Posted inଜାତୀୟ

‘ମନ କି ବାତ’ର ୯୦ ତମ ଏପିସୋଡ ପାଇଁ ଜନତାଙ୍କ ମତାମତ ଲୋଡିଲେ ମୋଦି

ନୂଆଦିଲ୍ଲୀ,୨୦ ।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କର ଆଗାମୀ ରେଡିଓ କାର୍ଯ୍ୟକ୍ରମ ‘ମନ କି ବାତ’ ପାଇଁ ଜନତାଙ୍କ ମତ ଲୋଡିଛନ୍ତି । ୨୬ ଜୁନରେ ପ୍ରଚାରିତ ହେବାକୁ ଯାଉଥିବା ଏହି କାର୍ଯ୍ୟକ୍ରମର ୯୦ ତମ ଏପିସୋଡ ପାଇଁ ଜନତା ସେମାନଙ୍କ ବିଚାର ‘ମାଇ ଜିଓଭି’ ୱେବସାଇଟ କିମ୍ବା ‘ନମୋ ଆପ’ ମାଧ୍ୟମରେ ଦେଇପାରିବେ ।
ଏହାକୁ ନେଇ ମୋଦି ଟୁଇଟ କରି କହିଛନ୍ତି, ଖୁସି ଲାଗୁଛି ଯେ ଚଳିତ ମାସ ୨୬ ତାରିଖରେ ପ୍ରଚାରିତ ହେବ୍ରାୁ ଯାଉଥିବା ମନ କି ବାତ କାର୍ଯ୍ୟକ୍ରମ ପାଇଁ ଆପଣମାନେ ଆପଣଙ୍କ ମତାମତ ଦେଉଛନ୍ତି । ଅନ୍ୟମାନେ ବି ସେମାନଙ୍କ ବିଚାର ‘ମାଇ ଜିଓଭି’ କିମ୍ବା ‘ନମୋ ଆପ’ ମାଧ୍ୟମରେ ନିଶ୍ଚିତ ଦିଅନ୍ତୁ ।


Enter your email to get our daily news in your inbox.

All Right Reserved By Dharitri.Com

ସମଲେଶ୍ଵରୀଙ୍କ ଧବଳମୁଖୀ ବେଶ: ଦର୍ଶନ ପାଇଁ ଭକ୍ତଙ୍କ ଭିଡ଼

ବରଗଡ଼,୧୦।୧୦(ପ୍ରେମାନନ୍ଦ ଖମାରୀ)- ଆଜି ମହାଳୟା । ଏହି ଅବସରରେ ବରଗଡର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ଭଗବତୀ ମାଁ ସମଲେଶ୍ବରୀ ଧବଳମୁଖୀ ବେଶରେ ଦର୍ଶନ ଦେଇଛନ୍ତି। ଏହି ବେଶରେ ଦେବୀଙ୍କୁ…

ଜୀବଜନ୍ତୁଙ୍କ ରଙ୍ଗ ପଛର ରହସ୍ୟ: ଖାଦ୍ୟରୁ ମିଳୁଛି ଆକର୍ଷଣୀୟ ରୂପ

ୱାଶିଂଟନ,୧୦ା୧୦:ଅନେକ ଜୀବଜନ୍ତୁ, ପକ୍ଷୀ ଓ ମାଛ ସେମାନଙ୍କର ନାଲି, ହଳଦିଆ, ନୀଳ, କମଳା ଆଦି ରଙ୍ଗ ପାଇଁ ବେଶ୍‌ ଆକର୍ଷଣୀୟ ହୋଇଥାନ୍ତି। କିନ୍ତୁ ଏହି ଜୀବମାନେ ଏତେ…

ବଡ଼ ଭୁଲ୍‌ କରିଦେଲେ ଶ୍ରେୟସ ଆୟର: ୨୪୯ ରନ କରି ମଧ୍ୟ ହାରିଲା ଟିମ ଇଣ୍ଡିଆ, ଜାଣନ୍ତୁ ପରାଜୟର ୩ ବଡ଼ କାରଣ

