୧୦୦ ଟଙ୍କିଆ ମୁଦ୍ରା

ନୂଆଦିଲ୍ଲୀ,୨୨।୪: ‘ମନ କି ବାତ’ର ୧୦୦ତମ ଏପିସୋଡ ସମ୍ପୂର୍ଣ୍ଣ ହେବା ଅବସରରେ ୧୦୦ ଟଙ୍କିଆ ମୁଦ୍ରା ଜାରି କରାଯିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ରେଡିଓ କାର୍ଯ୍ୟକ୍ରମ ‘ମନ କି ବାତ’ର ୧୦୦ ତମ ଏପିସୋଡ ଚଳିତ ମାସର ଶେଷ ରବିବାର ପ୍ରଚାରିତ ହେବ। ଅର୍ଥାତ୍‌ ଏହି ଏପିସୋଡ ୩୦ ଏପ୍ରିଲରେ ପ୍ରଚାର କରାଯିବ। ୧୦୦ ଟଙ୍କିଆ ମୁଦ୍ରା ସାଧାରଣ ମୁଦ୍ରଠାରୁ ଭିନ୍ନ ହେବ।

‘ମନ କି ବାତ’ କାର୍ଯ୍ୟକ୍ରମର ୧୦୦ ତମ ଏପିସୋଡ ଭଳି ଜାରି କରାଯିବାକୁ ଥିବା ୧୦୦ ଟଙ୍କିଆ ମୁଦ୍ରାରେ ମାଇକ୍ରୋଫୋନ ରହିବା ସହ ଏହା ଉପରେ ୨୦୨୩ ଲେଖାଯିବ। ସରକାରଙ୍କ ପକ୍ଷରୁ ଜାରି କରାଯାଇଥିବା ଅଧିସୂଚନା ଅନୁଯାୟୀ, କେନ୍ଦ୍ରୀୟ କର୍ତ୍ତୁପକ୍ଷଙ୍କ ଅଧିନରେ ଜାରି ହୋଇଥିବା ଟକସାଲରେ କେବଳ ଶହେ ଟଙ୍କା ମୂଲ୍ୟର ମୁଦ୍ରା ଛପାଯିବ। ମୁଦ୍ରାର ଗୋଲାକାର ୪୪ମିମି ହେବ। ଏହା ୪ଟି ଧାତୁରେ ତିଆରି ହେବ। ରୂପା, ତମ୍ବା, ନିକେଲ ଓ ଜିଙ୍କ। ସରକାର କହିଛନ୍ତି କି ମୁଦ୍ରାର ଅଗ୍ର ଭାଗରେ ଅଶୋକ ସ୍ତମ୍ଭ ରହିବ ଓ ଏହା ତଳେ ସତ୍ୟ ମେବ ଜୟରେ ଲେଖାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ସରକାରଙ୍କ ବଡ଼ ନିର୍ଦ୍ଦେଶ, ଆଧାର ଲିଙ୍କ୍‌ ନ କଲେ ପେନ୍‌ସନ୍‌ ନାହିଁ

ଭୁବନେଶ୍ୱର,୩୦।୬(ସୁନିତ୍‌ ମିଶ୍ର): ୨୦୨୬-୨୭ରେ ‘ଏସ୍‌ଏନ୍‌ଏ-ସ୍ପର୍ଶ’ ପ୍ଲାଟଫର୍ମ ଜରିଆରେ ଜାତୀୟ ସାମାଜିକ ସହାୟତା କାର୍ଯ୍ୟକ୍ରମ(ଏନ୍‌ଏସ୍‌ଏପି) ହିତାଧିକାରୀଙ୍କୁ ପେନ୍‌ସନ୍‌ ପ୍ରଦାନ କରାଯାଉଛି। ପୋର୍ଟାଲର ରିପୋର୍ଟ ମୁତାବକ ୩,୩୫,୮୫୦ ଜଣ ହିତାଧିକାରୀ…

ମୋଦିଙ୍କ ନାମ ନେଇ ଭାରତକୁ ସିଧାସଳଖ ଧମକ ଦେଲା ପାକିସ୍ତାନ, କହିଲା ‘ହାତ କାଟିଦେବୁ’, ଜାଣନ୍ତୁ ଏହାର ବଡ଼ କାରଣ

ଇସଲାମାବାଦ,୩୦।୬: ସିନ୍ଧୁ ଜଳ ଚୁକ୍ତି ବିବାଦ ସମ୍ପର୍କରେ ପାକିସ୍ତାନ ପୁଣି ଥରେ ଭାରତକୁ ଖାଲି ଧମକ ଦେଇଛି। ପାକିସ୍ତାନର ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ମୁସାଦିକ ମାଲିକ କହିଛନ୍ତି…