ରାଞ୍ଚି,୧୦।୧୦: ରାଞ୍ଚିରେ ରୋମାଞ୍ଚକର ମୁକାବିଲାରେ ୨୪୯ ରନ କରି ମଧ୍ୟ ପରାଜୟର ସାମ୍ନା କରିଛି ଟିମ ଇଣ୍ଡିଆ। ୱେଷ୍ଟଇଣ୍ଡିଜ ୨୫୦ ରନ୍‌ର ବିଶାଳ ଲକ୍ଷ୍ୟକୁ ସଫଳତାର ସହ…

ସକାଳୁ ସକାଳୁ ଶକ୍ତିଶାଳୀ ଭୂକମ୍ପ: ୫ ଦେଶକୁ ସୁନାମୀ ଚେତାବନୀ

ପାନାମା,୧୦।୧୦: ମଧ୍ୟ ଆମେରିକୀୟ ଦେଶ ପାନାମାର ଦକ୍ଷିଣ ଉପକୂଳ ନିକଟରେ ଶୁକ୍ରବାର ୭.୬ ତୀବ୍ରତାର ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ଏହାର ଝଟକା ରାଜଧାନୀ ପାନାମା…

‘ଭାଜପା ସରକାର ଅଢ଼େଇ ବର୍ଷରେ ଓଡ଼ିଶା ଛବିକୁ ମଳିନ କରିସାରିଲେଣି’

ଭୁବନେଶ୍ୱର, ୯।୧୦(ସୁନିତ୍‌ ମିଶ୍ର): ବିଜେଡି ସବୁବେଳେ ସେବା ଓ ବିକାଶରେ ବିଶ୍ୱାସ କରେ। ବିଜେଡି ସରକାର ସମୟରେ ଦ୍ରୁତ ବିକାଶ ପାଇଁ ଓଡ଼ିଶା ସାରା ଦେଶରେ ଏକ…

ଜୁଆଆଡ୍ଡା ପରିଚାଳନାକୁ ନେଇ ଉତ୍ତେଜନା: ହତ୍ୟା ଉଦ୍ୟମ ଘଟଣାରେ …

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶୁକ୍ରବାର ବ୍ରହ୍ମପୁର ସଦର ଥାନା ବାଲିପଡ଼ା ଗ୍ରାମର ନିଲୁ ଗୌଡ଼(୨୧) ଙ୍କୁ ଗିରଫ କରି ସନ୍ଧ୍ୟାରେ କୋର୍ଟ…

ଘୂର୍ଣ୍ଣିବଳୟ ସକ୍ରିୟ, ୧୩ ବେଳକୁ ଲଘୁଚାପ: ଫେରନ୍ତା ମୌସୁମୀ ପ୍ରଭାବରେ ବର୍ଷା ଆରମ୍ଭ; ୟେଲୋ ଓ୍ବାର୍ନିଂ ଜାରି…

ଭୁବନେଶ୍ୱର, ୯ା୧୦(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଇତିମଧ୍ୟରେ ଥାଇଲାଣ୍ଡ ଉପସାଗର ଓ ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ…

ଆମେରିକା କାର୍ଯ୍ୟାନୁଷ୍ଠାନ ଉପରେ ସ୍ପଷ୍ଟୀକରଣ ରଖିଲା ଭାରତ, H-1B ଭିସା ଉପରେ …

ନୂଆଦିଲ୍ଲୀ,୯।୧୦: ଆମେରିକା ସରକାରଙ୍କ ଦ୍ୱାରା କେତେକ ପ୍ରମୁଖ ଟେକ୍ କମ୍ପାନୀକୁ ନିଯୁକ୍ତି-ଭିତ୍ତିକ ଗ୍ରୀନ୍ କାର୍ଡ କାର୍ଯ୍ୟକ୍ରମରୁ ନିଲମ୍ବିତ କରାଯିବା ନିଷ୍ପତ୍ତି ଉପରେ ଭାରତର ବୈଦେଶିକ ମନ୍ତ୍ରାଳୟ (MEA)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?