ଦ୍ରୁତ ଗତିରେ ଆଗକୁ ବଢୁଛି ମୌସୁମୀ: ଆଗାମୀ ୧୫ଘଣ୍ଟା ମଧ୍ୟରେ ୧୭ ରାଜ୍ୟରେ ପ୍ରବଳ ବର୍ଷା, ଜାରି ହେଲା ‘ମହା-ଆଲର୍ଟ’

ନୂଆଦିଲ୍ଲୀ,୩୦।୬: ପ୍ରବଳ ଗରମ ସହ ସଂଘର୍ଷ କରୁଥିବା ଦେଶବାସୀଙ୍କ ପାଇଁ ଏକ ଖୁସି ଖବର। ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଏବେ ଦ୍ରୁତ ଗତିରେ ଆଗକୁ ବଢ଼ୁଛି। ପାଣିପାଗ…

ଧାର୍ମିକ ଦୁର୍ନୀତି

ଉତ୍ତରପ୍ରଦେଶର ଅଯୋଧ୍ୟାରେ ରାମ ଜନ୍ମଭୂମି ବାବ୍ରୀ ମସ୍‌ଜିଦ୍‌ ବିବାଦରେ ସମାଧାନ ଘଟିବା ପରେ ସେହି ସ୍ଥାନରେ ଶ୍ରୀରାମ ମନ୍ଦିର ସ୍ଥାପନ ହୋଇ ୨୨ ଜାନୁଆରୀ ୨୦୨୪ରେ ରାମଲାଲାଙ୍କ…

ସକାଳୁ ସକାଳୁ ଟ୍ବିନସିଟିରେ ପ୍ରବଳ ବର୍ଷା, ଏହି ଜିଲାକୁ ଆଲର୍ଟ ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ବର,୩୦।୬: ବର୍ଷାରେ ଭିଜିଲା ଟ୍ବିନସିଟି । ସକାଳୁ ସକାଳୁ ଭୁବନେଶ୍ବର ଓ କଟକରେ ତୁହାକୁ ତୁହା ବର୍ଷା ଜାରି ରହିଛି । ଏହାରି ଭିତରେ ଆଗକୁ ବର୍ଷାର…

ସରକାରଙ୍କ ବଡ଼ ନିର୍ଦ୍ଦେଶ, ବିନା ଲାଇସେନ୍ସରେ ଷଣ୍ଢ ରଖିଲେ ଜରିମାନା

ଭୁବନେଶ୍ୱର,୩୦।୬(ରବିନାରାୟଣ ଜେନା): ଦୈନନ୍ଦିନ ବ୍ୟବସାୟରେ ସୁବିଧା(ଇଜ୍‌ଅଫ୍‌ ଡୁଇଂ ବିଜ୍‌ନେସ୍‌) ଏବଂ ଲୋକଙ୍କ ଜୀବନଯାପନର ସୁବିଧା (ଇଜ୍‌ ଅଫ୍‌ ଲିଭିଂ)କୁ ଆଗାମୀ ଦିନରେ ଆହୁରି ସୁଦୃଢ଼ କରିବା ଲକ୍ଷ୍ୟ…

ବୈଭବ ସୂର୍ଯ୍ୟବଂଶୀ ଇନ୍‌, ସଞ୍ଜୁ ସାମସନ ଆଉଟ? ଇଂଲଣ୍ଡ ବିପକ୍ଷ ପ୍ରଥମ ଟି-୨୦ ପାଇଁ ଭାରତର ସମ୍ଭାବ୍ୟ ପ୍ଲେଇଂ ଇଲେଭେନ

ନୂଆଦିଲ୍ଲୀ,୩୦।୬: ବେଲଫାଷ୍ଟରେ ଆୟରଲ୍ୟାଣ୍ଡ ବିପକ୍ଷରେ ଟି-୨୦ ସିରିଜରେ ଏକ ଆଶ୍ଚର୍ଯ୍ୟଜନକ ପରାଜୟ ପରେ, ଭାରତୀୟ ଦଳ ଏବେ ଇଂଲଣ୍ଡର ମୁକାବିଲା ପାଇଁ ପ୍ରସ୍ତୁତ। ଦୁଇ ଦଳ ମଧ୍ୟରେ…

ଭୁବନେଶ୍ବର ମାର୍କେଟ ବିଲ୍ଡିଙ୍ଗରେ ଭୟାବହ ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳୁଛି…

ଭୁବନେଶ୍ବର,୩୦।୬: ଭୁବନେଶ୍ବର ମାର୍କେଟ ବିଲ୍ଡିଙ୍ଗରେ ଭୟାବହ ଅଗ୍ନିକାଣ୍ଡ ହୋଇଛି । ହୁତୁହୁତୁ ହୋଇ ୧୫ରୁ ଅଧିକ ଦୋକାନ ଜଳିଯାଇଥିବା ନେଇ ସୂଚନା ରହିଛି । ଖବର ପାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri